• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Accident Updates

7 mishaps in 7 months on this railway track in Odisha
ରେଳ ଲାଇନ୍‌ ନୁହେଁ ଯମଦ୍ୱାରକୁ ରାସ୍ତା...୭ ମାସରେ ୭ ଥର ହେଲାଣି ଦୁର୍ଘଟଣା

ଥରେ କି ୨ ଥର ନୁହେଁ...୭ ମାସରେ ୭ ଥର ହେଲାଣି ଦୁର୍ଘଟଣା । କେତେବେଳେ ବଗି ପଲଟି ଯାଉଛି ତ ଆଉ କେତେବେଳେ ପଥର ଧସୁଛି । ମାଲବାହୀ ଟ୍ରେନ୍‌ ବୋଲି ଜୀବନ ଯାଉନି, ଯଦି ଏକ୍ସପ୍ରେସ୍‌ ଟ୍ରେନ୍‌ ହୋଇଥାଆନ୍ତା...

  • Saturday, 22 July 2023
Accident
ରେଳଲାଇନ୍‌ ନୁହେଁ ଯମଦ୍ୱାରକୁ ରାସ୍ତା...୭ ମାସରେ ୭ ଥର ହେଲାଣି ଦୁର୍ଘଟଣା

ଥରେ କି ୨ ଥର ନୁହେଁ...୭ ମାସରେ ୭ ଥର ହେଲାଣି ଦୁର୍ଘଟଣା । କେତେବେଳେ ବଗି ପଲଟିଯାଉଛି ତ ଆଉ କେତେବେଳେ ପଥର ଧସୁଛି । ମାଲବାହୀ ଟ୍ରେନ୍‌ ବୋଲି ଜୀବନ ଯାଉନି, ଯଦି ଏକ୍ସପ୍ରେସ୍‌ ଟ୍ରେନ୍‌ ହୋଇଥାଆନ୍ତ...।

  • Saturday, 22 July 2023
Drown
ଅଙ୍ଗନବାଡ଼ି ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଛାତ୍ର

ଅଙ୍ଗନବାଡ଼ି ପାଖରେ ଥିବା ଏକ ପୋଖରୀକୁ କୁନି ପିଲାମାନେ ଆସିଥିଲେ ।

Bus Accident
ଭଦ୍ରକରେ ବସ୍‌ ଦୁର୍ଘଟଣା; ୨୫ ଆହତ, ୫ ଗୁରୁତର

ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସ ଓଲଟି ପଡ଼ିଥିବାବେଳେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାୟୀ ତୀର୍ଥଯାତ୍ରୀ ବସ୍‌ଟି ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିଲା ।

accident
ଇସକନ୍ ବ୍ରିଜ୍‌ ଉପରେ ମର୍ମନ୍ତୁଦ ଦୁର୍ଘଟଣା : ୯ମୃତ, ୧୫ରୁ ଅଧିକ ଆହତ

ସର୍ଖେଜ-ଗାନ୍ଧିନଗର ହାଇୱେର ଇସକନ୍ ମନ୍ଦିର ପାଖରେ ଦୁର୍ଘଟଣା । ଏହା ଏକ ହିଟ୍‌ ଆଣ୍ଡ ରନ୍‌ ମାମଲା ବୋଲି ପ୍ରାଥମିକ ତଦନ୍ତରୁ ସୂଚନା ।

Transformer Explodes
ଦେବଭୂମିରେ ଅଘଟଣ; ବିଦ୍ୟୁତ ଟ୍ରାନ୍ସଫର୍ମର ଫାଟି ୧୫ ମୃତ, ଅନେକ ଗୁରୁତର

ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲା ଅନ୍ତର୍ଗତ ଅଳକାନନ୍ଦା ନଦୀ କୂଳରେ ଚାଲିଥିବା ‘ନମାମି ଗଙ୍ଗେ ପ୍ରକଳ୍ପ’ରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିସ୍ଫୋରଣ ଘଟିବାରୁ ଅନ୍ୟୂନ ୧୫ ଜଣଙ୍କର ମୃତ୍ୟୁ ଘଟିଛି ।

ବ୍ରିଜ୍ ଦବିଗଲା, ଗୁମର ଖୋଲିଦେଲେ ଏଇ ଯୁବକ
ବ୍ରିଜ୍ ଦବିଗଲା, ଗୁମର ଖୋଲିଦେଲେ ଏଇ ଯୁବକ

ବ୍ରିଜ୍ ତିଆରି ହେଲା ବେଳେ ମୁଁ କାମ କରୁଥିଲି । ମୁଁ ଜାଣିଛି, ତିଆରି ହେଲା ବେଳେ କେଉଁଠି ରହିଛି ଭୁଲ୍ । କିଏ କିଏ ଅଫିସର ସେତେବେଳେ ଥିଲେ ? ଜିଲ୍ଲାର କିଛି ବଡବଡିଆଙ୍କ ସହ ସେମାନଙ୍କର ରହିଛି ସଂପର୍କ । ଏହା କହିଛନ୍ତି ଏଇ ଯୁବକ

  • Tuesday, 18 July 2023
ଟଙ୍କା ନେଉଛ ସୁରକ୍ଷା ଦେଉନ?
ଟଙ୍କା ନେଉଛ ସୁରକ୍ଷା ଦେଉନ?

