• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Accident Updates

Andhra Pradesh Train accident
ଦୁର୍ଘଟଣାସ୍ଥଳରୁ ସରିଛି ସମସ୍ତଙ୍କୁ ଉଦ୍ଧାର; ରେଳମନ୍ତ୍ରୀ

ବର୍ତ୍ତମାନ ସୁଦ୍ଧା ଟ୍ରେନ୍ ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ହୋଇଛି । ଆଗକୁ ଆହୁରି ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ସେପଟେ ଟ୍ରେନ୍‌ ଦୁର୍ଘଟଣା ପରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

Andhra Pradesh Train Accident
ଟ୍ରେନ୍‌ ଦୁର୍ଘଟଣା; ରେଳମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ଦୁର୍ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ରେଳମନ୍ତ୍ରୀ ସୂଚନା ଦେଇଛନ୍ତି । ପରିସ୍ଥିତି ନିୟନ୍ତ୍ରଣ ମଧ୍ୟରେ ଥିବା କହିଛନ୍ତି ରେଳମନ୍ତ୍ରୀ ।

 Andhra Pradesh Train Tragedy
ଟ୍ରେନ୍‌ ଦୁର୍ଘଟଣା; ୮ଜଣଙ୍କ ମୃତ୍ୟୁ

ଦୁର୍ଘଟଣାସ୍ଥଳରେ ରେଳ ବିଭାଗର ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣାସ୍ଥଳକୁ ଭୁବନେଶ୍ୱରରୁ ଏକ ଉଦ୍ଧାରକାରୀ ଦଳ ମଧ୍ୟ ଯାଇଛି ।

Train Accident
ଟ୍ରେନ୍‌ ଦୁର୍ଘଟଣା; ଜାରି ହେଲା ହେଲ୍‌ପ ଲାଇନ୍‌ ନମ୍ବର

ଆଜି ସଂଧ୍ୟା ପରେ ପରେ କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣା ହୋଇଥିବା ଖବର ମିଳିଛି । ରାୟଗଡ଼ା ଯାଉଥିବା ପାସେଞ୍ଜର ପଲାସା ପାସେଞ୍ଜରକୁ ଧକ୍କା ଦେଇଥିବା ଜଣାପଡ଼ିଛି ।

Train Accident
ଟ୍ରେନ୍‌ ଦୁର୍ଘଟଣା; ଜାରି ହେଲା ହେଲ୍ପଲାଇନ୍‌ ନମ୍ବର

ଆନ୍ଧ୍ରର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣା। ଦୁର୍ଘଟଣାରେ ୬ ଯାତ୍ରୀ ମୃତ। ଟ୍ରେନ୍ ଦୁର୍ଘଟଣା ପରେ ପୂର୍ବତଟ ରେଳପଥ ପକ୍ଷରୁ ଜାରି ହେଲା ହେଲପ୍ ଲାଇନ୍ ନମ୍ବର।

Train Accident
ପୁଣି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା; ୩ ମୃତ ସୂଚନା

କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣା ହୋଇଛି । ରାୟଗଡ଼ା ଯାଉଥିବା ପାସେଞ୍ଜର ପଲାସା ପାସେଞ୍ଜରକୁ ପିଟିବା ଫଳରେ ଲାଇନ୍‌ଚ୍ୟୁତ ହୋଇଛି ବଗି । ସେହିପରି ପଲାସାର ଗୋଟିଏ ବଗି ମେନ୍ ଲାଇନ୍‌ରେ ପଡ଼ିବାରୁ ଦୁର୍ଘଟଣା ହୋଇଛି । ଏହି ସମୟରେ ଦୁର୍ଘଟଣାଗ୍ରସ୍ତ ବଗିକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍‌ ।

  • Sunday, 29 October 2023
Train Accident
ପୁଣି ପାସେଞ୍ଜର ଟ୍ରେନ୍‌ ଦୁର୍ଘଟଣା; ୩ଟି ଟ୍ରେନ୍‌ ମଧ୍ୟରେ ଧକ୍କା

ବିଶାଖାପାଟଣା- ରାୟଗଡ଼ା ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଆଲମଣ୍ଡା ଷ୍ଟେସନ ନିକଟରେ କିଛି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳର କ୍ଷୟକ୍ଷତି ନେଇ ସବିଶେଷ ତଥ୍ୟ ମିଳି ପାରିନାହିଁ ।

