ସର୍ଖେଜ-ଗାନ୍ଧିନଗର ହାଇୱେର ଇସକନ୍ ମନ୍ଦିର ପାଖରେ ଦୁର୍ଘଟଣା । ଏହା ଏକ ହିଟ୍ ଆଣ୍ଡ ରନ୍ ମାମଲା ବୋଲି ପ୍ରାଥମିକ ତଦନ୍ତରୁ ସୂଚନା ।
ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲା ଅନ୍ତର୍ଗତ ଅଳକାନନ୍ଦା ନଦୀ କୂଳରେ ଚାଲିଥିବା ‘ନମାମି ଗଙ୍ଗେ ପ୍ରକଳ୍ପ’ରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ବିସ୍ଫୋରଣ ଘଟିବାରୁ ଅନ୍ୟୂନ ୧୫ ଜଣଙ୍କର ମୃତ୍ୟୁ ଘଟିଛି ।
ବ୍ରିଜ୍ ତିଆରି ହେଲା ବେଳେ ମୁଁ କାମ କରୁଥିଲି । ମୁଁ ଜାଣିଛି, ତିଆରି ହେଲା ବେଳେ କେଉଁଠି ରହିଛି ଭୁଲ୍ । କିଏ କିଏ ଅଫିସର ସେତେବେଳେ ଥିଲେ ? ଜିଲ୍ଲାର କିଛି ବଡବଡିଆଙ୍କ ସହ ସେମାନଙ୍କର ରହିଛି ସଂପର୍କ । ଏହା କହିଛନ୍ତି ଏଇ ଯୁବକ
ଜଗନ୍ନାଥଙ୍କ କୃପାରୁ ବସ୍ ବଞ୍ଚିଗଲା । ଯଦି କିଛି ହୋଇଥାଆନ୍ତି ତାହାଲେ ଦାୟୀ କିଏ ହୋଇଥାଆନ୍ତା? କୋଟି କୋଟି ଟଙ୍କା ଟୋଲ୍ ନେଉଛି ରାସ୍ତା ଦେଖିବ କିଏ : ବସ ମାଲିକ
ନିରାପଦ ରାଜପଥରେ ଆସନ୍ନ ବିପଦର ସ୍ପଷ୍ଟ ଚିହ୍ନ, କିନ୍ତୁ ସୌଭାଗ୍ୟକୁ ଅଳ୍ପକେ ଟଳିଯାଇଛି ବଡ଼ ଦୁର୍ଘଟଣା
ଫ୍ଲାଏ ଓଭରରେ ମସ୍ତି କରୁଥିଲେ ଯୁବକ ଯୁବତୀ । ଏହି ସମୟରେ ଘଟିଲା ଦୁର୍ଘଟଣା ।
ବାଲେଶ୍ୱର ଜିଲ୍ଲା ନୀଳଗିରି ରୋଡ୍ ଷ୍ଟେସନ ପାଖରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମେମୁ ଟ୍ରେନ୍। ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଦୁର୍ଘଟଣା ଟଳି ଯାଇଛି।
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜଣେ ସଫେଇ କର୍ମଚାରୀ ଭାବ କାମ କରୁଥିଲେ ଏହି ମହିଳା । ତାଙ୍କ ପରିବାର ଅତ୍ୟନ୍ତ ଗରିବ ଥିବାବେଳେ ସେ ଅତି କଷ୍ଟରେ ତାଙ୍କ ପୁଅକୁ ପାଠ ପଢ଼ାଉଥିଲେ ।
NH-୧୬ରେ ଭୁଶୁଡ଼ିଲା ବ୍ରିଜ୍। ଯାଜପୁର ଜିଲ୍ଲାରେ ଏହି ଅଘଟଣ ଘଟିଛି।
ବିସ୍ଫୋରଣରେ କଟିଗଲା ହାତ ଆଙ୍ଗୁଠି। କିଛି ବାରୁଦକୁ ନାବାଳକ ଜଣ ହାତରେ ଧରିବା କ୍ଷଣି ବିସ୍ଫୋରଣ ହୋଇଥିଲା।
ରବିବାର ସନ୍ଧ୍ୟାରେ ସାଗର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଆଜି ସକାଳେ ଭୋପାଳ-ଦିଲ୍ଲୀ ବନ୍ଦେ ଭାରତ ଏକ୍ସପ୍ରେସ୍ର ଏକ କୋଚ୍ରେ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି। ଏଥିରେ କୌଣସି ଯାତ୍ରୀ ଆହତ ହୋଇ ନଥିବା ବେଳେ ସମସ୍ତେ ସୁରକ୍ଷିତ ଅଛନ୍ତି।
ପାଣିଭାର ପାଇଁ ଦୁଇ ଜଣ କାଉଡ଼ିଆ ବୁଡ଼ମାରିବା ବେଳେ ବୁଡ଼ି ଯାଇଥିଲେ । ସ୍ଥାନୀୟ ଲୋକ ଏହା ଦେଖିବା ପରେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।
ମୁକୁଳା ଡ୍ରେନରେ ଖସି ପଡି ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ରାଜସ୍ଥାନର ରାହୁଲ ।
ବଗି ଛାଡ଼ି ପଳାଇଲା ଟ୍ରେନ୍ । ଭୁବନେଶ୍ବରରେ ବଗି ଛାଡ଼ି ମାଲବାହୀ ଟ୍ରେନର ଇଞ୍ଜିନ୍ ଆଗକୁ ପଳାଇଥିବା ସୂଚନା ମିଳିଛି
ଘର କାମ କରିବା ପାଇଁ ବିଦ୍ୟୁତ ଦ୍ୱାରା ଏକ ମେସିନ୍ରେ ରଡ୍ କାଟୁଥିଲେ । ହେଲେ ଅସାବଧାନତା କାରଣରୁ ତାଙ୍କୁ ବିଦ୍ୟୁତ ଆଘାତ ଲାଗିଥିଲା ।
କିଛି ଲୋକ ଜୀବନ ବିକଳରେ କାଚ ଭାଙ୍ଗି ସିଧା ତଳକୁ ଡେଇଁ ପଡ଼ିଥିବା ଦେଖିବାକୁ ମିଳିଛି । ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହେଉଛି ।
ଟ୍ରେନ୍ ଟ୍ରାଜେଡିରେ NHRCଙ୍କ ରିପୋର୍ଟ ତଲବ । ଘଟଣାକୁ ନେଇ କି କାର୍ଯ୍ୟାନୁଷ୍ଠାନ ନିଆ ଯାଇଛି ମାଗିଲେ ରିପୋର୍ଟ ।
କୁଆଖାଇ ନଦୀରେ ବୁଡ଼ିଗଲେ ୪ ଛାତ୍ର। କାଲିଠୁ ଖୋଜାଖୋଜି ପରେ ଆଜି ସକାଳୁ ଆଉ ୨ ମୃତଦେହ ଉଦ୍ଧାର ହୋଇଛି।
ଭୁବନେଶ୍ୱରର ୮ ଜଣ ସାଙ୍ଗ ଗାଧୋଇବାକୁ ଯାଇଥିବା ବେଳେ ୪ ଜଣ ବୁଡିଯାଇଛନ୍ତି ।
କାଠମାଣ୍ଡୁ ଅଭିମୁଖେ ଯାଉଥିବା ବେଳେ ନିଖୋଜ ହୋଇଥିଲା । ହେଲିକପ୍ଟର ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା ।
ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, କାର୍ ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ଏହାସହ କାର୍ରେ ଥିବା ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି।
ବ୍ରହ୍ମପୁର ରେଲ୍ୱେ ଷ୍ଟେସନ ନିକଟରେ ଦିବ୍ରୁଗଡ଼-କନ୍ୟାକୁମାରୀ ବିବେକ ଏକ୍ସପ୍ରେସରୁ ଧୂଆଁ ବାହାରିଥିବା ଦେଖିବାକୁ ମିଳିଛି। ଭୟଭୀତ ହୋଇ ଶହ ଶହ ସଂଖ୍ୟାରେ ଯାତ୍ରୀ ଟ୍ରେନ୍ରୁ ବାହାରି ଆସିଥିଲେ।
ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବାହାନଗା ଦୁର୍ଘଟଣାକୁ ମାସେ ପୂରିଲାଣି । ସ୍ୱାମୀକୁ ହସ୍ତାନ୍ତର କରାଯାଉନି ସ୍ତ୍ରୀର ମୃତଦେହ । ଏମ୍ସ ଯାଇ ପୁଅର ଡିଏନଏ ଟେଷ୍ଟ ବି କରିକି ଆସିଲାଣି । ହେଲେ ଆଜିକାଲି କହୁଛନ୍ତି...ଶବ ପରିବାରକୁ ଦେଉନାହାନ୍ତି । ସ୍ଥିତି ଏମିତି ହେଲାଣି କାନ୍ଦି କାନ୍ଦି ଏବେ ଦିନ କାଟୁଛନ୍ତି ପୂରା ପରିବାର।