ମହାନଦୀରେ ପହଁରା ଅଭ୍ୟାସ ବେଳେ ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମହାନଦୀରେ ପହଁରା ଅଭ୍ୟାସ କରୁଥିବା ବେଳେ ଛାତ୍ର ଜଣକ ବୁଡ଼ି ଯାଇଥିଲେ। ପ୍ରାୟ ଅଢ଼େଇ ଘଣ୍ଟାର ପରିଶ୍ରମ ପରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି।
ମହାନଦୀରେ ବୁଡ଼ି ନିଖୋଜ ଥିବା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। କଟକ ଯୋବ୍ରା ବ୍ୟାରେଜ୍ରେ ସୁଇମିଂ ଶିଖୁଥିବା ବେଳେ ଯୁବକ ଜଣକ ନିଖୋଜ ହୋଇଯାଇଥିଲେ।
ବରଯାତ୍ରୀ ବାହାରିବା ପୂର୍ବରୁ ବଡ଼ ଅଘଟଣ। ଗ୍ୟାସ୍ ସିଲିଣ୍ଡର ଫାଟି ୪ ଅତିଥିଙ୍କ ମୃତ୍ୟୁ ଘଟି ଥିବାବେଳେ ୬୦ ଜଣ ଆହତ ହୋଇଛନ୍ତି।
କେଉଁଠି ନା କେଉଁଠି ଆମ ବ୍ୟସ୍ତ ବହୁଳ ଜୀବନ ସଡକ ଦୁର୍ଘଟଣା ପାଇଁ ନିହାତି ଦାୟୀ।
ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି । ନିଆଁର ମାତ୍ରା ଏତେ ଅଧିକ ଯେ, ପାଖ ଦୋକାନକୁ ବ୍ୟାପିବାର ଆଶଙ୍କା ରହିଛି ।
ଡ୍ରାଇଭରକୁ ଅଟକ ରଖି ପୋଲିସ ଅଧିକ ତଦନ୍ତ ଚଳାଇଛି।
ଏହା ସହ ୧୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।
ପୁଣି ରାଜପଥରେ ଗ୍ୟାସ୍ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ । ପୁଣି ଆତଙ୍କିତ ଆଖପାଖ ଜନତା । ଭୁଷ୍ ଭୁଷ୍ ହୋଇ ଟ୍ୟାଙ୍କରରୁ ବାହାରୁଛି ଗ୍ୟାସ୍ । ମାଡ଼ିଚାଲିଥିବା ଗ୍ୟାସ୍ ଗନ୍ଧ ପରେ ନା କାହା ଘରେ ଚୁଳି ଜଳୁଛି, ନା କେହି ରୋଷେଇ ବାସ କରୁଛନ୍ତି ।
ପୁଣି ରାଜପଥରେ ଗ୍ୟାସ୍ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ । ପୁଣି ଆତଙ୍କିତ ଆଖପାଖ ଜନତା । ଭୁଷ୍ ଭୁଷ୍ ହୋଇ ଟ୍ୟାଙ୍କରରୁ ବାହାରୁଛି ଗ୍ୟାସ୍ । ମାଡ଼ିଚାଲିଥିବା ଗ୍ୟାସ୍ ଗନ୍ଧ ପରେ ନା କାହା ଘରେ ଚୁଳି ଜଳୁଛି, ନା କେହି ରୋଷେଇ ବାସ କରୁଛନ୍ତି ।
ମୃତ୍ୟୁ କେତେବେଳେ କେମିତି ଆସେ, ତା’ହା କେହିବି କହିପାରିବେନି। ଯମ ଦୂତ ପରି ଆସି ବସିଥିବା ଲୋକର ବି ପ୍ରାଣବାୟୁ ନେଇଯାଏ। ହେଲେ ସବୁଠୁ ଦୁଃଖଦ ଘଟଣା, ଜଣକର ମୃତ୍ୟୁ ପରେ ଆଉ ଜଣକ ଜୀବନ ମଧ୍ୟ ଚାଲି ଯାଇଛି।
ଭାରସାମ୍ୟ ହରାଇ ଗଛକୁ କାର୍ ପିଟିବା ଯୋଗୁ ୩ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।
ଟ୍ରକ୍କୁ କାର୍ ଧକ୍କା ଦେବା ଯୋଗୁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଆଜି ଭୋର ସମୟରେ NH-୧୬ ଏହି ଦୁର୍ଘଟଣା ଘଟିଛି।
