• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Accident Updates

Know What Cricketer Rishabh Pant Said During Rescue After Horrific Car Crash
‘ମୁଁ ଋଷଭ୍‌ ପନ୍ତ, ମୋତେ ଉଦ୍ଧାର କର...’

ଭୟଙ୍କର କାର୍‌ ଦୁର୍ଘଟଣାର ଶିକାର ହୋଇ ଟିମ୍‌ ଇଣ୍ଡିଆର ୱିକେଟ୍‌ କିପର୍‌ ଋଷଭ୍ ପନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ସୌଭାଗ୍ୟବଶତଃ, ଏକ ବଡ଼ ଧରଣର ଅଘଟଣରୁ ସେ ଅଳ୍ପକେ ଭର୍ତ୍ତି ଯାଇଛନ୍ତି। ହେଲେ ଦୁର୍ଘଟଣାରେ ଋଷଭ୍‌ଙ୍କ ପିଠି, ଆଣ୍ଠୁ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ପନ୍ତଙ୍କୁ ହଠାତ୍ କେହି ଚିହ୍ନି ପାରିନଥିଲେ..।

Video Shows Cricketer Rishabh Pant Car Catches Fire
ଭୟଙ୍କର ଥିଲା କ୍ରିକେଟର ଋଷଭ୍‌ ପନ୍ତଙ୍କ କାର୍‌ ଦୁର୍ଘଟଣା, ସାମ୍ନାକୁ ଆସିଲା Video...

ମର୍ସିଡିଜ୍‌ କାର୍‌ରେ ପନ୍ତ ଘରକୁ ଫେରୁଥିବା ବେଳେ ଗାଡ଼ି ଡିଭାଇଡରରେ ପିଟି ହୋଇ ସମ୍ପୂର୍ଣ୍ଣ ଭାବେ ଜଳି ଯାଇଛି। ଦୁର୍ଘଟଣାରେ ଋଷଭ୍‌ଙ୍କ ପିଠି, ଆଣ୍ଠୁ ଓ ମୁଣ୍ଡରେ ଆଘାତ ଲାଗିଛି।

Rishabh Pant Car Accident
କେତେବେଳେ ଓ କେମିତି ଦୁର୍ଘଟଣାର ଶିକାର ହେଲା ଋଷଭ୍‌ ପନ୍ତଙ୍କ କାର୍‌ ? ମର୍ସିଡିଜ୍‌ ଜଳିକି ସମ୍ପୂର୍ଣ୍ଣ ନଷ୍ଟ

ନୂଆଦିଲ୍ଲୀରୁ ଉତ୍ତରାଖଣ୍ଡର ରୁରକି ଅଭିମୁଖେ ଯାଉଥିବା ସମୟରେ ଋଷଭ ପନ୍ତଙ୍କ ମର୍ସିଡିଜ୍ କାର ଆଜି ସକାଳ ୫.୧୫ ରେ ନାରସନ୍ ସୀମାରେ ରେଲିଂ ସହ ମୁହାଁମୁହିଁ ଧକ୍କା ହୋଇଥିଲା

odisha Assembly Deputy Speaker car ac
ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଘଟଣାସ୍ଥଳରେ ପୋଲିସ ପହ଼ଞ୍ଚି ତଦନ୍ତ ଆରମ୍ଭ କରିଛି।

people leap out of windows to escape massive fire
ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ ବିକଳରେ ଛାତରୁ ଡେଇଁ ୧୦ ଜଣଙ୍କ ମୃତ୍ୟୁ

ନିଆଁରୁ ବର୍ତ୍ତିବା ପାଇଁ ଲୋକେ ଚିତ୍କାର କରୁଥିଲେ।

Russian tourist
କେମିତି ମଲେ ପର୍ଯ୍ୟଟକ?

ସାତ ଦରିଆ ଡେଇଁ ବୁଲିବାକୁ ଆସିଥିଲେ, ଏବେ ପ୍ରାଣ ହରାଇଲେ...ହେଲେ କେମିତି?