ଜଗନ୍ନାଥଙ୍କ କୃପାରୁ ବସ୍‌ ବଞ୍ଚିଗଲା । ଯଦି କିଛି ହୋଇଥାଆନ୍ତି ତାହାଲେ ଦାୟୀ କିଏ ହୋଇଥାଆନ୍ତା? କୋଟି କୋଟି ଟଙ୍କା ଟୋଲ୍‌ ନେଉଛି ରାସ୍ତା ଦେଖିବ କିଏ : ବସ ମାଲିକ

  • Tuesday, 18 July 2023
Bridge collapse
ଯାଜପୁର କୁଆଖିଆ ନିକଟରେ ଟଳିଲା ବଡ଼ ଦୁର୍ଘଟଣା, ନିର୍ମାଣ ତ୍ରୁଟିରୁ ଅଘଟଣ ମାନିଲେ NHAI କର୍ତ୍ତୃପକ୍ଷ

ନିରାପଦ ରାଜପଥରେ ଆସନ୍ନ ବିପଦର ସ୍ପଷ୍ଟ ଚିହ୍ନ, କିନ୍ତୁ ସୌଭାଗ୍ୟକୁ ଅଳ୍ପକେ ଟଳିଯାଇଛି ବଡ଼ ଦୁର୍ଘଟଣା

Accident
ଫ୍ଲାଏ ଓଭରରୁ ଖସିଲା ବାଇକ୍‌ ! ତଳେ ଯାଉଥିବା ଯୁବ ଇଞ୍ଜିନିଅରଙ୍କ ଜୀବନ ଗଲା

ଫ୍ଲାଏ ଓଭରରେ ମସ୍ତି କରୁଥିଲେ ଯୁବକ ଯୁବତୀ । ଏହି ସମୟରେ ଘଟିଲା ଦୁର୍ଘଟଣା ।

Another major train accident in Balasore averted
ପୁଣି ବାଲେଶ୍ୱରରେ ଅଘଟଣ: ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମେମୁ ଟ୍ରେନ୍‌

ବାଲେଶ୍ୱର ଜିଲ୍ଲା ନୀଳଗିରି ରୋଡ୍‌ ଷ୍ଟେସନ ପାଖରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମେମୁ ଟ୍ରେନ୍‌। ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଦୁର୍ଘଟଣା ଟଳି ଯାଇଛି।

  • Tuesday, 18 July 2023
Woman jumps in front of bus
ପୁଅର ପଠପଢ଼ା ଖର୍ଚ୍ଚ ଯୋଗାଡ଼ କରିପାରିଲାନି ମା’... ବସ୍‌ ଆଗକୁ ଡେଇଁ କଲା ଆତ୍ମହତ୍ୟା

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜଣେ ସଫେଇ କର୍ମଚାରୀ ଭାବ କାମ କରୁଥିଲେ ଏହି ମହିଳା । ତାଙ୍କ ପରିବାର ଅତ୍ୟନ୍ତ ଗରିବ ଥିବାବେଳେ ସେ ଅତି କଷ୍ଟରେ ତାଙ୍କ ପୁଅକୁ ପାଠ ପଢ଼ାଉଥିଲେ ।

Bridge on NH-16 collapses in Jajpur
ଯାଜପୁରରେ ବଡ଼ ଅଘଟଣ: NH-୧୬ରେ ଭୁଶୁଡ଼ିଲା ବ୍ରିଜ୍

NH-୧୬ରେ ଭୁଶୁଡ଼ିଲା ବ୍ରିଜ୍। ଯାଜପୁର ଜିଲ୍ଲାରେ ‌ଏହି ଅଘଟଣ ଘଟିଛି। 

Minor boy loses 4 fingers in blast
ବିସ୍ଫୋରଣରେ କଟିଗଲା ହାତର ୪ ଆଙ୍ଗୁଠି

ବିସ୍ଫୋରଣରେ କଟିଗଲା ହାତ ଆଙ୍ଗୁଠି। କିଛି ବାରୁଦକୁ ନାବାଳକ ଜଣ ହାତରେ ଧରିବା କ୍ଷଣି ବିସ୍ଫୋରଣ ହୋଇଥିଲା।

  • Monday, 17 July 2023
  • Blast
Accident
ଟ୍ରକ-କାର ମୁହାଁମୁହିଁ ଧକ୍କା, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା ୬ ଜୀବନ

ରବିବାର ସନ୍ଧ୍ୟାରେ ସାଗର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

Bhopal Delhi Vande Bharat Train Catches Fire
ସକାଳୁ ସକାଳୁ ଅଘଟଣ, ବନ୍ଦେ ଭାରତ ଟ୍ରେନ୍‌ରେ ଲାଗିଲା ନିଆଁ

