• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Accident Updates

Unknown vehicle Accident
ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀ ମୃତ

ମୃତକଙ୍କ ପରିଚୟ ମିଳିପାରିନାହିଁ । ଏନେଇ ସୂଚନା ପାଇବା ପରେ ବେଲପାହାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Hollywood Actor Killed in Plane Crash
ବିମାନ ଦୁର୍ଘଟଣାରେ ଦୁଇ ଝିଅ ସହ ପ୍ରାଣ ହରେଇଲେ ଏହି ପ୍ରସିଦ୍ଧ ଅଭିନେତା

ଆମେରିକାରେ ବିମାନ ଦୁର୍ଘଟଣାରେ ଜର୍ମାନ ଜନ୍ମିତ ହଲିଉଡ୍‌ ଅଭିନେତା ଖ୍ରୀଷ୍ଟିଆନ ଓଲିଭରଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ତାଙ୍କର ଦୁଇ ଝିଅ ମଧ୍ୟ ପ୍ରାଣ ହରାଇଛନ୍ତି। ଅଭିନେତାଙ୍କ ଛୋଟ ବିମାନଟି ଉଡ଼ାଣ ପରେ ତୁରନ୍ତ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

Accident
BJD ମନ୍ତ୍ରୀଙ୍କ ଗାଡ଼ି ଧକ୍କାରେ ନାବାଳକ ଗୁରୁତର, ଗୋଡ଼ାଇ ଧରିଲେ ଗାଁ ଲୋକ

ଆହତ ନାବାଳକ ଘର ବିଷମକଟକ, ବେଲକଣା ବନ୍ଧୁ ଘରକୁ ଆସିଥିଲା । ଆହତ ନାବାଳକଙ୍କୁ ମନ୍ତ୍ରୀ ନିଜ ଗାଡ଼ିରେ ନେଇ ଡାକ୍ତରଖାନା ଗଲେ ।

Flight Accident
ମଝି ଆକାଶରେ ଛିଣ୍ଡିଗଲା ବିମାନ କବାଟ, ଦେଖନ୍ତୁ ଭିଡିଓ...

ଆମେରିକାର ଜାତୀୟ ପରିବହନ ସୁରକ୍ଷା ବୋର୍ଡ (NTSB) ଟ୍ୱିଟରରେ ଏକ ପୋଷ୍ଟରେ କହିଛି ଯେ ଅଲାସ୍କା ଏୟାରଲାଇନ୍ସର ବିମାନ ନମ୍ବର - ୧୨୮୨ ସହିତ ଜଡିତ ଏକ ଘଟଣାର ଯାଞ୍ଚ ଜାରି ରହିଛି ।

  • Saturday, 06 January 2024
  • Flight
Bangladesh Train Fire
ଜଳିପୋଡ଼ି ପାଉଁଶ ହେଲା ୪ ବଗି, ଅନେକ ଭାରତୀୟ ଗୁରୁତର...

ହୁତୁହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ଟ୍ରେନ୍, ୪ ଜୀବନ୍ତ ଦଗ୍ଧ । ଢାକା ଯାଉଥିବା ବେନାପୋଲ ଏକ୍ସପ୍ରେସରେ ଅଗ୍ନିକାଣ୍ଡ ।

Hitech Medical
ହାଇଟେକ୍ ଦ୍ୱନ୍ଦ୍ୱ: ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀପଙ୍କ ମୃତ୍ୟୁ !

ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛନ୍ତି ମେଡିକାଲ କର୍ତ୍ତୃପକ୍ଷ ।

Bus Accident
ବିଳମ୍ବିତ ରାତିରେ ୨ ବସ୍‌ ମୁହାଁମୁହିଁ ଧକ୍କା; ୧ ମୃତ, ୧୦ ଆହତ

ଭୁବନେଶ୍ୱରରୁ ମାଲକାନଗିରି ଯାଉଥିଲା ଦିଲଖୁସ ବସ୍ । ସେପଟେ ଆସିକା ଆଡ଼କୁ ଆସୁଥିବା ହ୍ୱାଇଟ ହର୍ସ ନାମକ ଆଉ ଯାତ୍ରୀବାହୀ ବସ ସହ ଏହା ମୁହାଁମୁହିଁ ଧକ୍କା ହୋଇଥିଲା ।

Hi-Tech Medical
ହାଇଟେକ୍ ଡେଡବଡି ଦ୍ୱନ୍ଦ୍ୱ, ବଞ୍ଚିଛନ୍ତି ଦିଲୀପ-ଜ୍ୟୋତିରଞ୍ଜନ ଗଲେ କୁଆଡ଼େ ?

ସ୍ୱାମୀ ଦିଲୀପଙ୍କ ମୃତ୍ୟୁଖବର ଶୁଣି ଆତ୍ମହତ୍ୟା କରିଥିଲେ ପତ୍ନୀ । ଆହତ ଜ୍ୟୋତି ରଞ୍ଜନଙ୍କୁ ଫେରାଇବାକୁ ପରିବାରର ଦାବି ।

Hi-Tech Medical
ହାଇଟେକ୍‌ ଡେଡ୍‌ବଡି ଦ୍ୱନ୍ଦ୍ୱ: କଥା ଚାପିବାକୁ ୧୦ ଲକ୍ଷ ଯାଚୁଛନ୍ତି ମେଡିକାଲ କର୍ତ୍ତୃପକ୍ଷ !

ତଦନ୍ତ ପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ କହିଲେ ଡିସିପି । ହାଇଟେକ୍ ଯାଚୁଛି ୧୦ ଲକ୍ଷ ଲାଂଚ କହିଲେ ଜ୍ୟୋତିଙ୍କ ମାମୁ ।

  • Friday, 05 January 2024
Hitech Medical Case
ପରିବାର ଲୋକେ ଚିହ୍ନି ପାରିଲେନି, ଆମର କ’ଣ ଭୁଲ- ହାଇଟେକ

ହାଇଟେକ୍ ମେଡ଼ିକାଲ ବିସ୍ଫୋରଣ ଘଟଣାରେ ମୃତଦେହ ଚିହ୍ନଟ ଦ୍ୱନ୍ଦ୍ୱ ନେଇ ତୁମ୍ବିତୋଫାନ ପରେ ନିଜ ଉପରୁ ଦୋଷ ଛଡ଼ାଇଛନ୍ତି ମେଡିକାଲ କର୍ତ୍ତୃପକ୍ଷ ।

Hitech Medical Case
'ଆମକୁ ଆମ ପୁଅ ଦିଅ .. କୁଆଡ଼େ ଗଲା ଆମ ପୁଅ ..'

ହାଇଟେକ୍ ବିସ୍ଫୋରଣ ଘଟଣାକୁ ନେଇ ମେଡିକାଲରେ ଉତ୍ତେଜନା । ମୃତଦେହ ଚିହ୍ନଟ ପ୍ରକ୍ରିୟାକୁ ନେଇ ଜ୍ୟୋତି ମଲ୍ଲିକଙ୍କ ପରିବାର ଲୋକ ପ୍ରଶ୍ନ ଉଠାଇଛନ୍ତି ।

Hitech Medical Case
ବଞ୍ଚିଛନ୍ତି ଦିଲ୍ଲୀପ, ପ୍ରେସମିଟ କରି ସୂଚନା ଦେଲେ ମେଡ଼ିକାଲ କର୍ତ୍ତୃପକ୍ଷ

ଜୀବିତ ଅଛନ୍ତି ଦିଲ୍ଲୀପ ସାମନ୍ତରାୟ । ହାଇଟେକ୍ ମେଡ଼ିକାଲ ବିସ୍ଫୋରଣ ଘଟଣାରେ ପ୍ରେସମିଟ୍‌ । ମୃତ୍ୟୁକୁ ନେଇ ଦ୍ୱନ୍ଦ୍ୱ ଘଟଣାରେ ପ୍ରେସମିଟ କରି କହିଲେ ମେଡ଼ିକାଲ କର୍ତ୍ତୃପକ୍ଷ । ଦିଲ୍ଲୀପ ସାମନ୍ତରାୟ ଜୀବିତ ଅଛନ୍ତି ବୋଲି ସୂଚନା ।

