ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଥିବା ବେଳେ ୧୪ ଜଣ ଗୁରୁତର ହୋଇ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
ସକାଳୁ ସକାଳୁ ମନ୍ଦିରକୁ ଆସିଥିଲେ ମାଆ ଝିଅ । ହେଲେ ଚଢ଼ିଗଲା ପିକ୍ଅପ୍ ଭ୍ୟାନ ।
ଦୁର୍ଘଟଣାରେ ମୃତ୍ୟୁମୁଖରୁ ବର୍ତ୍ତି ଘଟଣାସ୍ଥଳରୁ ଫେରାର ହୋଇଥିଲେ ଡ୍ରାଇଭର । ସେତୁ ଉପରୁ ୩୦ ଫୁଟ୍ ତଳକୁ ଖସିଲା ପିକ୍ଅପ୍ ଭ୍ୟାନ୍ ।
ମୁମ୍ବାଇ-ନାଗପୁର ସମୃଦ୍ଧି ସୁପର ଏକ୍ସପ୍ରେସ୍ୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୩ ଜଣ ଆହତ ହୋଇଛନ୍ତି ।
ଝରକାରୁ ଖସି କୁନି ଝିଅର ମୃତ୍ୟୁ । ଟିକେ ଅସାବଧନତା ପାଇଁ ଚାଲିଗଲା ଜୀବନ । ସତେଯେମିତି ଝରକା ପାଖରେ ଛକି ରହିଥିଲା ମୃତ୍ୟୁ।
ଟ୍ରାକ୍ରୁ ବାହାରିଗଲା ଟ୍ରେନ୍। ଗତକାଲି ରାତି ୯ଟା ୩୫ରେ ଏହି ଅଘଟଣ ଘଟିଛି। ନର୍ଥ ଇଷ୍ଟ ସୁପର୍ଫାଷ୍ଟ ଏକ୍ସପ୍ରେସ୍ର ୨୧ଟି ବଗି ଲାଇନ୍ଚ୍ୟୁତ ହେବା ଫଳରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି।
ଟ୍ରାକରୁ ବାହାରିଗଲା ଟ୍ରେନ୍ ବଗି । ନର୍ଥ ଇଷ୍ଟ ସୁପରଫାଷ୍ଟ ଏକ୍ସପ୍ରେସର ୩ଟି ବଗି ଲାଇନ୍ ଚ୍ୟୁତ ହୋଇଛି ।
ପରିବାରର ସମସ୍ତ ସଦସ୍ୟ ଗାଁ ଯାତ୍ରା ପଡ଼ିଆ ନିକଟରେ ଶୋଇଥିବାବେଳେ ବାଘମୁଣ୍ଡା ଗାଁରୁ ବାଲି ଅନଲୋଡ଼ କରି ଆସୁଥିବା ଏକ ଟ୍ରକ ମାଡି ଯାଇଥିଲା ।
ଉଭୟ ଡ୍ରାଇଭର ଓ ହେଲପର ଉତ୍ତର ପ୍ରଦେଶ ରାମପୁରର ବୋଲି ଜଣାପଡିଛି । ପୂର୍ବରୁ ଏହି ସ୍ଥାନରେ କିଛି ମାସ ତଳେ ଏକ ବସ୍ ଦୁର୍ଘଟଣା ଘଟିଥିଲା । ଯେଉଁଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ ।
ରବିବାର ରାତିରେ ଏହି ଘଟଣା ଘଟିଛି । ହଠାତ୍ କୌଣସି କାରଣରୁ ଫ୍ରିଜ୍ର କମ୍ପ୍ରେସର ବିସ୍ଫୋରଣ ହେବା ଯୋଗୁ ଗୋଟିଏ ପରିବାରର ୫ଜଣଙ୍କ ମୃତ୍ୟୁ ହୋଇଛି ।
ମର୍ଣ୍ଣିଂ ୱାକ୍ ବେଳେ ଚଢ଼ିଗଲା ଗାଡ଼ି। ଆଜି ସକାଳୁ ସକାଳୁ ଅନୁଗୁଳ ଓ ବଲାଙ୍ଗିରରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ମୁମ୍ବାଇର ଗୁରଗାଁଓରେ ଆଜି ଭୋରରୁ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ୭ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି।
ସମୟ ପ୍ରାୟ ଦିନ ପ୍ରାୟ ୧୦ଟା। ଖଣ୍ଡିଆ ବନ୍ଧ ଗାଁରେ ଏଇ ମୁଖ୍ୟ ରାସ୍ତା ଦେଇ କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଯାଉଥିଲେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ଯୁବ ଡାକ୍ତର ସୁଜିତ କୁମାର ସାମଲ। କାରରେ ଯାଉଥିବା ବେଳେ ଠିକ୍ ଏଇ ସ୍ଥାନରେ ଘଟିଥିଲା ବିରାଟ ବିସ୍ଫୋରଣ।
ଏହି ସମୟରେ ରାସ୍ତା କାମ ପାଇଁ ଲାଗିଥିବା ଫଳକ ଅସିତଙ୍କ ଉପରେ ଖସି ପଡ଼ିଥିଲା । ଗୁରୁତର ଅବସ୍ଥାରେ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।
ପୋଲ ତଳକୁ ଖସିବା ପରେ ବସ୍ରେ ଅଗ୍ନିକାଣ୍ଡ, ୨୧ ଜୀବନ୍ତ ଦଗ୍ଧ
ମା’ ଚର୍ଚ୍ଚିକା ବଞ୍ଚେଇ ଦେଲେ । ନହେଲେ କଣ ଯେ ହେଇଥାନ୍ତା । ପୁଣି ଗୋଟେ ବଡ଼ ବ୍ରିଜ୍ ଟ୍ରାଜେଡି, ଓଡ଼ିଶା ଖାତାରେ ପଡ଼ିଥାନ୍ତା । ତଳେ ଭରାପାଣି ଚାଲୁଛି, ପୋଲରେ ବସ୍ ଲଟକିଛି, ଚକ ଗୋଟେ ଦୋଳି ପରି ଝୁଲୁଛି ।
ମା’ ଚର୍ଚ୍ଚିକା ବଞ୍ଚେଇ ଦେଲେ । ନହେଲେ କଣ ଯେ ହେଇଥାନ୍ତା । ପୁଣି ଗୋଟେ ବଡ଼ ବ୍ରିଜ୍ ଟ୍ରାଜେଡି, ଓଡ଼ିଶା ଖାତାରେ ପଡ଼ିଥାନ୍ତା । ତଳେ ଭରାପାଣି ଚାଲୁଛି, ପୋଲରେ ବସ୍ ଲଟକିଛି, ଚକ ଗୋଟେ ଦୋଳି ପରି ଝୁଲୁଛି ।
ସୂଚନା ଅନୁସାରେ ବିକାଶ୍ ପାଲ୍ ଚଲାଉଥିବା କାର୍ ପ୍ରଥମେ ଡିଭାଇଡରରେ ପିଟି ହୋଇ ଫୁଟପାଥ୍ରେ ଶୋଇଥିବା ଜଣେ ଶ୍ରମିକଙ୍କ ଉପରେ ଚଢ଼ିଯାଇଥିଲା । ଏପରିକି ଶ୍ରମିକଙ୍କୁ କିଛି ଦୂର ଘୋଷାଡି ବି ନେଇଥିଲା।
ବସ୍ଟି ଅନୁଗୁଳରୁ ଭୁବନେଶ୍ୱର ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ବସ୍ଟି ବ୍ରିଜ୍ରେ ଲଟକି ରହିଛି। ତେବେ ବସ୍ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି ।
ଏହି ଦୁର୍ଘଟଣାର ସୂଚନା ପାଇ ଦମକଳ ବାହିନୀ, ଆମ୍ବୁଲାନ୍ସ ଓ କୋମନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିଥିଲେ । କିନ୍ତୁ ଉଦ୍ଧାର ବେଳକୁ ହିଁ ୨ ଜଣଙ୍କ ମୢତ୍ୟୁ ହୋଇଥିଲା।
କନ୍ନଡ ଫିଲ୍ମ ଷ୍ଟାର ନାଗଭୂଷଣଙ୍କ ନାମରେ ଅଭିଯୋଗ । ଏକ ଦମ୍ପତିଙ୍କ କାରକୁ ନାଗାଭୂଷଣଙ୍କ ଗାଡି ଧକ୍କା ଦେଇଥିବା ଅଭିଯୋଗ ହୋଇଛି । ଏଥିରେ ପତ୍ନୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ଆହତ ହୋଇ ମୃତ୍ୟୁ ସହ ଲଢେଇ କରୁଛନ୍ତି ।
ଦଶହରା ଓ ଦୀପାବଳି ପାଇଁ ସୋ’ ରୁମରେ ଲକ୍ଷ ଲକ୍ଷ ଟଙ୍କାର ମାଲ୍ ରଖିଥିଲେ ମାଲିକ । ସୋ’ ରୁମର ପ୍ରଥମ ଓ ଦ୍ୱିତୀୟ ମହଲାରେ ଶାଢ଼ି ଓ ଡ୍ରେସ୍ ମ୍ୟାଟେରିଆଲ ଥିବାବେଳେ ତୃତୀୟ ମହଲା କପଡ଼ା ଓ ଅନ୍ୟାନ୍ୟ ସାମଗ୍ରୀ ଭରି ରହିଥିଲା। ତେବେ ଆଖିପିଛୁଳାକେ ସବୁକିଛି ପାଉଁଶ ଗଦାରେ ପରିଣତ ହେବା ପରେ, ମୁଣ୍ଡରେ ହାତ ଦେଇଛନ୍ତି ବ୍ୟବସାୟୀ ।
ଗଜପତି ଜିଲ୍ଲା ମୋହନା ଥାନା ହିକିରିକୁପା ଗାଁ ନିକଟରେ ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା
କିପରି ଭାବେ ନିଆଁ ଲାଗିଲା, ସେ ନେଇ ରିପୋର୍ଟ ଦେବା ପରେ ପରବର୍ତ୍ତି କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି କଟକ ଜିଲ୍ଲାପାଳ ।
ସକାଳୁ ଲୁଗା ଦୋକାନରେ ନିଆଁ ଲାଗିଥିବା ସୂଚନା ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ନିଆଁ ଲିଭାଇବାକୁ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ।