ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ, ଉତ୍ତେଜନା ..କ୍ଷତିପୂରଣ ଦାବିରେ ରାସ୍ତାରୋକ, ପୋଲିସର ବୁଝାସୁଝା..
କାର୍ଟି ଛତିଶଗଡ଼ରୁ ଆନ୍ଧ୍ର ଅଭିମୁଖେ ଯାଉଥିଲା...କାର୍ରେ ଶାଶୁ, ଶ୍ୱଶୁର ଏବଂ ଝିଅ-ଜ୍ୱାଇଁ ଯାଉଥିଲେ..
ଜେଜେ ଗାଡ଼ି ପାର୍କ କରୁଥିଲେ, ନାତି ଘର ସାମ୍ନାରେ ଖେଳୁଥିଲା । କିନ୍ତୁ ଗାଡ଼ି ତଳେ ଚାପି ହୋଇ ନାତିର ଜୀବନ ଯାଇଛି ।
ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବିଭାଗର ନିଆଁ ଲିଭା ପାଇଁ ଉଦ୍ୟମ ଜାରି ରହିଛି ।
ଦୀର୍ଘ ପାଞ୍ଚ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ଗାତରୁ ବାହାରିଥିଲେ ବୃଦ୍ଧା । ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର ହୋଇଥିଲେ ।
ଦ୍ରୁତ ଗତିରେ ଆସି ଟ୍ରକ୍କୁ ପିଟିଲା କାର୍, ଚାଲିଗଲା ୬ ବନ୍ଧୁଙ୍କ ଜୀବନ
ଉତ୍ତରକାଶୀର ଯମୁନେତ୍ରୀ ଜାତୀୟ ରାଜପଥର ଇଏ ହେଉଛି ସେଇ ନିର୍ମାଣାଧୀନ ଟନେଲ୍ ଯେଉଁଠି ଘଟିଛି ବଡ଼ ଅଘଟଣ। ହଠାତ୍ ମାଟି ଧସିବାରୁ ପାଖାପାଖି ୩୬ ଘଣ୍ଟା ଧରି ଫସିଛନ୍ତି ୪୦ ଶ୍ରମିକ।
ରାଜଧାନୀରେ ଅଭାବନୀୟ ଘଟଣା। ପୟାଶ୍ରାଦ୍ଧ ପାଇଁ ଗଂଜାମରୁ ଲିଙ୍ଗରାଜ ମନ୍ଦିର ଆସିଥିବା ବେଳେ ଗତକାଲି ସନ୍ଧ୍ୟାରେ ଦମ୍ପତ୍ତିଙ୍କୁ ଧକ୍କା ଦେଇଥିଲା କାର୍। ଏଥିରେ ପତ୍ନୀ ପ୍ରାଣ ହରାଇଛନ୍ତି ଏବଂ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି।
ଟନେଲ୍ ଭିତରେ ଫସିଥିବା ୪୦ ଜଣଙ୍କ ଭିତରେ ଅଛନ୍ତି ୫ ଓଡ଼ିଆ। ସେମାନେ ହେଲେ ମୟୂରଭଂଜ ଜିଲ୍ଲା ବାଙ୍ଗିରିପୋଷିର ଧିରେନ୍ ନାୟକ ଓ ବିଶ୍ୱେଶ୍ୱର ନାୟକ, ବହଳଦାର ରାଜୁ ନାୟକ, ନବରଙ୍ଗପୁରର ଭଗବାନ ଭତ୍ରା ଓ ଶଙ୍କର୍ଷଣପୁରର ତପନ ମଣ୍ଡଳ।
ଲିଙ୍ଗରାଜ ମନ୍ଦିର ପାଖରେ ସ୍ୱାମୀ, ସ୍ତ୍ରୀକୁ ଧକ୍କା ଦେଲା କାର୍ । ଦୁର୍ଘଟଣା ସ୍ଥଳରେ ସ୍ତ୍ରୀ ମୃତ ଓ ସ୍ୱାମୀ ମେଡିକାଲ୍ରେ ଭର୍ତ୍ତି । ପୟା ଶ୍ରାଦ୍ଧ ପାଇଁ ଦିଗପହଣ୍ଡିରୁ ଲିଙ୍ଗରାଜ ମନ୍ଦିର ଆସିଥିଲେ ଦମ୍ପତି...
ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା । ପୁରୀ କୃଷ୍ଣପ୍ରସାଦ ବାଲିପାଟପୁର ଗାଁରେ ଅଗ୍ନିକାଣ୍ଡ ଘଟିଛି । ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ପୋଡିଗଲା ୬ ବଖରା ଘର ।
ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧିନ ଟନେଲ ଭୁଶୁଡ଼ିବା ଘଟଣା । ଟନେଲରେ ଫସିଛନ୍ତି ୫ ଓଡ଼ିଆ ଶ୍ରମିକ ।
ଦିଲ୍ଲୀରେ ଦୀପାବଳି ବଢାଇଲା ପ୍ରଦୂଷଣ । ସୁପ୍ରିମକୋର୍ଟଙ୍କ କ୍ରାକର ବ୍ୟାନକୁ ମାନିଲେନି ଦିଲ୍ଲୀ ବାସିନ୍ଦା ।
ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧିନ ଟନେଲ ଭୁଶୁଡ଼ିବା ଘଟଣା । ରାତିସାରା ଜୋରସୋରରେ ଚାଲିଛି ଉଦ୍ଧାର କାର୍ଯ୍ୟ ।
ଦୀପାବଳି ପାଳନ ଅବସରରେ ଦୁର୍ଘଟଣା । ଛୋଟ ବଡ଼ ଦୁର୍ଘଟଣାରେ ଅନେକ ଆହତ ।
ଭୁବନେଶ୍ୱର ତମାଣ୍ଡୋରେ ଘଟିଛି ଅଘଟଣ। ଦୀପାବଳି ଅବସରରେ ରାଜଧାନୀ ଭୁବନେଶ୍ୱରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।
ଘଟଣାସ୍ଥଳରେ ଜିଲ୍ଲା ପ୍ରଶାସନ ଓ ଉଦ୍ଧାରକାରୀ ଟିମ ପହଞ୍ଚି ରେସ୍କ୍ୟୁ ଅପରେସନକୁ ଜୋରଦାର କରିଛନ୍ତି ।
ସରୋଜଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରିଥିଲେ ସୁଦ୍ଧା ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଥିଲେ।
ସ୍ୱାମୀ ଓ ପୁଅଙ୍କ ସହ କୋଲକାତାରୁ ଘରକୁ ଫେରୁଥିଲେ । ହେଲେ ବସ୍ରେ ନିଆଁ ଲାଗିବାରୁ ପୁଅ ଓ ସ୍ୱାମୀଙ୍କୁ ବାହାରକୁ ପଠାଇ ଦେଲେ । ହେଲେ ପରେ ନିଆଁର ଆଁ ଭିତରେ ପଡ଼ିଗଲେ ।
ସ୍ୱାମୀ, ପୁଅକୁ ଜଳୁଥିବା ବସ୍ରୁ ବାହାରକୁ ପଠାଇଥିଲେ । ଆଉ ଶେଷରେ ନିଜ ନବାହାରି ପାରି ଜଳିଗଲେ ପୁଷ୍ପାଞ୍ଜଳି ।
ନିଆଁ ଲାଗି ଯାଇଥିବା ବସ୍ଟି ଗତକାଲି ରାତିରେ କୋଲକତାର ବାବୁଘାଟ ବସଷ୍ଟାଣ୍ଡାରୁ ପାରାଦୀପ ଆସୁଥିଲା । ତେବେ ଅଧା ବାଟରେ ବସ୍ଟି ହୁତୁହୁତୁ ହୋଇ ଜଳି ଯାଇଥିଲା ।
ଯାଜପୁର ଜିଲ୍ଲା ସଦର ଥାନା ବରୁହାଁ ଛକ ନିକଟରେ ଏକ ଟ୍ୟାଙ୍କର ଓ ବାଇକ୍ ମଧ୍ୟରେ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗର୍ଭବତୀ ଆହତ ହୋଇଛି ।
ସମ୍ବଲପୁରରେ ଦୁର୍ଘଟଣାଗ୍ରସ୍ତ ମେମୁ ଟ୍ରେନ୍ ଆଗକୁ ଗଡ଼ିଛି। ଲାଇନ୍ ମରାମତି ପରେ ସମ୍ବଲପୁର ପରିବର୍ତ୍ତେ ସର୍ଲା ଷ୍ଟେସନ ଯାଇଥିଲା ଟ୍ରେନ୍।
ବେଆଇନ୍ ବାଣ ତିଆରି ଓ ବିକ୍ରି କରିବା କେତେ ଯେ ବିପଦପୂର୍ଣ୍ଣ ଇଏ ତାର ଏକ ଜ୍ୱଳନ୍ତ ଉଦାହରଣ । ପ୍ରତି ମୁହୂର୍ତ୍ତରେ ଜୀବନ ଚାଲିଯିବାର ଭୟ, ଆଶଙ୍କା ।
ବେଆଇନ୍ ବାଣ ତିଆରି ଓ ବିକ୍ରି କରିବା କେତେ ଯେ ବିପଦପୂର୍ଣ୍ଣ ଇଏ ତାର ଏକ ଜ୍ୱଳନ୍ତ ଉଦାହରଣ । ପ୍ରତି ମୁହୂର୍ତ୍ତରେ ଜୀବନ ଚାଲିଯିବାର ଭୟ, ଆଶଙ୍କା ।