• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Accident Updates

Pakistan blast
Pakistan Bomb Blast: ଟ୍ରେନ୍‌କୁ ଅପେକ୍ଷା କରିଥିଲେ ଯାତ୍ରୀ; ଘଟିଲା ଭୟଙ୍କର ବିସ୍ଫୋରଣ, ଚାଲିଗଲା ୨୫ ଜୀବନ

ପାକିସ୍ତାନରେ ବଡ଼ ଧରଣର ବିସ୍ଫୋରଣ । ଦକ୍ଷିଣ-ପଶ୍ଚିମ ବାଲୁଚିସ୍ତାନ ପ୍ରଦେଶର କ୍ୱେଟା ରେଳ ଷ୍ଟେସନରେ ଏହି ବିସ୍ଫୋରଣ ଘଟିଛି। ଏଥିରେ ୧୪ ସୈନିକଙ୍କ ସମେତ ୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୪୦ରୁ ଅଧିକ ଜଣ ଆହତ ହୋଇଛନ୍ତି।

Fire
Bhubaneswar Fire: ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ; ହୁତୁହୁତୁ ହୋଇ ଜଳିଗଲା କପଡ଼ା ଗୋଦାମ

ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ। ଅଚାନକ ଲାଗିଲା ନିଆଁ। ଜଳିଗଲା କପଡ଼ା ଗୋଦାମ। ଭୁବନେଶ୍ୱର ବଡଗଡ଼ ସ୍ଥିତ କପଡା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।

Train Accident
Train Accident: ସାଲିମାର-ସିକନ୍ଦରାବାଦ୍ ସ୍ପେଶାଲ ଟ୍ରେନ୍ ଲାଇନଚ୍ୟୁତ

ହାୱଡ଼ା ନାଲପୁର ଷ୍ଟେସନ ନିକଟରେ ଲାଇନଚ୍ୟୁତ । ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ।

Bus Accident
Uttarakhand Bus Accident: ଦୁର୍ଘଟଣା କରିଦେଲା ବାପ-ମା’ ଛେଉଣ୍ଡ; ହସ୍ପିଟାଲ୍‌ରେ ଆହା ପଦେ କହିବାକୁ କେହି ନାହିଁ

ଜୀବନ ଜୀଇବା ଆରମ୍ଭ ହେବା ବେଳକୁ ଶିବାନୀ ହୋଇଯାଇଛି ଅନାଥ। ବାପା ମା’ ବସ୍ ଦୁର୍ଘଟଣାରେ ଆଖିବୁଜିଦେଲେ। ଆଉ ସିଏ ଏବେ ବାପ-ମା ଛେଉଣ୍ଡ ହୋଇ ହସ୍ପିଟାଲ୍‌ରେ ଜୀବନ ମରଣ ସହ ସଂଘର୍ଷ କରୁଛି। ବେଡ୍‌ରେ ମା’-ବାପା ଡାକିଲେ ବି ଆଉ ଶୁଣିବାକୁ କେହି ନାହିଁ।

Accident
Accident: ରାଜଧାନୀରେ ଦୁର୍ଘଟଣା; ଦ୍ରୁତଗତିରେ ଆସି ଟ୍ରାଫିକ ଫୋଷ୍ଟକୁ ଉଡାଇଲା କାର୍

ବେପରୁଆ ଗାଡ଼ି ଚାଳନାରେ ଉଡ଼ିଲା ଟ୍ରାଫିକ ପୋଷ୍ଟ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ଡମଣା ଛକରେ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣା ୨ ଗୁରୁତର ହୋଇଛନ୍ତି । ସେହିପରି ବାଲେଶ୍ବର ଜିଲ୍ଲା କମର୍ଦ୍ଦା ଥାନା ଛଣପୋଖରୀ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି।

 MiG-29 fighter jet crashes
MiG-29 Fighter Jet Crash: କ୍ରାସ୍‌ ହେଲା ଭାରତୀୟ ବାୟୁସେନାର ଫାଇଟର ଜେଟ୍‌; ପାରାଚ୍ୟୁଟ ଯୋଗେ ବର୍ତ୍ତିଗଲେ ପାଇଲଟ୍... 

ଉତ୍ତର ପ୍ରଦେଶର ଆଗ୍ରାରେ ଭାରତୀୟ ବାୟୁସେନାର ମିଗ-୨୯ ଯୁଦ୍ଧ ବିମାନ କ୍ରାସ୍‌ । ଦୁର୍ଘଟଣା ପରେ ବିମାନଟି ସଂପୂର୍ଣ୍ଣ ଭାବେ ଜଳି ଯାଇଛି ।

 bus falls into gorge
Uttarakhand Bus Accident Updates: ଉତ୍ତରାଖଣ୍ଡ ବସ୍ ଦୁର୍ଘଟଣାରେ ବଢୁଛି ମୃତ୍ୟୁ ସଂଖ୍ୟା, ଖୋଜାଚାଲିଛି ମୃତଦେହ...ଦେଖନ୍ତୁ କିଛି ଛାତିଥରା ଦୃଶ୍ୟ...

ଉତ୍ତରାଖଣ୍ଡର ଅଲମୋଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କୁପି ଅଞ୍ଚଳରେ ଏକ ଖାଇକୁ ଯାତ୍ରୀ ବାହୀ ବସ୍ ଖସି ପଡ଼ିବାରୁ ୩୬ ଜଣଙ୍କ ମୃତ୍ୟୁ । 

bus falls into gorge in Uttarakhand
Uttarakhand Bus Accident: ଭୟଙ୍କର ଦୁର୍ଘଟଣା; ୨୦୦ ଫୁଟ୍‌ ଖାଇକୁ ଖସିଲା ବସ୍‌, ଗଲାଣି ୩୬ ଜୀବନ...

୨୦୦ ଫୁଟ୍‌ ଖାଇକୁ ଖସିଲା ବସ୍‌ । ଚାଲିଗଲା ୩୬ରୁ ଅଧିକ ଲୋକଙ୍କ ଜୀବନ, ଅନେକ ଆହତ । ମୃତ୍ୟୁ ସଂଖ୍ୟା ଆହୁରି ବଢିବା ନେଇ ଆଶଙ୍କା କରାଯାଇଛି । ଉତ୍ତରାଖଣ୍ଡର ଅଲ୍‌ମୋଡାର ମାର୍ଚୁଲାରେ ଘଟିଛି ଏଭଳି ମର୍ମନ୍ତୁଦ ଘଟଣା।

Mo Bus
ରାସ୍ତାରେ ବୋଲ ମାନୁନି ମୋ ବସ୍ !

ବାରମ୍ବାର ଦୁର୍ଘଟଣା ଘଟାଉଥିବା ମୋ ବସ୍ ଚାଳକଙ୍କ ବେପରୁଆ ଚାଳନାକୁ ନେଇ ତେଜୁଛି ଅସନ୍ତୋଷ। ସେପଟେ ଏବାବଦରେ କିନ୍ତୁ କ୍ରୁଟ୍ କର୍ତ୍ତୃପକ୍ଷ ଚୁପ୍।

Mo Bus
Mo Bus Accident: ରାସ୍ତାରେ ବୋଲ ମାନୁନି ମୋ ବସ୍ ! ପୁଣି ଘଟାଇଲା ଦୁର୍ଘଟଣା, ଯୁବତୀ ଗୁରୁତର

ବାରମ୍ବାର ଦୁର୍ଘଟଣା ଘଟାଉଥିବା ମୋ ବସ୍ ଚାଳକଙ୍କ ବେପରୁଆ ଚାଳନାକୁ ନେଇ ତେଜୁଛି ଅସନ୍ତୋଷ। ସେପଟେ ଏବାବଦରେ କିନ୍ତୁ କ୍ରୁଟ୍ କର୍ତ୍ତୃପକ୍ଷ ଚୁପ୍।

Accident
Accident: କୁହୁଡ଼ି ଯୋଗୁଁ ଦେଖି ପାରିଲେନି ଡ୍ରାଇଭର, ଟ୍ରେଲରକୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍

ବାପାଙ୍କ ମୃତ୍ୟୁର ଦିନ କେଇଟା ପରେ ଅଫେରା ରାଇଜକୁ ଚାଲିଗଲା ପୁଅ

Puri Illegal Fire Crackers
ପୁରୀରେ ପୁଣି ବାଣ ବିସ୍ଫୋରଣ, ଭୁବନେଶ୍ୱରରେ ଜଳିଗଲା ୩ ସାଇକେଲ ଦୋକାନ !

ଅମାବାସ୍ୟା ସନ୍ଧ୍ୟାରେ ଫୁଟିଲା ବାଣ । ବେଆଇନ ବାଣ ବିସ୍ପୋରଣରେ ଦୁଇ ଜଣ ମୃତ ।

Fire Erupts at Unit-1 Market Building
୧ନଂ ହାଟ ଭୂତଳ ମାର୍କେଟ୍‌ରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଶାଢ଼ୀ

ଏହି ଅଗ୍ନିକାଣ୍ଡରେ ୨ଟି ଶାଢୀ ଦୋକାନ ସଂପୂର୍ଣ୍ଣ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଦୁଇଟି ଅଗ୍ନିଶମ ଟିମ୍ ପ୍ରାୟ ୬ ଘଣ୍ଟାର କସରତ ପରେ ନିଆଁ ଆୟତ୍ତ କରିଛନ୍ତି ।

