ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି - ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର– ମେଷ ଅହୋରାତ୍ର; ଘାତବାର– ମିଥୁନ
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି - ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର – ମେଷ ଅହୋରାତ୍ର; ଘାତବାର – ମିଥୁନ
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି - ୫ମୀ ପ୍ରାତଃ ୦୭.୧୦ ଗତେ ୬ଷ୍ଠୀ (କ୍ଷୟ) ନିଶାନ୍ତ ୦୫.୨୦ ଗତେ ୭ମୀ । ଜାଣନ୍ତୁ ଆପଣଙ୍କ ଶୁଭ-ଅଶୁଭ ସମୟ...
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି - ୫ମୀ ପ୍ରାତଃ ୦୭.୧୦ ଗତେ ୬ଷ୍ଠୀ (କ୍ଷୟ) ନିଶାନ୍ତ ୦୫.୨୦ ଗତେ ୭ମୀ ।ଘାତ ଚନ୍ଦ୍ର- ଧନୁ ରାତ୍ରି୦୧.୪୪ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୧ ପାଦ । କୃଷିହାନୀ- ଭୂମିଦାନ ନିଶାନ୍ତ ୦୫.୨୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର ।
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧.୧୮ ଗତେ ମୀନ । ତିଥି - ୪ର୍ଥୀ ଦିବା ୦୯.୪୦ ଗତେ ୫ମୀ, ଘାତ ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ବାର – ବୃଷ ସିଂହ ଓ କନ୍ୟା ।
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୪ ତାରିଖ ଶୁକ୍ରବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...କେଉଁ ସମୟରେ ଆରମ୍ଭ କରିବେ ଶୁଭ କାର୍ଯ୍ୟ
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୪ ତାରିଖ ଶୁକ୍ରବାର, ଚନ୍ଦ୍ର – କୁମ୍ଭ ଅହୋରାତ୍ର ତିଥି - ୩ୟା ଦିବା ୧୨.୪୫ ଗତେ ୪ର୍ଥୀ ଘାତ ଚନ୍ଦ୍ର –ମିଥୁନ ଓ ମୀନ ରାତ୍ରି ୧୧.୧୮ ଗତେ ଧନୁ ଘାତ ବାର – ବିଛା ଧନୁ ଓ ମୀନ ପୁଷ୍କର ଦୋଷ – ପ୍ରାତଃ ୦୭.୦୮ ଗତେ ୧ ପାଦ କୁଟୁମ୍ବହାନି- ତିଳକାଞନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଜାଣନ୍ତୁ, ଆଜିର ଶୁଭ ଓ ଅଶୁଭ ସମୟ...
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଚନ୍ଦ୍ର – ମକର ରାତ୍ରି ୧୧.୨୬ ଗତେ କୁମ୍ଭ ତିଥି - ୨ୟା ଦିବା ୦୪.୧୭ ଗତେ ୩ୟା ଘାତ ଚନ୍ଦ୍ର –ମିଥୁନ ଓ ମୀନ ଅହୋରାତ୍ର ଘାତ ବାର –ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୧୭ ପର୍ଯ୍ୟନ୍ତ
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି - ପ୍ରତିପଦ ରାତ୍ରି ୦୮.୦୬ ଗତେ ୨ୟା, ଘାତ ଚନ୍ଦ୍ର – ସିଂହ ରାତ୍ରି ୧୧.୨୬ ଗତେ ମିଥୁନ ଓ ମୀନ, ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୦୮.୦୬ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି - ପ୍ରତିପଦ ରାତ୍ରି ୦୮.୦୬ ଗତେ ୨ୟା, ଘାତ ଚନ୍ଦ୍ର – ସିଂହ ରାତ୍ରି ୧୧.୨୬ ଗତେ ମିଥୁନ ଓ ମୀନ, ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୦୮.୦୬ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର – ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୪.୦୨ ଗତେ ୧ ପାଦ-କୃଷିହାନି-ଭୂମିଦାନ
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର – ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୪.୦୨ ଗତେ ୧ ପାଦ-କୃଷିହାନି-ଭୂମିଦାନ
ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ ଶୀ ପ୍ରାତଃ ୦୭.୨୭ ଗତେ ୧୪ଶୀ । ଘାତ ଚନ୍ଦ୍ର- ତୁଳା । ଜାଣନ୍ତୁ ଆପଣଙ୍କ ଶୁଭ-ଅଶୁଭ ସମୟ
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ ଶୀ ପ୍ରାତଃ ୦୭.୨୭ ଗତେ ୧୪ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାତ୍ରି ୧୨.୧୫ ଗତେ ସିଂହ । ଘାତ ବାର- ମିଥୁନ । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୫୮ ଗତେ ୧ ପାଦ- କୁଟୁମ୍ବହାନୀ- ତିଳକାଞ୍ଜନ ଦାନ ।
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ଜାଣନ୍ତୁ ଆପଣଙ୍କ ଶୁଭ ଓ ଅଶୁଭ ସମୟ...
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ତିଥି- ୧୨ଶୀ ଦିବା ୧୦.୩୪ ଗତେ ୧୩ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ପାଦ- କୃଷି ଓ ପଶୁହାନୀ- ଭୂମି ଓ ଅନ୍ନଦାନ ଦିବା ୧୦.୩୪ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।
ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର - ବିଛା ଅହୋରାତ୍ର । ତିଥି - ୧୧ଶୀ ଦିବା ୦୧.୦୫ ଗତେ ୧୨ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୩୩ ଗତେ ତୁଳା, କୁମ୍ଭ । ଘାତ ବାର - ବୃଷ, ସିଂହ ଓ କନ୍ୟା ।
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ସନ୍ଧ୍ୟା ୦୭.୦୭ ଗତେ ବିଛା । ତିଥି- ୧୦ମୀ ଦିବା ୦୨.୫୧ ଗତେ ୧୧ଶୀ । ଆଜି ଆପଣ କୌଣସି ଶୁଭ କାର୍ଯ୍ୟ କରିବାକୁ ଯାଉଛନ୍ତି କି ? ଜାଣିନିଅନ୍ତୁ ସମୟ....
ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ସନ୍ଧ୍ୟା ୦୭.୦୭ ଗତେ ବିଛା । ତିଥି- ୧୦ମୀ ଦିବା ୦୨.୫୧ ଗତେ ୧୧ଶୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ନାସ୍ତି ।
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର, ଜାଣନ୍ତୁ, ଆଜିର ଶୁଭ ଓ ଅଶୁଭ...
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର, ଚନ୍ଦ୍ର – ତୁଳା ଅହୋରାତ୍ର ତିଥି – ୯ମୀ ଦିବା ୦୩.୪୮ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ତୁଳା , କୁମ୍ଭ ପୁଷ୍କର ଦୋଷ – ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୧.୨୬ ପର୍ଯ୍ୟନ୍ତ
ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର ଚନ୍ଦ୍ର – କନ୍ୟା ଦିବା ୧୧.୧୧ ଗତେ ତୁଳା । ତିଥି – ୮ମୀ ଦିବା ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ମକର । ପୁଷ୍କର ଦୋଷ – ରାତ୍ରି ୦୧.୦୮ ଗତେ ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।