ଆଜି ସକାଳେ ଭୋପାଳ-ଦିଲ୍ଲୀ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଏକ କୋଚ୍‌ରେ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି। ଏଥିରେ କୌଣସି ଯାତ୍ରୀ ଆହତ ହୋଇ ନଥିବା ବେଳେ ସମସ୍ତେ ସୁରକ୍ଷିତ ଅଛନ୍ତି।

Devi River
ଦେବୀ ନଦୀରେ ଅଘଟଣ; ବୁଡ଼ିଯାଇ କାଉଡ଼ିଆ ନିଖୋଜ

ପାଣିଭାର ପାଇଁ ଦୁଇ ଜଣ କାଉଡ଼ିଆ ବୁଡ଼ମାରିବା ବେଳେ ବୁଡ଼ି ଯାଇଥିଲେ । ସ୍ଥାନୀୟ ଲୋକ ଏହା ଦେଖିବା ପରେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।

  • Sunday, 16 July 2023
Youth Death
ପୁଣି ମୁକୁଳା ଡ୍ରେନ୍ ନେଲା ଜୀବନ

ମୁକୁଳା ଡ୍ରେନରେ ଖସି ପଡି ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ରାଜସ୍ଥାନର ରାହୁଲ ।

Train Accident
ବଗି ଛାଡ଼ି ପଳାଇଲା ଟ୍ରେନ୍

ବଗି ଛାଡ଼ି ପଳାଇଲା ଟ୍ରେନ୍ । ଭୁବନେଶ୍ବରରେ ବଗି ଛାଡ଼ି ମାଲବାହୀ ଟ୍ରେନର ଇଞ୍ଜିନ୍ ଆଗକୁ ପଳାଇଥିବା ସୂଚନା ମିଳିଛି

Woman, son die
ବିଦ୍ୟୁତ ନେଲା ୨ ଜୀବନ; ପୁଅକୁ ବଞ୍ଚାଇବାକୁ ଯାଇ ମା’ର ମୃତ୍ୟୁ

ଘର କାମ କରିବା ପାଇଁ ବିଦ୍ୟୁତ ଦ୍ୱାରା ଏକ ମେସିନ୍‌ରେ ରଡ୍‌ କାଟୁଥିଲେ । ହେଲେ ଅସାବଧାନତା କାରଣରୁ ତାଙ୍କୁ ବିଦ୍ୟୁତ ଆଘାତ ଲାଗିଥିଲା ।

Fire Mishap In Delhi Galaxy Mall
ମଲ୍‌ରେ ଲାଗିଲା ନିଆଁ, ଜୀବନ ବିକଳରେ ତିନି ମହଲା ଉପରୁ ଡେଇଁଲେ ଲୋକ...

କିଛି ଲୋକ ଜୀବନ ବିକଳରେ କାଚ ଭାଙ୍ଗି ସିଧା ତଳକୁ ଡେଇଁ ପଡ଼ିଥିବା ଦେଖିବାକୁ ମିଳିଛି । ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହେଉଛି ।

NHRC notice to Railway Board
ବାହାନଗା ଟ୍ରେନ୍ ଟ୍ରାଜେଡି : ଆକ୍ସନ ଟେକେନ୍ ରିପୋର୍ଟ ମାଗିଲେ NHRC

ଟ୍ରେନ୍ ଟ୍ରାଜେଡିରେ NHRCଙ୍କ ରିପୋର୍ଟ ତଲବ । ଘଟଣାକୁ ନେଇ କି କାର୍ଯ୍ୟାନୁଷ୍ଠାନ ନିଆ ଯାଇଛି ମାଗିଲେ ରିପୋର୍ଟ ।

  • Thursday, 13 July 2023
  • NHRC
Kuakhai River Tragedy
କୁଆଖାଇରେ ବୁଡ଼ିଗଲେ ୪ ସାଙ୍ଗ, ଭୋଜି କରିବାକୁ ଆସିଥିଲେ...

କୁଆଖାଇ ନଦୀରେ ବୁଡ଼ିଗଲେ ୪ ଛାତ୍ର। କାଲିଠୁ ଖୋଜାଖୋଜି ପରେ ଆଜି ସକାଳୁ ଆଉ ୨ ମୃତଦେହ ଉଦ୍ଧାର ହୋଇଛି।

Drowning Death
କୁଆଖାଇରେ ଗାଧୋଇବା ବେଳେ ଅଘଟଣ; ୨ ମୃତ, ୨ ନିଖୋଜ

ଭୁବନେଶ୍ୱରର ୮ ଜଣ ସାଙ୍ଗ ଗାଧୋଇବାକୁ ଯାଇଥିବା ବେଳେ ୪ ଜଣ ବୁଡିଯାଇଛନ୍ତି ।

Nepal chopper crash
ନେପାଳ ହେଲିକପ୍ଟର ଦୁର୍ଘଟଣାରେ ୬ ମୃତ, ମୃତକଙ୍କ ମଧ୍ୟରେ ୫ ମେକ୍ସିକୋ ନାଗରିକ

କାଠମାଣ୍ଡୁ ଅଭିମୁଖେ ଯାଉଥିବା ବେଳେ ନିଖୋଜ ହୋଇଥିଲା । ହେଲିକପ୍ଟର ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା ।