ସୌର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ରାତ୍ରି ୧୨.୧୮ ଗତେ ବୃଷ। ଜାଣନ୍ତୁ କେତେବେଳେ ରହିଛି ଶୁଭ ଓ ଅଶୁଭ ସମୟ
ସୌର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର – ମକର ରାତ୍ରି ୧୨.୧୮ ଗତେ ବୃଷ। ତିଥି– ୭ମୀ ଦିବା ୦୯.୦୬ ଗତେ ୯ମୀ ଘାତ ଚନ୍ଦ୍ର- ସିଂହ ରାତ୍ରି ୧୨.୧୮ ଗତେ ମିଥୁନ, ମୀନ; ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର ।ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୧୧.୨୭ ଗତେ ୭ମୀ ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୭ ଗତେ ୨ ପାଦ ।
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର । ଚନ୍ଦ୍ର – ଧନୁ ରାତ୍ରି ୦୯.୪୮ ଗତେ ମକର,ତିଥି – ୫ମୀ ଦିବା ୦୧.୪୯ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୯.୪୮ ଗତେ ସିଂହ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୪.୧୨ ଗତେ ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୪ର୍ଥୀ ଦିବା ୦୪.୦୮ ଗତେ ୫ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ
ଏହି ସପ୍ତାହରେ ଅଚାନକ ଆୟ ବୃଦ୍ଧି ହେବ, ଜାଗା, ଜମି ଆଦି କ୍ରୟ କରିବାର ଯୋଗ ରହିଛି । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଏହି ସପ୍ତାହରେ ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ ।
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର – ବିଛା ସନ୍ଧ୍ୟା ୦୭.୦୯ ଗତେ ଧନୁ ,ତିଥି – ୩ୟା ସନ୍ଧ୍ୟା ୦୬.୧୯ ଗତେ ଚତୁର୍ଥୀ । ଘାତ ଚନ୍ଦ୍ର – ସନ୍ଧ୍ୟା ୦୭.୦୯ ଗତେ ତୁଳା, କୁମ୍ଭ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୧୫ ଗତେ ୩ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୧୫ ଗତେ ୧ ପାଦ ।
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର । ଚନ୍ଦ୍ର – ତୁଳା ଦିବା ୦୩.୨୧ ଗତେ ବିଛା,ତିଥି – ପ୍ରତିପଦ ରାତ୍ରି ୦୯.୫୨ ଗତେ ୨ୟା । ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ରାତ୍ରି ୦୯.୧୨ ଗତେ ୧ ପାଦ
ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପୂର୍ଣ୍ଣିମା ରାତ୍ରି ୧୧.୦୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ରାତ୍ରି ୦୯.୩୮ ଗତେ ୧ ପାଦ- କୁଟୁମ୍ଭହାନି – ତିଳକାଞନ ଦାନ
ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଜାଣିନିଅନ୍ତୁ ଶୁଭ ଅଶୁଭ ସମୟ
ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଚନ୍ଦ୍ର– କନ୍ୟା ଦିବା ୦୯.୧୯ ଗତେ ତୁଳା, ତିଥି– ୧୪ଶୀ ରାତ୍ରି ୧୧.୪୪ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର– ବୃଷ ଦିବା ୦୯.୧୯ ପର୍ଯ୍ୟନ୍ତ, ଘାତ ବାର– ତୁଳା, କୁମ୍ଭ, ପୁଷ୍କର ଦୋଷ– ନାସ୍ତି ।
ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୪୯ ଗତେ ୧୪ଶୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।
ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ମଙ୍ଗଳବାର ।ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୨ସିଂହ ରାତ୍ରି ୧୧.୧୮ ଗତେ ୧୩ଶୀଋ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୩ ପାଦ -କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ ତିଳକାଞନ ଦାନ ରାତ୍ରି ୦୭.୪୦ ଗତେ ୨ ପାଦ
ଏହି ସପ୍ତାହରେ ଆର୍ଥିକ ଅବସ୍ଥାରେ ନିହାତି ସୁଧାର ଆସିବ । ଏହି ସପ୍ତାହଟି ଜୀବନ-ସାଥିଙ୍କ ସହ ଭଲରେ କଟିବ । ଏହି ସପ୍ତାହରେ ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ଏହି ସପ୍ତାହରେ ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ
ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...