Advertisment

Tragedies in the Sky: ସଞ୍ଜୟ ଗାନ୍ଧୀଙ୍କଠୁ ନେଇ ଅଜିତ୍ ପାୱାର....ପ୍ଲେନ୍ କ୍ରାସ ନେଇଛି ଏହି ରାଜନେତାଙ୍କ ଜୀବନ

କୌଣସି ରାଜନେତାଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହେବା ଆଜି ପ୍ରଥମ ଘଟଣା ନୁହେଁ। ପୂର୍ବରୁ ମଧ୍ୟ ଅନେକ ରାଜନେତା ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ସେମାନଙ୍କ ବିଷୟରେ ଜାଣନ୍ତୁ।

Plane Crash

ମହାରାଷ୍ଟ୍ରରେ ବିମାନ ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି। ଏହି ଦୁର୍ଘଟଣା ଅତ୍ୟନ୍ତ ଭୟଙ୍କର ଥିଲା। ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ସମ୍ପୂର୍ଣ୍ଣ ଜଳି ଯାଇଥିଲା। ତେବେ କୌଣସି ରାଜନେତାଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହେବା ଏହା ପ୍ରଥମ ଘଟଣା ନୁହେଁ। ପୂର୍ବରୁ ମଧ୍ୟ ଅନେକ ରାଜନେତା ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। Photograph: (OTV)

Advertisment
Plane Crash
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