Train Accident
ପୁଣି ପାସେଞ୍ଜର ଟ୍ରେନ୍‌ ଦୁର୍ଘଟଣା; ୩ଟି ଟ୍ରେନ୍‌ ମଧ୍ୟରେ ଧକ୍କା

ବିଶାଖାପାଟଣା- ରାୟଗଡ଼ା ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଆଲମଣ୍ଡା ଷ୍ଟେସନ ନିକଟରେ କିଛି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳର କ୍ଷୟକ୍ଷତି ନେଇ ସବିଶେଷ ତଥ୍ୟ ମିଳି ପାରିନାହିଁ ।

Bahanaga Train Tragedy
ନିଲାମ ହେଲା ବାହାନଗା ଟ୍ରେନ୍ ଟ୍ରାଜେଡିର ମୁକସାକ୍ଷୀ, ଦୁର୍ଘଟଣାର ୫ ମାସ ପରେ କଟା ହେଲା ବଗି

ଏହି ମର୍ମନ୍ତୁଦ ଦୁର୍ଘଟଣା ଅନେକ ଲୋକଙ୍କୁ କରିଦେଇଛି ସର୍ବଶ୍ୱାନ୍ତ। ଦୁର୍ଘଟଣାରେ ଜୀବନ ହରାଇଥିଲେ ୨୯୫ ଯାତ୍ରୀ। ଆଉ ସବୁଠୁ ବଡ଼ ଯନ୍ତ୍ରଣା ଥିଲା ନିଜ ସଂପର୍କୀୟଙ୍କ ମୃତଦେହକୁ ଚିହ୍ନଟ କରି ତା’ର ଶୁଦ୍ଧିକ୍ରିୟା କରିବା।

Accident
ବସ୍ ଚଳାଉଥିବା ବେଳେ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ବସ୍ ଚଳାଉଥିଲା ବେଳେ ଡ୍ରାଇଭରଙ୍କୁ ହାର୍ଟ ଆଟାକ ! ଷ୍ଟିଅରିଂ ଧରିଥିବା ବେଳେ ଟଳି ପଡ଼ିଲେ ଡ୍ରାଇଭର ।

  • Saturday, 28 October 2023
Delhi Hit And Run Case
ରାସ୍ତାରେ ଗାଡ଼ି ଅଟକାଇ ଚେକିଂ କରୁଥିଲେ କନଷ୍ଟେବଲ୍‌, ଫୁଲ୍‌ ସ୍ପିଡ୍‌ରେ ଆସି ଧକ୍କା ଦେଲା ଏସୟୁଭି କାର୍‌...

କନଷ୍ଟେବଲଙ୍କୁ ଧକ୍କା ଦେଇ ଫେରାର୍ ମାରିଲା କାର୍ ଡ୍ରାଇଭର । ଚେକ୍‌ ପୋଷ୍ଟରେ ଥିବା ଏକ ଗାଡ଼ି ନିକଟରେ ଛିଡ଼ା ହୋଇ ଚେକିଂ କରୁଥିଲେ କନଷ୍ଟେବଲ ।

House gutted in fire in Satyanagar slum in bhubaneswar
ଝିଅ ବାହାଘର ପାଇଁ ରଖିଥିଲେ ସୁନା ଅଳଙ୍କାର, ଜଳିପୋଡ଼ି ସବୁକିଛି ହୋଇଗଲା ପାଉଁଶ...

ନିଆଁ ଲାଗି  ସବୁକିଛି ଜଳିପୋଡ଼ି ପାଉଁଶ ହୋଇଯାଇଛି । ବଡ଼ ଝିଅ ବାହାଘର ପାଇଁ ପୂର୍ବରୁ ରଖା ଯାଇଥିବା ସୁନା ଅଳଙ୍କାର ଜଳିପୋଡ଼ି ନଷ୍ଟ ହୋଇଯାଇଛି ।

12 people killed
ସକାଳୁ ସକାଳୁ ବଡ଼ ଦୁର୍ଘଟଣା; ଚାଲିଗଲା ୧୨ ଜଣଙ୍କ ଜୀବନ

ଦୁର୍ଘଟଣାର କାରଣ ସଠିକ୍‌ ଭାବେ ଜଣାପଡ଼ିନଥିବାବେଳେ ସକାଳ ସମୟରେ ଅଳ୍ପ କୁହୁଡ଼ି ସାଙ୍ଗକୁ ଆକାଶ ମେଘାଚ୍ଛନ ରହିଥିବା ଯୋଗୁଁ ଏହି ଦୁର୍ଘଟରା ଘଟିଥିବା ଅନୁମାନ କରାଯାଉଛି ।

  • Thursday, 26 October 2023
accident
ଦଶହରା ଦେଖି ଫେରୁଥିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା : ୪ ମୃତ,୩ ଗୁରୁତର

୨ ବାଇକ ମୁହାଁମୁହିଁ ଧକ୍କାରେ ୪ ମୃତ, ୩ ଗୁରୁତର......ବୋଡେନ୍ ଥାନା ରାଜପୁର ଛକରେ ମର୍ମନ୍ତୁଦ ଦୁର୍ଘଟଣା...

Elephant dies after being hit by a goods train in Keonjhar
ରେଳ ଲାଇନ୍ ପାର୍ ବେଳେ ହାତୀକୁ ଧକ୍କା ଦେଲା ଟ୍ରେନ୍‌

ଆଜି ଭୋର୍ ସମୟରେ ନୟାଗଡ଼ ଓ ଜୁରୁଡ଼ି ଷ୍ଟେସନ୍ ମଝିରେ ପଳସା ନିକଟରେ ରେଳ ଲାଇନ୍ ପାର୍ ହେଉଥିବା ବେଳେ ହାତୀକୁ ଧକ୍କା ଦେଇଥିଲା ଟ୍ରେନ୍ ।

Baripada Accident
ଦୁଇ ଟ୍ରକ୍‌ ମଝିରେ ଚାପି ହୋଇ କାର୍‌ ଚୁରମାର୍‌; ଚାଲିଗଲା ୨ ମହିଳାଙ୍କ ଜୀବନ

ଲୁହା ବୋଝେଇ ଟ୍ରକ କେନ୍ଦୁଝର ପଟୁ ଆସି ଏକ ଟ୍ରକ୍ ପଛରେ ଥିବା ଇନୋଭା ଗାଡ଼ିକୁ ଚାପି ଦେଇଥିଲେ । ଫଳରେ ଗାଡ଼ିରେ ଥିବା ଦୁଇ ମହିଳାଙ୍କ ଗାଡିରେ ଚାପି ହୋଇ ମୃତ୍ୟୁ ହୋଇଛି ।

Road Accident
ବସ୍-ଆମ୍ବୁଲାନ୍ସ ସାମ୍ନାସାମ୍ନି ଧକ୍କା; ୧୬ ଆହତ

ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଥିବା ବେଳେ ୧୪ ଜଣ ଗୁରୁତର ହୋଇ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

Accident
ଏମିତି ବି ଆସେ ମୃତ୍ୟୁ ! ଗାଡ଼ି ପୂଜା ସରିବା ପରେ ମହିଳାଙ୍କ ଉପରେ ଚଢ଼ାଇଦେଲେ ପୂଜାରୀ

ସକାଳୁ ସକାଳୁ ମନ୍ଦିରକୁ ଆସିଥିଲେ ମାଆ ଝିଅ । ହେଲେ ଚଢ଼ିଗଲା ପିକ୍‌ଅପ୍‌ ଭ୍ୟାନ ।

  • Wednesday, 18 October 2023
1 dead after vehicle falls 30 feet down off bridge in Boudh
ପୂଜା ଚାନ୍ଦା ହେଲା କାଳ ! ସେତୁ ଉପରୁ ୩୦ ଫୁଟ୍‌ ତଳକୁ ଖସିଲା ପିକ୍‌ଅପ୍‌ ଭ୍ୟାନ୍‌...

