• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Accident Updates

Jajpur train mishap
ମୁଣ୍ଡ ଓ ମୁହଁ ସାରା କ୍ଷତ ! ରହି ରହି କି ମାଆକୁ ଖୋଜୁଛି କଅଁଳ ଶିଶୁ . ହେଲେ ସେ . . .

ରଖେ ହରି ତ ମାରେ କିଏ ! କୋରେଇ ଟ୍ରେନ୍ ଟ୍ରାଜେଡିରେ ନିଶ୍ଚିତ ମୃତ୍ୟୁରୁ ରକ୍ଷା ପାଇଥିବା ତିନି ମାସର ଶିଶୁକୁ ନେଇ ଚାରିଆଡ଼େ ଚର୍ଚ୍ଚା., ଏଣେ ଆତ୍ମୀୟଙ୍କୁ ହରାଇ ମ୍ରିୟମାଣ ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାର ।

Jajpur train mishap
୧୫ ଘଣ୍ଟା ପରେ ଟ୍ରେନ୍‌ ଚଳାଚଳ ସ୍ୱାଭାବିକ

ଦ୍ରୁତଗାମୀ ମାଲ୍‌ବାହୀ ଟ୍ରେନ୍‌ର ୮ଟି ବଗି ଲାଇନ୍‌ଚ୍ୟୁତ ହୋଇଥିଲା। କିଛି ବଗି ଯାତ୍ରୀ ବିଶ୍ରାମଗାର ଓ ଟିକେଟ୍‌ ଘର ଉପରକୁ ମାଡ଼ି ଯାଇଥିଲା।

Social Media Influencer Rohit Bhati Dies In Car Accident
କାର୍‌ ଦୁର୍ଘଟଣାରେ ଚାଲିଗଲା ସୋସିଆଲ୍‌ ମିଡିଆ ହିରୋଙ୍କ ଜୀବନ

କାର୍‌ ଦୁର୍ଘଟଣାରେ ୨୫ ବର୍ଷୀୟ ସୋସିଆଲ୍‌ ମିଡିଆ ସେଲିବ୍ରେଟିଙ୍କ ମୃତ୍ୟୁ ହୋଇଛି। ଦ୍ରୁତ ଗତିରେ ଥିବା ରୋହିତଙ୍କ କାର୍‌ ବୁଲାଣି ନିକଟରେ ଗାଡ଼ି ବୁଲାଇ ନପାରିବାରୁ ଗଛରେ ଯାଇ ପିଟି ହୋଇଥିଲା।

Jajpur train mishap | 19 trains cancelled, 21 trains diverted
ଟ୍ରେନ ଦୁର୍ଘଟଣା ପରେ ୧୯ ଟ୍ରେନ୍‌ ବାତିଲ। ଦେଖନ୍ତୁ ଏଇ ଲିଷ୍ଟ୍‌

ଟ୍ରେନ ଦୁର୍ଘଟଣା ପରେ ୧୯ ଟ୍ରେନ୍‌ ବାତିଲ। ଦେଖନ୍ତୁ ଏଇ ଲିଷ୍ଟ୍‌

Train Accident
ମୃତ୍ୟୁର କାଳ ଦଉଡ଼ିରେ ଚାପି ହୋଇଗଲେ ମାଆ-ଝିଅ; ବଞ୍ଚିଗଲା ଅଢ଼େଇ ମାସର ଶିଶୁ

କୋରେଇ ଷ୍ଟେସନରେ ଥିବା ଯାତ୍ରୀ ବିଶ୍ରାମଗାରରେ ଟ୍ରେନ୍‌କୁ ଅପେକ୍ଷା କରିଥିଲେ ମାଆ ପାର୍ବତୀ ଓ ଝିଅ କଣ୍ଢେଇ । ପାଖରେ ଥିଲା ଅଢେଇ ମାସର ନାତି । ଟିକେଟ୍ କାଟି ତିନି ଜଣଙ୍କୁ ୱେଟିଂ ହଲରେ ବସାଇ ଚା ପିଇବାକୁ ଯାଇଥିଲେ ବଳରାମ । ଆଉ ୨୦-୨୫ ମିନିଟ୍ ଡିଏମୟୁରେ କଟକ ଯାଇଥାନ୍ତେ ସମସ୍ତେ । ପେଟରେ ଟ୍ୟୁମର ଥିବାରୁ କଣ୍ଢେଇଙ୍କ କଟକ ବଡ଼ ମେଡିକାଲରେ ଚିକିତ୍ସା ଚାଲିଥିଲା । ହେଲେ କିଏ ଜାଣିଥିଲା କୋରେଇ ଷ୍ଟେସନ ହିଁ ପାଲଟିବ କଣ୍ଢେଇଙ୍କ ଶେଷ ଷ୍ଟେସନ

Train
ଅଶୁଭ ସୋମବାର। ଭୟଙ୍କର ଦୁର୍ଘଟଣା, ଛାତିଥରା ଦୃଶ୍ୟ...ଚାହୁଁ ଚାହୁଁ ଚାଲିଗଲା ୩ ଜୀବନ

ଅଶୁଭ ସୋମବାର। ଭୟଙ୍କର ଦୁର୍ଘଟଣା, ଛାତିଥରା ଦୃଶ୍ୟ...ଚାହୁଁ ଚାହୁଁ ଚାଲିଗଲା ୩ ଜୀବନ

Train Accident
ମୃତ୍ୟୁର କାଳ ଦଉଡ଼ିରେ ଚାପି ହୋଇଗଲେ ମାଆ-ଝିଅ; ବଞ୍ଚିଗଲା ଅଢ଼େଇ ମାସର ଶିଶୁ

ଚାହୁଁ ଚାହୁଁ ମୃତ୍ୟୁର ଡାକ ଦେଇ କାଳ ସାଜି ମାଡ଼ି ଆସିଥିଲା ଅମାନିଆ ଟ୍ରେନ୍‌ର କିଛି ବଗି । ଆଉ ତାରି ଭିତରେ ଚାପି ହୋଇଯାଇଥିଲେ ମାଆ- ଝିଅ ।

Jajpur train mishap
ଜଣାପଡ଼ିଲା କୋରେଇ ଟ୍ରେନ୍ ଟ୍ରାଜେଡିର କାରଣ !

କେହି କିଛି ବୁଝିବା ଆଗରୁ ଷ୍ଟେସନ ଭିତରେ ଭୟଙ୍କର ଶବ୍ଦ କରି ମାଡ଼ି ଆସିଥିଲା ଲୌହ ଦାନବ। 

Train Accident
ଯାଜପୁର କୋରେଇ ଟ୍ରେନ୍‌ ଦୁର୍ଘଟଣା: ୮ ଟ୍ରେନ୍‌ ବାତିଲ

ଲୋକେ ସକାଳୁ ଯାତ୍ରୀ ବିଶ୍ରାମଗାରାରେ ଶୋଇଥିଲେ, ଏହି ସମୟରେ ଘଟିଛି ଏହି ଅଘଟଣ ।

Special story
ଯାତ୍ରୀ ବିଶ୍ରାମାଗାର ଭିତରକୁ ମାଡ଼ିଗଲା ମାଲବାହୀ ଟ୍ରେନ୍ : ଚାଲିଗଲା ୩ ଜୀବନ

ଯାଜପୁର କୋରେଇରେ ଟ୍ରେନ୍ ଦୁର୍ଘଟଣା, ୩ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଆହତ ହୋଇଛନ୍ତି ।