Accident
ହାଇଟେକ ବିସ୍ଫୋରଣରେ ବଡ଼ ଟ୍ବିଷ୍ଟ୍, ମୃତ ବ୍ୟକ୍ତି ଦିଲ୍ଲୀପ ନୁହେଁ ତ ଆଉ କିଏ?

ଗତ ଡିସେମ୍ବର ୨୯ ତାରିଖରେ ଭୁବନେଶ୍ବର ପାଣ୍ଡରା ସ୍ଥିତ ହାଇଟେକ ମେଡିକାଲ କଲେଜ ଓ ହସ୍ପିଟାଲ କ୍ୟାମ୍ପସରେ ଏକ ଆଉଟସୋର୍ସିଂ ଏଜେନ୍ସି ଦ୍ବାରା ଏହି ଏସି ମରାମତି ବେଳେ କଂପ୍ରେସର ବିସ୍ଫୋରଣ ଘଟିଥିଲା ।

Accident
ଡ୍ୟାମରେ ଖସିଗଲା ବାନ୍ଧବୀଙ୍କ ପୋଷା କୁକୁର, ଡେଇଁ ପଡ଼ିଲେ ପୁରୁଷ ବନ୍ଧୁ; ଆଉ ତା’ପରେ ..

ସାଙ୍ଗର କୁକୁରକୁ ବଞ୍ଚାଇବାକୁ ପାଣିକୁ ଡେଇଁ ପଡ଼ିଲେ । କୁକୁର ତ ଆରାମରେ ପହଁରି ପହଁରି ଆସିଗଲା । କିନ୍ତୁ ରହିଗଲେ ଯୁବକ ଜଣକ । ପାଣି ଭିତରେ ସଲୀଳ ସମାଧି ନେଲେ ।

Bus Accident
ହାଇୱା ଓ ଟ୍ରକ୍‌ ମଝିରେ ଚାପି ହୋଇଗଲା ପିକନିକ୍‌ ବସ୍‌; ୪୦ ଆହତ

ପିକନିକ୍‌ ବସ୍‌ ଦୁର୍ଘଟଣାଗସ୍ତ ହୋଇ ୪୦ ଜଣ ଆହତ ହୋଇଛନ୍ତି । ହାଇୱାକୁ ବସ୍‌ ଧକ୍କା ଦେବା ପରେ ବସ୍‌କୁ ପିଟିଲା ଆଉ ଏକ ଟ୍ରକ୍‌ ।

Truck Accident
ବାଙ୍ଗିରିପୋଷି ଘାଟିରେ ଓଲଟିଲା ୨ଟି ଟ୍ରକ୍, ଦୁର୍ଘଟଣା ପରେ ଟ୍ରକ୍‌ ସହ ଜଳିଗଲେ ଡ୍ରାଇଭର

ଦୁଇଟି ଯାକ ଟ୍ରକରେ ନିଆଁ ଲାଗିଯାଇଛି । ଟ୍ୟାଙ୍କର ଡ୍ରାଇଭର ଜଣକ ଟ୍ରକରେ ଚାପି ହୋଇ ଜିଅନ୍ତା ଜଳି ଯାଇଥିବା କୁହାଯାଉଛି।

Minor boy killed
ମା’ ପାଇଁ ଔଷଧ ଆଣିବାକୁ ଯାଇଥିଲା ପୁଅ; ରାସ୍ତାରେ ମାଡ଼ିଗଲା ବସ୍‌

ସମ୍ବଲପୁର ଟାଉନ୍ ଥାନା ଅନ୍ତର୍ଗତ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଅଫିସ ସାମ୍ନାରେ ଏହି ଘଟଣା ଘଟିଛି । ମିଳିଥିବା ସୂଚନା ଅନୁସାରେ ମୃତ ନାବାଳକର ଘର ଆମ୍ବେଦକରନଗରରେ ।

Fuel Tanker Catches Fire
ଓଭରବ୍ରିଜ୍‌ ଉପରେ ଓଲଟିପଡ଼ିଲା ଟ୍ୟାଙ୍କର; ଲାଗିଗଲା ନିଆଁ, ଅଟକି ରହିଲା ଶହଶହ ଗାଡ଼ି

ଟ୍ରାଫିକ୍‌ ପୋଲିସ ଉପସ୍ଥିତ ରହି ଗାଡ଼ି ଗୁଡ଼ିକୁ ଅଟକାଇବା ସହିତ ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ । ଦୁର୍ଘଟଣାରେ ମୃତାହତଙ୍କ ସୂଚନା ମିଳିପାରିନାହିଁ ।

Plant Blast
KJS ଆହ୍ଲୁୱାଲିଆ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ

କେମିତି ହେଲା ବିସ୍ଫୋରଣ ଏନେଇ ପ୍ଲାଣ୍ଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

Accident
ପିକ୍‌ନିକ୍‌ ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୧୪ ଯାତ୍ରୀଙ୍କ ଜୀବନ

୪୫ ଯାତ୍ରୀଙ୍କୁ ନେଇ ଏକ ବସ୍ ଗୋଲାଘାତରୁ ତିନସୁକିଆ ଯାତ୍ରା କରୁଥିଲା । ବିପରୀତ ଦିଗରୁ ଆସୁଥିବା କୋଇଲା ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।

Blast In Hi Tech Hospital
ହାଇଟେକ୍ ମେଡିକାଲରେ ବିସ୍ଫୋରଣ, ଆଉ ଜଣଙ୍କ ମୃତ୍ୟୁ

ହାଇଟେକ୍‌ ମେଡିକାଲ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ।

Accident
ଦେଖାଗଲାନି ରାସ୍ତା ! ପିଟି ହୋଇଗଲେ ବସ୍-ଟ୍ରକ୍, ଲିଭିଗଲା ୩ ଜୀବନ ଦୀପ

ଅବେଳରେ ଆଖି ବୁଜିଲେ ୩ ଜଣ, ମୃତ୍ୟୁସହ ଲଢୁଛନ୍ତି ଆଉ ୩ ।

Flight Crash
ଉଡ଼ିବା ବେଳେ ଘସି ହେଲା ଫ୍ଲାଇଟ୍‌, ଜଳିଗଲା ପୂରା ବିମାନ.. ଅଳ୍ପକେ ବର୍ତ୍ତିଲେ ୩୬୦ ଯାତ୍ରୀ

ଜଳନ୍ତା ବିମାନରେ ନିଆଁକୁ ଆୟତ୍ତ କରାଯାଇଛି। ସେପଟେ ତଟରକ୍ଷୀ ବାହିନୀ ବିମାନର କୌଣସି କ୍ଷତି ହୋଇନଥିବା ଏୟାରପୋର୍ଟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। 

Bus Accident
ବସ୍ -ଟ୍ରକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୪୦ ଆହତ

ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଆହତମାନଙ୍କୁ ନିଶ୍ଚିନ୍ତକୋଇଲି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତରମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

Suicide
ସହି ପାରିଲେନି ସ୍ୱାମୀଙ୍କ ବିୟୋଗ, ଆତ୍ମହତ୍ୟା କରିଦେଲେ

ସ୍ବାମୀଙ୍କ ଅକାଳ ବିୟୋଗକୁ ସହ୍ୟ ନକରିପାରି ସ୍ତ୍ରୀର ଆତ୍ମହତ୍ୟା । ଖବର ଆସିଛି ଜଟଣୀ ଥାନା ଅଞ୍ଚଳରୁ ।