8 Devotees Killed
୪୦ ଫୁଟ ଗଭୀର ଖାତକୁ ଖସିପଡ଼ିଲା ଶ୍ରଦ୍ଧାଳୁ ଭର୍ତ୍ତି କାର୍‌ : ଗୋଟିଏ ଗାଁର ୮ ମୃତ, ୨ ଗୁରୁତର

ଦୁର୍ଘଟଣାରେ ୮ ଆୟାପ୍ପା ଶ୍ରଦ୍ଧାଳୁଙ୍କ ଜୀବନ ଚାଲିଯାଇଛି ।

Accident
ଗଭୀର ଖାତକୁ ଖସିପଡ଼ିଲା ‍ବସ୍‌, ୧୬ ଯବାନ ସହିଦ

ସିକିମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୧୬ ସେନା ଯବାନ ସହିଦ୍‌ ହୋଇଛନ୍ତି । ଯବାନଙ୍କୁ ନେଇ ଯାଉଥିବା ଗାଡ଼ି ଗଭୀର ଖାତକୁ ଖସିପଡ଼ି ଏହି ଦୁର୍ଘଟଣା ଘଟିଛି । ଏଥିରେ ୧୬ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଏବେ ଲୋକଙ୍କ ଭିଡ଼ ଜମିଥିବା ବେଳେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । ଗୁରୁତରଙ୍କୁ ବେଙ୍ଗଲ ଆର୍ମି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି ।

ସିକିମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
ବଡ଼ ଦୁର୍ଘଟଣା : ଗଭୀର ଖାତକୁ ଖସିପଡ଼ିଲା ‍ବସ୍‌, ୧୬ ଯବାନ ସହିଦ

ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି

Three Minor Boys Drown In Pond In Kendrapara
ପୋଖରୀରେ ବୁଡ଼ି ୩ ଶିଶୁ ମୃତ

ଆଜି ଅପରାହ୍ଣ ୧ଟା ବେଳେ ଗାଁର କିଛି ପିଲା ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଦୁର୍ଭାଗ୍ୟବଶତଃ ସେମାନଙ୍କ ମଧ୍ୟରୁ ୩ ଜଣ ଶିଶୁ ପାଣିରେ ବୁଡ଼ି ଯାଇଥିଲେ।

rabi narayan dash
ଓଟିଭି ପରିବାର ସଦସ୍ୟ ରବି ନାରାୟଣ ଦାଶଙ୍କ ଦୁଃଖଦ ମୃତ୍ୟୁ

ରବି ନାରାୟଣଙ୍କ ବିୟୋଗରେ ଆଜି ଓଟିଭି ଅଫିସ୍ ପରିସରରେ ଏକ ଶୋକସଭାର ଆୟୋଜନ ହୋଇଥିଲା।

School Bus Accident
ଷ୍ଟଡିଟୁରରେ ଯାଇଥିଲା ସ୍କୁଲ ବସ୍‌, ମୋଡ଼ାଣିରେ ଲେଉଟି ପଡ଼ିଲା

ମୃତ୍ୟୁ ସଂଖ୍ୟା ଆଗକୁ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି ।

Home guard dies after being mowed down by a van during joint checking In Kendrapara
ଚେକିଂ ବେଳେ ଅଟକାଇବାରୁ ହୋମ୍‌ଗାର୍ଡଙ୍କ ଉପରେ ଗାଡ଼ି ଚଢ଼ାଇ ପଳାଇଲେ

ଚେକିଂ ବେଳେ ହୋମଗାର୍ଡଙ୍କ ଉପରେ ଗାଡ଼ି ମଡ଼ାଇ ପଳାଇଲେ ଭ୍ୟାନ୍‌। ଫଳରେ ଘଟଣାସ୍ଥଳରେ ସମ୍ପୃକ୍ତ ହୋମଗାର୍ଡଙ୍କ ମୃତ୍ୟୁ ଘଟିଛି।

Accident
ସେଲଫି ନେଉ ନେଉ ପାଣିରେ ଗୋଡ଼ ଖସି ଯୁବକ ନିଖୋଜ

ରାଉରକେଲାର ସେକ୍ଟର-୧୫ ଅଞ୍ଚଳରୁ ୪ ଜଣ ସାଙ୍ଗ ଆଜି ସୁନ୍ଦରଗ଼ଡ଼ ତଳସରା ଥାନା ଘୋଘର ନିକଟ କାନକୁଣ୍ଡକୁ ବୁଲିବା ପାଇଁ ଆସିଥିଲେ। ପଥର ଉପରେ ଛିଡ଼ା ହୋଇ ସେଲ୍ଫି ନେଉଥିବା ବେଳେ ସୋମେଶ ମଲ୍ଲିକ ନାମକ ଜଣେ ଯୁବକଙ୍କ ଗୋଡ଼ ଖସି ଯାଇଥିଲା।

Javelin
ଛାତ୍ରଙ୍କ ଅସାବଧାନତା ନା ଶିକ୍ଷକଙ୍କ ଅବହେଳା?

ଛାତ୍ରଙ୍କ ଅସାବଧାନତା ନା ଶିକ୍ଷକଙ୍କ ଅବହେଳା? ଗମାତ କରୁ କରୁ ବେକରେ କେମିତି ଗଳିଗଲା ଜାଭେଲିନ୍‌?

Avatar -2
ଅଧିକ ଉତ୍ସାହିତ ହୋଇଗଲେ ଯୁବକ ! ଅବତାର-୨ ଦେଖିବା ବେଳେ ଚାଲିଗଲା ଜୀବନ

ଆନ୍ଧ୍ରପ୍ରଦେଶ କାକିନାଡ଼ାର ପେଡ୍ଡାପୁରମ୍‌ ସହରରେ ଜଣେ ବ୍ୟକ୍ତି ଅବତାର-୨ ଦେଖୁଥିବା ବେଳେ ପ୍ରାଣ ହରାଇଛନ୍ତି । ଫିଲ୍ମ ଚାଲିଥିବା ବେଳେ ହଠାତ୍‌ ତାଙ୍କର ହୃଦ୍‌ଘାତ ହୋଇଥିଲା ।

Javelin Throw
ଚାଲିଥିଲା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା, ହଠାତ୍ ଘଟିଲା ଏଭଳି ଦୁର୍ଘଟଣା

ଛାତ୍ର ଜଣକ ଗୁରୁତର ଥିବା ନେଇ ଡାକ୍ତର ସୂଚନା ଦେଇଛନ୍ତି ।

Fire Mishap
ହଠାତ୍‌ ଘରେ ଲାଗିଲା ନିଆଁ, ଜୀଅନ୍ତା ପୋଡ଼ି ହୋଇଗଲେ ପୂରା ପରିବାର

ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

Train Firemishap
ଅଫିସରଙ୍କ ଆଖି ଆଗରେ ଜଳିଗଲା ଟ୍ରେନ୍‌, କିନ୍ତୁ ସମସ୍ତେ ଥିଲେ ଚୁପ୍‌

ପ୍ରଥମିକ ତଦନ୍ତରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରେନ୍‌ଟି କିଛି ମାସ ହେବ ଷ୍ଟେସନରେ ଛିଡ଼ା ହୋଇ ରହିଥିଲା ।

Car Accident
ବିବାହ ଭୋଜିକୁ ଯାଇ ୪ ଜଣଙ୍କ ମୃତ୍ୟୁ ମାମଲା

ଯାଇଥିଲେ ବିବାହ ଭୋଜିକୁ..ଫେରିବା ବାଟରେ ପାଲଟିଗଲେ ଶବ..ଯାଇଥିଲେ ନବଦମ୍ପତ୍ତିଙ୍କୁ ଆଶିର୍ବାଦ ଦେବା ପାଇଁ..ନିଜେ ଅଭିଶପ୍ତ ସାଜି ହାତ ଧରାଧରି ହୋଇ ଚାଲିଗଲେ ଚାରି ଚାରି ଜଣ