Accident
ଇଅର ଫୋନ୍‌ ଦେଇ ବସିଥିଲେ, ଧକ୍କା ଦେଲା ଟ୍ରେନ୍‌... ଚାଲିଗଲା ଜୀବନ

ଭାବିଥିଲେ ସେଇ ପଟ୍ରିରେ ଆସୁନାହିଁ ଟ୍ରେନ୍‌ । ଆଉ ଆରମ୍‌ରେ ବସି କାନରେ ଇଅର ଫୋନ୍‌ ଲଗାଇ ମୋବାଇଲ ଦୁନିଆରେ ହଜିଯାଇଥିଲେ ।

ireworks accident
ମନ୍ଦିରରେ ଉତ୍ସବ ପାଳନ ବେଳେ ଭୟଙ୍କର ବିସ୍ଫୋରଣ; ୧୫୦ରୁ ଅଧିକ ଆହତ

କେରଳର ଏହି ମନ୍ଦିରରେ ଦୀପାବଳି ପୂର୍ବରୁ ମନ୍ଦିରରେ ପୂଜାର ଆୟୋଜନ କରାଯାଇଥିଲା। ବିଳମ୍ୱିତ ରାତି ପ୍ରାୟ ସାଢେ ୧୨ଟାରେ ଭାରାକାଭୁ ମନ୍ଦିର ନିକଟରେ ଥିବା ଏକ ବାଣ ଗୋଦାମରେ ଅଗ୍ନିକାଣ୍ଡ ଘଟିଥିଲା। ଚାହୁଁଚାହୁଁ ନିଆଁ ବ୍ୟାପିଯିବା ସହ ବଡ଼ ଧରଣର ବିସ୍ଫୋରଣ ଘଚିଛି।

LPG cylinder blast
ଖଲ୍ଲିକୋଟରେ ବଡ଼ ଅଘଟଣ; ଗ୍ୟାସ ସିଲିଣ୍ଡର୍ ଫାଟି ଜଳିଗଲା ୧୦ ବଖରା ଘର

କମଳାପଦର ଗାଁରେ ହୁତୁହୁତୁ ହୋଇ ଜଳିଗଲା ଘର । ୩ ପରିବାରର ୧୦ ବଖରା ଘର ନିଆଁରେ ଭସ୍ମୀଭୂତ ହୋଇଯାଇଛି । 

Stampede
ବାନ୍ଦ୍ରା ରେଳ ଷ୍ଟେସନରେ ଦଳାଚକଟା; ୯ଯାତ୍ରୀ ଆହତ

ମୁମ୍ବାଇ ବାନ୍ଦ୍ରା ରେଳ ଷ୍ଟେସନରେ ଦଳାଚକଟା। ଭୀଷଣ ଦଳାଚକଟାରେ ଆହତ ହେଲେ ୯ ଯାତ୍ରୀ, ୨ ଜଣ ଗୁରୁତର। ଉତ୍ତରପ୍ରଦେଶ ଗୋରଖପୁର ଅଭିମୁଖେ ଯାଉଥିବା ବାନ୍ଦ୍ରା ଗୋରଖପୁର ଏକ୍ସପ୍ରେସରେ ଚଢ଼ିବା ବେଳେ ଏଭଳି ଅଭାବନୀୟ ସ୍ଥିତି ଉପୁଜିଥିଲା ।

train
ଟ୍ରେନ୍ ଦୁର୍ଘଟଣା ପାଇଁ ବଡ଼ ଷଡ଼ଯନ୍ତ୍ର; ଟ୍ରାକ୍‌ରୁ ମିଳିଲା କାଠଗଣ୍ଡି

ପୁଣି ଟ୍ରେନ୍‌କୁ ଟାର୍ଗେଟ୍। କିଛି ଦିନର ବ୍ୟବଧାନ ପରେ ଟ୍ରେନ୍‌କୁ ଲାଇନଚ୍ୟୁତ ଉଦ୍ୟମ। ଲକ୍ଷ୍ନୌ ନିକଟ ମାଲିହାବାଦ ରେଳ ଷ୍ଟେସନ ନିକଟରେ ବଡ଼ ଅଘଟଣରୁ ବର୍ତ୍ତିଲା ବରେଲି-ବାରାଣାସୀ ଏକ୍ସପ୍ରେସ।

oxygen-cylinder-blast
ଫାଟିଲା ଅକ୍ସିଜେନ୍ ସିଲିଣ୍ଡର; ମାଟିରେ ମିଶିଲା ୨ମହଲା, ଚାଲିଗଲା ୬ଜୀବନ

