ଜଣେ ବ୍ୟକ୍ତି ତାଙ୍କ ପରିବାରର ୨ ଲୋକଙ୍କୁ ଖୋଜି ସୋର ମେଡ଼ିକାଲରେ ପହଞ୍ଚିଛନ୍ତି। ଆଉ ତା ପରେ...
ମୁଁ ପ୍ରାୟ ସେହି ଲେବୁଲ କ୍ରସିଂ ପାଖରେ ବସେ । ପବନ ଖାଇବାକୁ ସେଠି ବସେ । କାଲି ବି ବସିଥିଲି । ସମ୍ପୂର୍ଣ୍ଣ ଘଟଣା ମୋ ଆଖି ସାମ୍ନାରେ ଘଟିଛି ।
ଯିଏ ବର୍ତ୍ତିଯାଇଛନ୍ତି, ସେମାନେ ବଖାଣିଛନ୍ତି ଦୁର୍ଘଟଣାର ଭୟଙ୍କର କାହାଣୀ।
ପ୍ରଥମେ ମାଲଗାଡ଼ିକୁ ଧକ୍କା ଦେଇ ଓଲଟିଥିଲା କରମଣ୍ଡଳ । ପରେ କିଛି ସମୟ ପରେ ସେହିବାଟେ ଆସୁଥିବା ବେଙ୍ଗଲୁରୁ-ହାୱଡ଼ା ଏକ୍ସପ୍ରେସ କରମଣ୍ଡଳକୁ ଧକ୍କା ଦେଇଥିଲା ।
କରମଣ୍ଡଳ ଏକ୍ସପ୍ରେସ ଓ ବେଙ୍ଗାଲୁରୁ-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୨୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି।
ଟ୍ରେନ୍ ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୨୦୦ ଟପିଲା। ୨୦୭ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ କହିଲେ ମୁଖ୍ୟ ସଚିବ
ସ୍ଥାନୀୟ ହସ୍ପିଟାଲରେ ଆଉ ଯାଗା ନଥିବା ବେଳେ ଜିଲ୍ଲାର ବିଭିନ୍ନ ହସ୍ପିଟାଲରେ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି ।
ଆହୁରି ଅନେକ ଅଛନ୍ତି ଯେଉଁମାନେ ଏବେ ବି ବଗି ତଳେ ଚାପି ହୋଇ ରହିଥିବା ପରିବାର ଲୋକଙ୍କୁ ଖୋଜୁଛନ୍ତି ।
ସଂଯୋଗର ବିଷୟ, ସେଦିନ ଥିଲା ଶୁକ୍ରବାର, ଆଜି ବି ସେହି ଶୁକ୍ରବାର
ଇତିମଧ୍ୟରେ ରେଳ ଦୁର୍ଘଟଣା ସ୍ଥଳରେ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି।
ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ଆର୍ଥିକ ରାଶି ଘୋଷଣା କରାଯାଇଛି । ଏହାଛଡ଼ା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳକୁ ଯାଉଥିବା କହିଛନ୍ତି ।
ବାଲେଶ୍ୱର ବାହାନଗା ନିକଟରେ ଦୁଇ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ। କରମଣ୍ଡଳ ଏକ୍ସପ୍ରେସ-ବେଙ୍ଗଲୁରୁ ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ। ପରେ ସେହିବାଟେ ଆସୁଥିବା ବେଙ୍ଗଲୁରୁ ହାୱଡ଼ା ଏକ୍ସପ୍ରେସ କରମଣ୍ଡଳକୁ ଧକ୍କା ଦେଇଥିଲା ।
ଦୁର୍ଘଟଣାର ଉଦ୍ଧାର କାର୍ଯ୍ୟ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ସକାଳେ ଦୁର୍ଘଟଣା ସ୍ଥଳ ଯିବେ ମୁଖ୍ୟମନ୍ତ୍ରୀ। କାଲି ଯିବା ନେଇ ନବୀନ ସୂଚନା ଦେଇଛନ୍ତି।
ଦୁଇ ଯାତ୍ରୀବାହୀ ଟ୍ରେନ୍ ଦୁର୍ଘଟଣାରେ ୫୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫୦ରୁ ଅଧିକ ଗୁରୁତର ହୋଇଛନ୍ତି। ଅନ୍ୟପଟେ ଏବେ ବି ଅନେକ ଯାତ୍ରୀ ଟ୍ରେନ୍ ତଳେ ଚାପି ହୋଇ ରହିଛନ୍ତି, ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତ ଯାତ୍ରୀଙ୍କ ଚିତ୍କାରରେ ଫାଟି ପଡୁଛି ପରିବେଶ।
ବାଲେଶ୍ୱର ବାହାନଗା ନିକଟରେ ଦୁଇ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ । କରମଣ୍ଡଳ ଏକ୍ସପ୍ରେସ - ବେଙ୍ଗଲୁରୁ ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି । ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ । ପରେ ସେହିବାଟେ ଆସୁଥିବା ବେଙ୍ଗଲୁରୁ ହାୱଡ଼ା ଏକ୍ସପ୍ରେସ କରମଣ୍ଡଳକୁ ଧକ୍କା ଦେଇଥିଲା । ଦୁଇ ଟ୍ରେନ୍ ଧକ୍କା ନେଇ ଖଡ଼ଗପୁର DRM ସୂଚନା ଦେଇଛନ୍ତି ।
ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଓଲଟିପଡ଼ିଲା କରମଣ୍ଡଳର ଏକାଧିକ ବଗି । ଅନେକ ଲୋକ ଗୁରୁତର । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ସ୍ଥିତ ବାହାନଗା ଷ୍ଟେସନ୍ ନିକଟରେ । ଏହି ଏକ୍ସପ୍ରେସ୍ ଟ୍ରେନ୍ଟି କରମଣ୍ଡଳ ଏକ୍ସପ୍ରେସ ବୋଲି ସୂଚନା ରହିଛି । ଏକ୍ସପ୍ରେସ୍ ଟ୍ରେନ୍ଟି ଏକ ମାଲବାହୀ ଟ୍ରେନକୁ ଧକ୍କା ଦେଇଥିବା ଜଣାପଡ଼ିଛି । କରମଣ୍ଡଳର ୩ରୁ ଅଧିକ ବଗି ଓଲଟି ପଡ଼ିଛି ।
ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଓଲଟିପଡ଼ିଲା କରମଣ୍ଡଳର ଏକାଧିକ ବଗି । ଅନେକ ଲୋକ ଗୁରୁତର । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ସ୍ଥିତ ବାହାନଗା ଷ୍ଟେସନ୍ ନିକଟରେ ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆରମ୍ଭ ହୋଇଛି ଉଦ୍ଧାର କାର୍ଯ୍ୟ । ଘଟଣାସ୍ଥଳରେ ପହଞ୍ଚିଛନ୍ତି ଜିଲ୍ଲାପାଳ, ଏସ୍ପି, ଆଇଜି । ଶୁଣନ୍ତୁ ଦୁର୍ଘଟଣାକୁ ନେଇ କ’ଣ କହୁଛନ୍ତି ମୁଖ୍ୟ ଶାସନ ସଚିବ ।
ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଓଲଟିପଡ଼ିଲା ଏକାଧିକ ବଗି । ଅନେକ ଲୋକ ଗୁରୁତର । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ସ୍ଥିତ ବାହାନଗା ଷ୍ଟେସନ୍ ନିକଟରେ । ଏହି ଏକ୍ସପ୍ରେସ୍ ଟ୍ରେନ୍ଟି କରମଣ୍ଡଳ ଏକ୍ସପ୍ରେସ ବୋଲି ସୂଚନା ରହିଛି । ଏକ୍ସପ୍ରେସ୍ ଟ୍ରେନ୍ଟି ଏକ ମାଲବାହୀ ଟ୍ରେନକୁ ଧକ୍କା ଦେଇଥିବା ଜଣାପଡ଼ିଛି । କରମଣ୍ଡଳର ଅନେକ ବଗି ଓଲଟି ପଡ଼ିଛି । ଦୁର୍ଘଟଣାରେ ଅନେକ ଯାତ୍ରୀ ଗୁରୁତର ହୋଇଥିବା ସୂଚନା । ଅନେକ ଯାତ୍ରୀ ଟ୍ରେନ୍ ତଳେ ଚପି ରହିଥିବା ମଧ୍ୟ ଖବର ରହିଛି । ଏହାସହ ଅନେକଙ୍କ ମୃତ୍ୟୁ ହୋଇଥିବା ମଧ୍ୟ ଖବର ସାମ୍ନାକୁ ଆସୁଛି ।
ଖବର ପାଇ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣାଗ୍ରସ୍ତ ହୋଇଥିବା ଟ୍ରନ୍ଟି କରମଣ୍ଡଳ ଏକ୍ସପ୍ରେସ୍ ବୋଲି ଜଣାପଡ଼ିଛି ।
ଲୋକଙ୍କୁ ଏସମ୍ପର୍କରେ ବୁଝାଇବା ସତ୍ତ୍ୱେ ଏହା ଉପରେ ରୋକ ନଲାଗିବା ଏବେ ଚିନ୍ତାର କାରଣ ପାଲଟିଛି ।
ନିଖୋଜ ପ୍ରଜ୍ଞାରାଣୀ ତ୍ରିପାଠୀଙ୍କ ମୃତଦେହ ବି ଉଦ୍ଧାର ହୋଇଛି ।
ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ସହ ଦୋଷୀଙ୍କ ବିରୋଧରେ ମାମଲା ରୁଜୁ ସହ କାର୍ଯ୍ୟାନୁଷ୍ଠାନ ଏବଂ ମୃତ ନାବାଳିକା ଏନ୍. ମୋହିନୀଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଦାବି ହୋଇଥିଲା।
କଟକ ବକ୍ସ ଡ୍ରେନ୍ ଟ୍ରାଜେଡି ପାଇଁ ଦାୟୀ କିଏ? ଦୁଇ ଦିନରେ ଦୁଇଟି ଅଘଟଣରେ ଗଲା ଦୁଇ ଜଣଙ୍କ ଜୀବନ। ଏଥିପାଇଁ ବଢ଼ୁଛି ଅସନ୍ତୋଷ।
ବାହାଘରରେ ଯୋଗଦେଇ ଘରକୁ ଫେରୁଥିଲେ ଗୋଟିଏ ପରିବାରର ଚାରି ଜଣ । କିଛି ସମୟ ପରେ ଘରେ ପହଞ୍ଚି ଥାଆନ୍ତେ . . .ହେଲେ କିଏ ଜାଣିଥିଲା ନିଷ୍ଠୁର ମୃତ୍ୟୁର ଦୂତ ସାମ୍ନାରେ ବାଟ ଓଗାଳିବ . .