ଦୁର୍ଘଟଣାରେ ମୃତ୍ୟୁମୁଖରୁ ବର୍ତ୍ତି ଘଟଣାସ୍ଥଳରୁ ଫେରାର ହୋଇଥିଲେ ଡ୍ରାଇଭର । ସେତୁ ଉପରୁ ୩୦ ଫୁଟ୍‌ ତଳକୁ ଖସିଲା ପିକ୍‌ଅପ୍‌ ଭ୍ୟାନ୍‌ ।

12 killed after mini-bus rams into truck in Maharashtra
ଏକ୍ସପ୍ରେସ୍‌ୱେରେ ଭୟଙ୍କର ଦୁର୍ଘଟଣା: ଟ୍ରକ୍‌କୁ ଧକ୍କା ଦେଲା ମିନି ବସ୍‌, ୧୨ ମୃତ

ମୁମ୍ବାଇ-ନାଗପୁର ସମୃଦ୍ଧି ସୁପର ଏକ୍ସପ୍ରେସ୍‌ୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୩ ଜଣ ଆହତ ହୋଇଛନ୍ତି ।

death
ବିଧିର ବିଧାନ ଥିଲା ଏମିତି...ଝରକା ଫାଙ୍କରେ ମା’କୁ ଖୋଜୁ ଖୋଜୁ ୪ ମହଲାରୁ ଗଳିପଡ଼ିଲା କୁନିଝିଅ

ଝରକାରୁ ଖସି କୁନି ଝିଅର ମୃତ୍ୟୁ । ଟିକେ ଅସାବଧନତା ପାଇଁ ଚାଲିଗଲା ଜୀବନ । ସତେଯେମିତି ଝରକା ପାଖରେ ଛକି ରହିଥିଲା ମୃତ୍ୟୁ।

North East Express Train Derails In Bihar 4 Dead
ପୁଣି ଟ୍ରେନ୍‌ ଦୁର୍ଘଟଣା: ୪ ଯାତ୍ରୀ ମୃତ, ୧୦୦ରୁ ଅଧିକ ଆହତ

ଟ୍ରାକ୍‌ରୁ ବାହାରିଗଲା ଟ୍ରେନ୍। ଗତକାଲି ରାତି ୯ଟା ୩୫ରେ ଏହି ଅଘଟଣ ଘଟିଛି। ନର୍ଥ ଇଷ୍ଟ ସୁପର୍‌ଫାଷ୍ଟ ଏକ୍ସପ୍ରେସ୍‌ର ୨୧ଟି ବଗି ଲାଇନ୍‌ଚ୍ୟୁତ ହେବା ଫଳରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି।

North East Express
ପୁଣି ଯାତ୍ରୀବାହୀ ଟ୍ରେନ୍‌ ଦୁର୍ଘଟଣା; ୨୧ ବଗି ଲାଇନ୍‌ଚ୍ୟୁତ

ଟ୍ରାକରୁ ବାହାରିଗଲା ଟ୍ରେନ୍ ବଗି । ନର୍ଥ ଇଷ୍ଟ ସୁପରଫାଷ୍ଟ ଏକ୍ସପ୍ରେସର ୩ଟି ବଗି ଲାଇନ୍ ଚ୍ୟୁତ ହୋଇଛି ।

  • Wednesday, 11 October 2023
  • Bihar
Mother-Son Duo
ଚଢ଼ିଗଲା ଟ୍ରକ୍‌; ଚାଲିଗଲା ମା’ ପୁଅଙ୍କ ଜୀବନ, ଅଳ୍ପକେ ବର୍ତ୍ତିଲେ ୪ଜଣ

ପରିବାରର ସମସ୍ତ ସଦସ୍ୟ ଗାଁ ଯାତ୍ରା ପଡ଼ିଆ ନିକଟରେ ଶୋଇଥିବାବେଳେ ବାଘମୁଣ୍ଡା ଗାଁରୁ ବାଲି ଅନଲୋଡ଼ କରି ଆସୁଥିବା ଏକ ଟ୍ରକ ମାଡି ଯାଇଥିଲା ।

Accident
ପୋଲରୁ ଖସି ଝୁଲିଲା ୧୬ ଚକିଆ ଟ୍ରଲର; ଡେଇଁ ପଡିଲେ ଡ୍ରାଇଭର ଓ ହେଲପର

ଉଭୟ ଡ୍ରାଇଭର ଓ ହେଲପର ଉତ୍ତର ପ୍ରଦେଶ ରାମପୁରର ବୋଲି ଜଣାପଡିଛି । ପୂର୍ବରୁ ଏହି ସ୍ଥାନରେ କିଛି ମାସ ତଳେ ଏକ ବସ୍ ଦୁର୍ଘଟଣା ଘଟିଥିଲା । ଯେଉଁଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ ।