ଦୁର୍ଘଟଣାରେ କାର୍ର ସାମ୍ନା ପଟ କ୍ଷତିଗ୍ରସ୍ତ ହୋଇଛି।
ଗୁରୁବାର ରାତିରେ ଆଞ୍ଚଳିକ ରାଜଧାନୀ ଉରୁମ୍କିରେ ଏହି ଅଗ୍ନିକାଣ୍ଡ ଘଟିଛି ।
କେନ୍ଦ୍ରାପଡ଼ା ବାଲିଆ ବଜାର କାର୍ତ୍ତିକେଶ୍ୱର ଭସାଣ ଉତ୍ସବରେ ବାଣ ଫୁଟାଇବାକୁ ଅନୁମତି ଦେଇଥିଲା କିଏ?
କେନ୍ଦ୍ରାପଡା ବାଲିଆ ବଜାରରେ ଯେଉଁଠି ୨୪ ଘଣ୍ଟା ତଳେ ଚାଲିଥିବା ବାଜା, ବାଣ ରୋଷଣି କାର୍ତ୍ତିକେଶ୍ୱର ଭସାଣ ଉତ୍ସବରେ ଡିଜେର ତାଳେ ତାଳେ ନାଚ ଚାଲିଥିଲା । ହେଲେ ବାଣ ଫୁଟାଇବା ବେଳେ ବିସ୍ଫୋରଣ ପୁରାପୁରି ବଦଳାଇ ଦେଇଥିଲା ଉତ୍ସବର ମାହୋଲ୍ ।
କାର୍ତ୍ତିକେଶ୍ୱର ଭସାଣି ଉତ୍ସବରେ ବାଣ ବିସ୍ଫୋରଣ ହୋଇ ୩୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ଗୁରୁତରଙ୍କ ମଧ୍ୟରୁ ଅନେକଙ୍କ ଜୀବନ ସଂକଟାପନ୍ନ ରହିଛି ।
ରେଳ ମନ୍ତ୍ରଣାଳୟ ପାଇଁ ନୂଆ ଶିକ୍ଷା କୋରେଇ ଟ୍ରାଜେଡି: ଆଶ୍ଚର୍ଯ୍ୟ କରିଛି ଡବା ଉପରେ ଡବା ଚଢ଼ି ଫୁଟ୍ ଓଭରବ୍ରିଜକୁ ମାଡ଼ିଯିବା
ରଖେ ହରି ତ ମାରେ କିଏ ! କୋରେଇ ଟ୍ରେନ୍ ଟ୍ରାଜେଡିରେ ନିଶ୍ଚିତ ମୃତ୍ୟୁରୁ ରକ୍ଷା ପାଇଥିବା ତିନି ମାସର ଶିଶୁକୁ ନେଇ ଚାରିଆଡ଼େ ଚର୍ଚ୍ଚା., ଏଣେ ଆତ୍ମୀୟଙ୍କୁ ହରାଇ ମ୍ରିୟମାଣ ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାର ।
କୋରେଇ ଟ୍ରେନ୍ ଦୁର୍ଘଟଣାର ତଦନ୍ତ ଦାୟିତ୍ୱ କମିଶନର ଅଫ୍ ରେଲେଓ୍ବ ସେଫ୍ଟି- ସିଆର୍ଏସ୍ଙ୍କୁ ଦିଆଯାଇଛି।
ରଖେ ହରି ତ ମାରେ କିଏ ! କୋରେଇ ଟ୍ରେନ୍ ଟ୍ରାଜେଡିରେ ନିଶ୍ଚିତ ମୃତ୍ୟୁରୁ ରକ୍ଷା ପାଇଥିବା ତିନି ମାସର ଶିଶୁକୁ ନେଇ ଚାରିଆଡ଼େ ଚର୍ଚ୍ଚା., ଏଣେ ଆତ୍ମୀୟଙ୍କୁ ହରାଇ ମ୍ରିୟମାଣ ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାର ।
ଦ୍ରୁତଗାମୀ ମାଲ୍ବାହୀ ଟ୍ରେନ୍ର ୮ଟି ବଗି ଲାଇନ୍ଚ୍ୟୁତ ହୋଇଥିଲା। କିଛି ବଗି ଯାତ୍ରୀ ବିଶ୍ରାମଗାର ଓ ଟିକେଟ୍ ଘର ଉପରକୁ ମାଡ଼ି ଯାଇଥିଲା।
କାର୍ ଦୁର୍ଘଟଣାରେ ୨୫ ବର୍ଷୀୟ ସୋସିଆଲ୍ ମିଡିଆ ସେଲିବ୍ରେଟିଙ୍କ ମୃତ୍ୟୁ ହୋଇଛି। ଦ୍ରୁତ ଗତିରେ ଥିବା ରୋହିତଙ୍କ କାର୍ ବୁଲାଣି ନିକଟରେ ଗାଡ଼ି ବୁଲାଇ ନପାରିବାରୁ ଗଛରେ ଯାଇ ପିଟି ହୋଇଥିଲା।
ଟ୍ରେନ ଦୁର୍ଘଟଣା ପରେ ୧୯ ଟ୍ରେନ୍ ବାତିଲ। ଦେଖନ୍ତୁ ଏଇ ଲିଷ୍ଟ୍
କୋରେଇ ଷ୍ଟେସନରେ ଥିବା ଯାତ୍ରୀ ବିଶ୍ରାମଗାରରେ ଟ୍ରେନ୍କୁ ଅପେକ୍ଷା କରିଥିଲେ ମାଆ ପାର୍ବତୀ ଓ ଝିଅ କଣ୍ଢେଇ । ପାଖରେ ଥିଲା ଅଢେଇ ମାସର ନାତି । ଟିକେଟ୍ କାଟି ତିନି ଜଣଙ୍କୁ ୱେଟିଂ ହଲରେ ବସାଇ ଚା ପିଇବାକୁ ଯାଇଥିଲେ ବଳରାମ । ଆଉ ୨୦-୨୫ ମିନିଟ୍ ଡିଏମୟୁରେ କଟକ ଯାଇଥାନ୍ତେ ସମସ୍ତେ । ପେଟରେ ଟ୍ୟୁମର ଥିବାରୁ କଣ୍ଢେଇଙ୍କ କଟକ ବଡ଼ ମେଡିକାଲରେ ଚିକିତ୍ସା ଚାଲିଥିଲା । ହେଲେ କିଏ ଜାଣିଥିଲା କୋରେଇ ଷ୍ଟେସନ ହିଁ ପାଲଟିବ କଣ୍ଢେଇଙ୍କ ଶେଷ ଷ୍ଟେସନ
ଅଶୁଭ ସୋମବାର। ଭୟଙ୍କର ଦୁର୍ଘଟଣା, ଛାତିଥରା ଦୃଶ୍ୟ...ଚାହୁଁ ଚାହୁଁ ଚାଲିଗଲା ୩ ଜୀବନ
ଚାହୁଁ ଚାହୁଁ ମୃତ୍ୟୁର ଡାକ ଦେଇ କାଳ ସାଜି ମାଡ଼ି ଆସିଥିଲା ଅମାନିଆ ଟ୍ରେନ୍ର କିଛି ବଗି । ଆଉ ତାରି ଭିତରେ ଚାପି ହୋଇଯାଇଥିଲେ ମାଆ- ଝିଅ ।
କେହି କିଛି ବୁଝିବା ଆଗରୁ ଷ୍ଟେସନ ଭିତରେ ଭୟଙ୍କର ଶବ୍ଦ କରି ମାଡ଼ି ଆସିଥିଲା ଲୌହ ଦାନବ।
ଲୋକେ ସକାଳୁ ଯାତ୍ରୀ ବିଶ୍ରାମଗାରାରେ ଶୋଇଥିଲେ, ଏହି ସମୟରେ ଘଟିଛି ଏହି ଅଘଟଣ ।
ଯାଜପୁର କୋରେଇରେ ଟ୍ରେନ୍ ଦୁର୍ଘଟଣା, ୩ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଆହତ ହୋଇଛନ୍ତି ।