ଉତ୍ତରପ୍ରଦେଶର ଲକ୍ଷ୍ନୌର ବୁଲନ୍ଦ ସହରରେ ବଡ ଅଘଟଣ। ଅକ୍ସିଜେନ୍ ସିଲିଣ୍ଡର ଫାଟି ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ଗର୍ଭବତୀ ଓ ଜଣେ ଶିଶୁ ରହିଛନ୍ତି ।

Fishing Trawler Capsized
ମାଡ଼ି ଆସୁଛି ବାତ୍ୟା; ବୈତରଣୀ ମୁହାଣରେ ବୁଡ଼ିଲା ମତ୍ସ୍ୟଜୀବୀଙ୍କ ଡଙ୍ଗା

ଧାମରା ବନ୍ଦର ଧାମରାଇ ମନ୍ଦିର ନିକଟରେ ବୁଡ଼ିଲା ଡଙ୍ଗା । ଡଙ୍ଗାରେ ଥିଲେ ୧୦ରୁ ଅଧିକ ମତ୍ସ୍ୟଜୀବୀ । ସମସ୍ତେ ସୁରକ୍ଷିତ ଉଦ୍ଧାର ହୋଇଥିବା ସୂଚନା ।

Blast At Ordnance Factory
ଯୁଦ୍ଧାସ୍ତ୍ର ତିଆରି କାରଖାନାରେ ଫୁଟିଲା ବୋମା; ୧୦ରୁ ଅଧିକ ଗୁରୁତର

ମଧ୍ୟପ୍ରଦେଶର ଜବଲପୁର ଜିଲ୍ଲାର ଏକ ଯୁଦ୍ଧାସ୍ତ୍ର ତିଆରି କାରଖାନାରେ ବଡ଼ ବିସ୍ଫୋରଣ। ଏଥିରେ ୧୦ରୁ ଅଧିକ ଲୋକ ଗୁରୁତର ହୋଇଥିବା ଜଣାପଡିଛି।

Accident
ଘାଟିରେ ଓଲଟିଲା ବସ୍, ୨୦ ଯାତ୍ରୀ ଆହତ

ଆଜି ଭୋରରୁ ମାଲକାନଗିରିରୁ ପୁରୀ ଯାଉଥିବା ଜଗନ୍ନାଥ ବସ୍, ମହାକାଳ ନାମକ ଅନ୍ୟ ଏକ ଯାତ୍ରୀବାହୀ ବସ୍ ଏବଂ ପିକଅପ୍ ମଧ୍ୟରେ ଦୁର୍ଘଟଣା ଘଟିଛି ।

 Hazardous Roads
କାଳ ସାଜୁଛି ଅଙ୍କାବଙ୍କା ଘାଟି ରାସ୍ତା

ଖାଲଖମା ଭରା ଅଧପନ୍ତରିଆ ଜାତୀୟ ରାଜପଥ। କୋରାପୁଟ ଜିଲ୍ଲାର ଜୟପୁର ଘାଟିରୁ ଶୁଙ୍କି ଘାଟି ୨୬ ନମ୍ବର ଜାତୀୟ ରାଜପଥରେ ବାରମ୍ବାର LPG ଗ୍ୟାସ୍ ଟ୍ୟାଙ୍କର ଓଲଟୁଥିବା ବେଳେ, ଲୋକଙ୍କୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି ।

 Hazardous Roads
କାଳ ସାଜୁଛି ଅଙ୍କାବଙ୍କା ଘାଟି ରାସ୍ତା; ବାରମ୍ବାର ଓଲଟୁଛି ଗ୍ୟାସ୍ ଟ୍ୟାଙ୍କର 

ଖାଲଖମା ଭରା ଅଧପନ୍ତରିଆ ଜାତୀୟ ରାଜପଥ। କୋରାପୁଟ ଜିଲ୍ଲାର ଜୟପୁର ଘାଟିରୁ ଶୁଙ୍କି ଘାଟି ୨୬ ନମ୍ବର ଜାତୀୟ ରାଜପଥରେ ବାରମ୍ବାର LPG ଗ୍ୟାସ୍ ଟ୍ୟାଙ୍କର ଓଲଟୁଥିବା ବେଳେ, ଲୋକଙ୍କୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି ।

Accident
ଅଟୋକୁ ଧକ୍କା ଦେଲା ବସ୍‌, ୮ ଶିଶୁ ସମେତ ୧୨ ଜଣଙ୍କ ମୃତ୍ୟୁ

ଏକ ସ୍ଲିପର୍‌ କୋଚ୍ ବସ୍‌ ଦ୍ରୁତ ଗତିରେ ଆସି ଏକ ଅଟୋକୁ ଧକ୍କା ଦେଇଥିଲା । ଯାହାଫଳରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୮ ଜଣ ଶିଶୁ, ଦୁଇ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି ।