ଶିକ୍ଷା ଓ ନିଯୁକ୍ତି

ଗୋଟିଏ ଘରୁ ଦୁଇ ଦୁଇ ଜଣଙ୍କର JEE କ୍ଲିୟର୍ । ଏପରି ଘଟଣା ଘଟିଛି ହରିଆଣାର ଗୁରୁଗ୍ରାମରେ । ଦୁଇଜଣ ଯାଆଁଳା ଭାଇ ନିକଟରେ ଅନୁଷ୍ଠିତ JEE କ୍ଲିୟର୍ କରିଛନ୍ତି । ଫଳରେ ଏହା ପରିବାର ପାଇଁ ଦୁଇଗୁଣ ଆନନ୍ଦ ଆଣି...

ଦେଶ ଓ ବିଦେଶ

ସୋସିଆଲ୍ ମିଡିଆରେ ସେୟାର ହୋଇଥିବା ଭିଡିଓରେ ତାଙ୍କର ନିଷ୍ଠା ଦେଖିବାକୁ ମିଳିଛି। ସେ ଏହି ପ୍ରତିଯୋଗିତା ପାଇଁ ପ୍ରାଣପଣେ ଉଦ୍ୟମ କରିଥିଲେ।

ରାଜନୀତି

ଆଜିର ଭୋଟ ପରେ କେରଳ, ରାଜସ୍ଥାନ ଓ ତ୍ରିପୁରାରେ ନିର୍ବାଚନ ସରିଯିବ। ମେ ୭ ତାରିଖରେ ୯୪ ସିଟରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ। ପୂର୍ବରୁ ଗତ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୧୦୨ଟି ଲୋକସଭା ଆସନରେ ମତଦାନ ହୋଇସାରିଛି।

ଅତିଥି ସ୍ତମ୍ଭ

୨୦୨୪ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ପାଇଁ ଭାରତୀୟ ଟିମ୍‌ରେ କେଉଁମାନେ ସ୍ଥାନ ପାଇବେ, ତାହାକୁ ନେଇ ଏବେ ଜୋର୍‌ସୋର୍‌ରେ ଚର୍ଚ୍ଚା ଚାଲିଛି। ଟି-୨୦ ଆନ୍ତର୍ଜାତିକ ଛଡ଼ା ଇଣ୍ଡିଆନ୍ ପ୍ରିମିଅର୍ ଲିଗ୍ (ଆଇପିଏଲ୍‌)ର ଚଳିତ ସିଜନ୍ ମଧ୍ୟ ବିଶ୍ୱକପ୍ ପାଇଁ ଚୟନର...

ବିବିଧ

ସଫଳତା ଦେଖାଗଲାନି...ହେଲେ ସାମାନ୍ୟ ଶାରିରୀକ ପରିବର୍ତ୍ତନ ପାଇଁ ଲୋକେ ତାଙ୍କୁ ଜଜ୍ କରିବାକୁ ଲାଗିଲେ । ସେ ଥିଲେ ୟୁପି ବୋର୍ଡ ପରୀକ୍ଷାର ଟପ୍ପର ହେଲେ ନିଶ ଦାଢ଼ି ଥିବାରୁ କୃତୀ ଛାତ୍ରୀଙ୍କୁ ବି ଲୋକେ ଟ୍ରୋଲ୍ କରିବାକୁ ପଛାଇଲେନି ।

ଅପରାଧ

ପୋଲିସ କହିଛି ଯେ ସମ୍ପତ୍ତି ବିବାଦ ହେତୁ ବାପା ପୁଅକୁ ହତ୍ୟା କରିବା ପାଇଁ ସୁପାରୀ ଦେଇଥିଲା।

ଭଲ ଖବର

ଦୁଇଟି ହାତୀ ମଧ୍ୟ ପରସ୍ପର ଭିତରେ ବନ୍ଧୁତା ସ୍ଥାପନ କରନ୍ତି। ଏକାଠି ରହନ୍ତି। ପରସ୍ପର ସୁଖଦୁଃଖ ବି ବାଣ୍ଟନ୍ତି। ତାମାଲନାଡୁର ମୁଦୁମଲାଇ ହାତୀ ଶିବିରରେ ଥିବା ୭୫ ବର୍ଷୀୟ ଭାମା ଏବଂ ୬୫ବର୍ଷୀୟ କାମାଚିଙ୍କ ବନ୍ଧୁତା ଏହାର ଉଦାହରଣ।

ରାଜନୀତି

ଆଜିର ଭୋଟ ପରେ କେରଳ, ରାଜସ୍ଥାନ ଓ ତ୍ରିପୁରାରେ ନିର୍ବାଚନ ସରିଯିବ। ମେ ୭ ତାରିଖରେ ୯୪ ସିଟରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ। ପୂର୍ବରୁ ଗତ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୧୦୨ଟି ଲୋକସଭା ଆସନରେ ମତଦାନ ହୋଇସାରିଛି।

କ୍ରୀଡା

ସୋସିଆଲ ମିଡିଆରେ ଧୋନିଙ୍କ ନାଁରେ ଚାନ୍ଦା ଆଦାୟ କରୁଛନ୍ତି ସାଇବର ଠକ। ନିଜକୁ ଧୋନି କହି ଫ୍ୟାନ୍ସଙ୍କଠୁ ଲୁଟୁଥିଲେ ଟଙ୍କା। ଯାହାର ଏକ ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।

ବ୍ୟବସାୟ

ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୯୩୦ ଟଙ୍କା ହୋଇଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୮୫୦ ଟଙ୍କା ରହିଛି...