ଦୁର୍ଘଟଣାରେ ଶିକାର ହୋଇଥିବା ନାବାଳିକା ଜଣକ ନିଜ ଝିଅ ବୋଲି ଜାଣି ନଥିଲେ ଡାକ୍ତରାଣୀ । ତଥାପି ପାରୁପର୍ଯ୍ୟନ୍ତ ଚେଷ୍ଟା କରିଥିଲେ . . ହେଲେ
କେନ୍ଦ୍ରାପଡ଼ା ଜିଲ୍ଲା ବାଲିଆ ବଜାରରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣକ ମୃତ୍ୟୁ ହୋଇଛି। ଗତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ଆଃ କି ଦୁଃଖ !! ଯୋଉ ଦୁର୍ଘଟଣାରେ ବାପା ସବୁଦିନ ପାଇଁ ଚାଲିଯାଇଥିଲେ ପୁଅ ବି ସେଇ ଦୁର୍ଘଟଣାରେ ଚାଲିଗଲା...ଭେଣ୍ଡା ପୁଅକୁ ହରାଇ ରାସ୍ତାରେ ଗଡିଯାଉଛି ମାଆ...ଦେଖନ୍ତୁ ଏହି ହୃଦୟସ୍ପର୍ଶୀ ଭିଡିଓ
ରାସ୍ତାକଡ଼ରେ ବସି ଦଶାହ ଭୋଜି ଖାଉଥିବା ବେଳେ ଲୋକଙ୍କ ଉପରେ ମାଡ଼ିଗଲା କାର୍। କାର୍ଟି ଏତେ ଜୋରରେ ଆସିଥିଲା ଯେ, ଗାଡ଼ି ଧକ୍କାରେ ଏକ ଦୋକାନ ମଧ୍ୟ ଭାଙ୍ଗିଯାଇଛି।
କିଏ ବାପାଲୋ.. କହି କହି ଭୂଇଁରେ ଲୋଟୁଛି ତ ଆଉ କିଏ ଭାଇଲୋ କହିକି ମୁଣ୍ଡ ପିଟୁଦେଉଛି ।
ପୁଅକୁ ହରାଇ ରାସ୍ତା ଉପରେ ମାଆ ମୁଣ୍ଡ ବାଡେଇ ବାଡ଼େଇ କାନ୍ଦୁଛନ୍ତି । ତାହାକୁ ଶବ୍ଦରେ ବର୍ଣ୍ଣନା କରିବା ବି କଷ୍ଟକର ।
‘କୌଣସି ଏକ ସ୍ଥାନରେ ରାନୀ ପଣ୍ଡାଙ୍କ ପ୍ରୋଗ୍ରାମ ଥିଲା। କାଳେ ପ୍ରୋଗ୍ରାମ ବିଳମ୍ବ ହୋଇଯିବ, ତେଣୁ ତାଙ୍କ କାର୍ ବହୁତ ସ୍ପିଡ୍ରେ ଆସୁଥିଲା। ମୋ ପୁତୁରା ହାଇୱା ଡ୍ରାଇଭର।’
ଗଙ୍ଗା ନଦୀ ଶୀତଳା ଘାଟ ସମ୍ମୁଖରେ ଏହି ଦୁର୍ଘଟଣା ଘଟିଛି
କେନ୍ଦ୍ରାପଡ଼ା ଜିଲ୍ଲା ବାଲିଆ ବଜାରରେ ବାଣ ବିସ୍ଫୋରଣ ଘଟଣାରେ ଜଣେ ବାଣୁଆଙ୍କ ମୃତ୍ୟୁ ହୋଇଛି । ବୁଧବାର ସନ୍ଧ୍ୟାରେ କେନ୍ଦ୍ରାପଡ଼ାର ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣି ଉତ୍ସବ ଚାଲିଥିବା ବେଳେ ବିସ୍ଫୋରଣ ହୋଇଥିଲା।
ଯାତ୍ରା ଅଭିନେତ୍ରୀ ରାନୀ ପଣ୍ଡା ବସିଥିବା କାର୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଏକ ବାଇକ୍ ସହ ତାଙ୍କ କାର୍ ଧକ୍କା ହୋଇଥିଲା। ଏଥିରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଛି।
ଦୁର୍ଘଟଣାରେ କାର୍ର ସାମ୍ନା ପଟ କ୍ଷତିଗ୍ରସ୍ତ ହୋଇଛି।
ଗୁରୁବାର ରାତିରେ ଆଞ୍ଚଳିକ ରାଜଧାନୀ ଉରୁମ୍କିରେ ଏହି ଅଗ୍ନିକାଣ୍ଡ ଘଟିଛି ।
କେନ୍ଦ୍ରାପଡ଼ା ବାଲିଆ ବଜାର କାର୍ତ୍ତିକେଶ୍ୱର ଭସାଣ ଉତ୍ସବରେ ବାଣ ଫୁଟାଇବାକୁ ଅନୁମତି ଦେଇଥିଲା କିଏ?