/odishatv-khabar/media/media_files/2026/02/13/accident-2026-02-13-09-10-55.jpg)
Accident Photograph: (OTV)
ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ। ବସର ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା। ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ବଜାର ଉପରେ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୋର ସମୟରେ ପଶ୍ଚିମବଙ୍ଗରୁ ଆନ୍ଧ୍ରକୁ ଏକ ତୀର୍ଥ ଯାତ୍ରୀ ବସ ଯାଉଥିଲା। ତେବେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବ୍ରିଜ ଉପରକୁ ଚଢିଯାଇଥିଲା।
Advertisment
ଡ୍ରାଇଭର ଜଣକ ବ୍ରିଜରୁ ତଳକୁ ଖସିପଡ଼ିଥିଲେ। ଘଟଣାସ୍ଥଳରେ ବସ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ବସରେ ମୋଟ ୫୦ ଜଣ ଯାତ୍ରୀ ଥିବାବେଳେ ୧୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସଟି ଏବେ ପୋଲ ଉପରେ ଝୁଲି ରହିଛି।
Advertisment



Related Articles
Daily Horoscope 13th February 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ
POSTED

Today Panchang 13th February 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...
POSTED

India Strengthens Its Skies: ମହଙ୍ଗା ପଡ଼ିବ ଆକାଶରେ ଭାରତ ସହିତ ଟକ୍କର, ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା
POSTED

Corruption Crackdown: ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର, ୪୦ ହଜାର ଟଙ୍କା ଫାଇନ୍ ନେଇ ୩୦ ହଜାରର ରସିଦ୍ କାଟି ଧରାପଡ଼ିଲେ
POSTED

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)