Car Accident
ଯାଇଥିଲେ ବିବାହ ଭୋଜିକୁ, ଫେରିବା ବାଟରେ ପାଲଟିଗଲେ ଶବ

ଯାଇଥିଲେ ନବଦମ୍ପତ୍ତିଙ୍କୁ ଆଶିର୍ବାଦ ପାଇଁ କିନ୍ତୁ ନିଜେ ଅଭିଶପ୍ତ ସାଜି ହାତ ଧରାଧରି ହୋଇ ଚାଲିଗଲେ ଚାରି ଚାରି ଜଣ ।

Missing Of Four Persons From Nabarangpur Found Inside From Open Well
ଅପହରଣ ନୁହେଁ ଭୟଙ୍କର ଦୁର୍ଘଟଣାର ଶିକାର ! ମିଳିଲା ୪ ନିଖୋଜଙ୍କ ମୃତଦେହ

ମିଳିଲା ନିଖୋଜ ଥିବା ଗୋଟିଏ ପରିବାରର ୩ ଜଣ ସଦସ୍ୟ ଓ ସେମାନଙ୍କର ଜଣେ ପଡ଼ୋଶୀଙ୍କ ପତ୍ତା। ଖୋଜାଖୋଜି ପରେ ୪ ଜଣ ଫେରୁଥିବା କାର୍‌ଟି ରାସ୍ତାକଡ଼ କୂଅ ଭିତରୁ ଠାବ କରାଯାଇଛି।

2 School Students Dead As Bus Returning From Picnic
ଓଲଟିଲା ପିକ୍‌ନିକ୍‌ ବସ୍‌, ଗାଡ଼ିରେ ଥିଲେ ୪୮ ଜଣ ସ୍କୁଲ୍‌ ଛାତ୍ରଛାତ୍ରୀ

ଏକ କୋଚିଂ ସେଣ୍ଟରର ଛାତ୍ରଛାତ୍ରୀ ପିକ୍‌ନିକ୍‌ ସାରି ବସ୍‌ରେ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି। ଗତକାଲି ମୁମ୍ବାଇରେ ଏହି ଦୁର୍ଘଟଣା ଘଟିଛି।

Indian Army aspirant dies during swimming practice in Cuttack
ମହାନଦୀରେ ବୁଡ଼ିଗଲା ସ୍ୱପ୍ନ: ଅଧୁରା ରହିଗଲା ଦେଶ ସେବା ସ୍ୱପ୍ନ, ଅଭ୍ୟାସ ବେଳେ ଚାଲିଗଲା ଜୀବନ

ମହାନଦୀରେ ପହଁରା ଅଭ୍ୟାସ ବେଳେ ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମହାନଦୀରେ ପହଁରା ଅଭ୍ୟାସ କରୁଥିବା ବେଳେ ଛାତ୍ର ଜଣକ ବୁଡ଼ି ଯାଇଥିଲେ। ପ୍ରାୟ ଅଢ଼େଇ ଘଣ୍ଟାର ପରିଶ୍ରମ ପରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି।

Youth Dies While Learning Swimming In Mahanadi River
କାଳ ହେଲା ପହଁରା ଶିଖା, ମହାନଦୀରେ ବୁଡ଼ି ଯୁବକ ମୃତ

ମହାନଦୀରେ ବୁଡ଼ି ନିଖୋଜ ଥିବା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। କଟକ ଯୋବ୍ରା ବ୍ୟାରେଜ୍‌ରେ ସୁଇମିଂ ଶିଖୁଥିବା ବେଳେ ଯୁବକ ଜଣକ ନିଖୋଜ ହୋଇଯାଇଥିଲେ।