ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ, ଶନିବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ, ଶନିବାର ଚନ୍ଦ୍ର –ଧନୁ ଅହୋରାତ୍ର ତିଥି- ୮ମୀ ଦିବା ୧୨.୧୮ ଗତେ ୯ମୀ ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ
ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ, ଶୁକ୍ରବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ, ଶୁକ୍ରବାର। ଚନ୍ଦ୍ର – ବିଛା ଦିବା ୦୩.୩୩ ଗତେ ଧନୁ ତିଥି- ୭ମୀ ଦିବା ୦୧.୩୫ ଗତେ ୮ମୀ ଘାତ ଚନ୍ଦ୍ର - ଦିବା ୦୩.୩୩ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୧.୩୫ ପର୍ଯ୍ୟନ୍ତ
ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ, ଗୁରୁବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ, ଗୁରୁବାର। ଚନ୍ଦ୍ର – ବିଛା ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୦୨.୧୪ ଗତେ ୭ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ –ଦିବା ୦୨.୧୪ ଗତେ ୧-ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ
ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଦିବା ୦୮.୪୩ ଗତେ ବିଛା ।
ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଦିବା ୦୮.୪୩ ଗତେ ବିଛା । ତିଥି- ୫ମୀ ଦିବା ୦୨.୧୬ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ - କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।
ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ, ମଙ୍ଗଳବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ, ମଙ୍ଗଳବାର। ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୪ର୍ଥୀ ଦିବା ୦୧.୪୩ ଗତେ ୫ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ ଦିବା ୦୧.୪୭ ଗତେ ୨ ପାଦ କୃଷି ଓ ବଶଂହାନି-ଭୂମି ଓ ତିଳକାଞ୍ଚନ ଦାନ
ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି- ୩ୟା ଦିବା ୧୨.୩୯ ଗତେ ୪ର୍ଥୀ, ଘାତ ଚନ୍ଦ୍ର - ନାସ୍ତି, ଘାତ ବାର –ମିଥୁନ, ପୁଷ୍କର ଦୋଷ - ନାସ୍ତି
ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି- ୩ୟା ଦିବା ୧୨.୩୯ ଗତେ ୪ର୍ଥୀ, ଘାତ ଚନ୍ଦ୍ର - ନାସ୍ତି, ଘାତ ବାର –ମିଥୁନ, ପୁଷ୍କର ଦୋଷ - ନାସ୍ତି
ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ, ରବିବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ, ରବିବାର। ଚନ୍ଦ୍ର –କନ୍ୟା ରାତ୍ରି ୧୧.୦୬ ଗତେ ତୁଳା, ତିଥି- ୨ ୟା ଦିବା ୧୧.୦୯ ଗତେ ୩ୟା, ଘାତ ଚନ୍ଦ୍ର – ବୃଷ ରାଶିର ରାତ୍ରି ୧୧.୦୬, ଘାତ ବାର – ମେଷ ପୁଷ୍କର ଦୋଷ –୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ଦିବା ୧୧.୦୯ ଗତେ ୧ ପାଦ କୃଷିହାନି-ଭୂମି ଦାନ
ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ଅହୋରାତ୍ର । ତିଥି –ପ୍ରତିପଦ ଦିବା ୦୯.୧୭ ଗତେ ୨ୟା । ଘାତ ଚନ୍ଦ୍ର – ବୃଷ ରାଶିର ଅହୋରାତ୍ର ।
ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ଅହୋରାତ୍ର । ତିଥି –ପ୍ରତିପଦ ଦିବା ୦୯.୧୭ ଗତେ ୨ୟା । ଘାତ ଚନ୍ଦ୍ର – ବୃଷ ରାଶିର ଅହୋରାତ୍ର । ଘାତ ବାର – ବୃଷ, ସିଂହ ଓ କନ୍ୟା । ପୁଷ୍କର ଦୋଷ –୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ । ପ୍ରାତଃ ୦୭.୩୫ ଗତେ ୧ ପାଦ କୃଷିହାନି-ଭୂମିଦାନ । ଦିବା ୦୯.୧୭ ଗତେ ୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ଜାଣିନିଅନ୍ତୁ କେଉଁ ସମୟରେ କରିବେ ଶୁଭ କାର୍ଯ୍ୟ...
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।
ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ଅହୋରାତ୍ର, ତିଥି – ଅମାବାସ୍ୟା ଅହୋରାତ୍ର, ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନିଶାନ୍ତ ୦୪.୫୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ
ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ଅହୋରାତ୍ର, ତିଥି – ଅମାବାସ୍ୟା ଅହୋରାତ୍ର, ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନିଶାନ୍ତ ୦୪.୫୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ
ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ବୁଧବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ବୁଧବାର। ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୧୪ଶୀ ନିଶାନ୍ତ ୦୪.୪୯ ଗତେ ଅମାବାସ୍ୟା ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ନାସ୍ତି
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ରାତ୍ରି ୧୧.୦୧ ଗତେ ସିଂହ ।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ରାତ୍ରି ୧୧.୦୧ ଗତେ ସିଂହ । ତିଥି – ୧୩ଶୀ ରାତ୍ରି ୦୨.୨୧ ଗତେ ୧୪ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୦୧ ଗତେ କର୍କ୍ରଟ ଓ ମକର । ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।
ଶିକ୍ଷା କ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ନୂତନ ବନ୍ଧୁ ମିଳନ ହେତୁ ମନ ଖୁସି ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର କରିବାର ସୁଯୋଗ ପାଇବେ ।