ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର,ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି- ଅମାବାସ୍ୟା ଦିବା ୦୩.୪୬ ଗତେ ପ୍ରତିପଦ,ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ରାତ୍ରି ୦୪.୦୨ ଗତେ ଧନୁ,ତିଥି- ୧୪ଶୀ ସନ୍ଧ୍ୟା ୦୭.୧୩ ଅମାବାସ୍ୟା,ଘାତ ଚନ୍ଦ୍ର- ରାତ୍ରି ୦୪.୦୨ ଗତେ ତୁଳା ଓ କୁମ୍ଭ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର । ଚନ୍ଦ୍ର – ବିଛା ଅହୋରାତ୍ର ,ତିଥି- ୧୩ଶୀ ରାତ୍ରି ୧୦.୧୬ ଗତେ ୧୪ଶୀ,ଘାତ ଚନ୍ଦ୍ର- ନାସ୍ତି,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି-ତିଳକାଞନ ଦାନ ଦିବା ୦୮.୩୨ ପର୍ଯ୍ୟନ୍ତ ।
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୬ ଗତେ ବିଛା, ତିଥି- ୧୨ଶୀ ରାତ୍ରି ୧୨.୪୫ ଗତେ ୧୩ଶୀ ଘାତ ଚନ୍ଦ୍ର- ନାସ୍ତି । ଘାତ ବାର – ମକର ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୦୯.୫୩ ଗତେ ୩ ପାଦ
ଏହି ସପ୍ତାହରେ ଆର୍ଥିକ କ୍ଷେତ୍ରରେ ଲାଭବାନ୍ ହେବେ,ଶାରୀରିକ ପିଡା ଓ ମାନସିକ ଅଶାନ୍ତି ଦେଖାଦେବ, ପ୍ରେମ ସମ୍ବନ୍ଧରେ ସୁଖଦ ଉପହାର ମିଳିବ । ଏହି ସପ୍ତାହରେ ଚାକିରି କ୍ଷେତ୍ରରେ ସମତା ରକ୍ଷା କରିବେ ।
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୧ଶୀ ରାତ୍ରି ୦୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମିଥୁନ ପୁଷ୍କର ଦୋଷ – ରାତ୍ରି ୦୨.୩୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – କନ୍ୟା ରାତ୍ରି ୧୦.୨୯ ଗତେ ତୁଳା ତିଥି- ୧୦ମୀ ରାତ୍ରି ୦୩.୩୨ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ରାତ୍ରି ୧୦.୨୯ ପର୍ଯ୍ୟନ୍ତ ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଦିବା ୦୨.୦୩ ଗତେ କନ୍ୟା ତିଥି- ୯ମୀ ରାତ୍ରି ୦୩.୪୧ ଗତେ ୧୦ମୀ ଘାତ ଚନ୍ଦ୍ର- ବୃଷ, ଦିବା ୦୨.୦୩ ଗତେ ବୃଷ ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ –୨ ପାଦ ଦିବା ୦୯.୧୬ ଗତେ ୧ପାଦ - କୃଷିହାନୀ-ଭୂମି ଦାନ
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଦିବା ୦୨.୦୩ ଗତେ କନ୍ୟା ତିଥି- ୯ମୀ ରାତ୍ରି ୦୩.୪୧ ଗତେ ୧୦ମୀ ଘାତ ଚନ୍ଦ୍ର- ବୃଷ, ଦିବା ୦୨.୦୩ ଗତେ ବୃଷ ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ –୨ ପାଦ ଦିବା ୦୯.୧୬ ଗତେ ୧ପାଦ - କୃଷିହାନୀ-ଭୂମି ଦାନ
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ଦିବା ୦୨.୦୩ ଗତେ କନ୍ୟା ତିଥି- ୮ମୀ ରାତ୍ରି ୦୩.୦୨ ଗତେ ୯ମୀ ଘାତ ଚନ୍ଦ୍ର- କର୍କଟ, ମକର ଦିବା ୦୨.୦୩ ଗତେ ବୃଷ ଘାତ ବାର – ବିଛା , ଧନୁ ଓ ମୀନ ପୁଷ୍କର ଦୋଷ – ପ୍ରାତଃ ୦୭.୩୩ ଗତେ ୧ପାଦ - କୁଟୁମ୍ଭହାନି-ତିଳକାଞନ ଦାନ
ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ (ଅହୋରାତ୍ର) ତିଥି- ୭ମୀ ରାତ୍ରି ୦୧.୩୯ ଗତେ ୮ମୀ ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧.୩୯ ପର୍ଯ୍ୟନ୍ତ
ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର
ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ସିଂହ (ଅହୋରାତ୍ର) । ତିଥି- ୬ଷ୍ଠୀ ରାତ୍ରି ୧୧.୪୨ ଗତେ ୭ମୀ । ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) । ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୧୧.୪୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ
ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ
ଏହି ସପ୍ତାହରେ ବ୍ୟବସାୟରେ ପ୍ରଚୁର ଲାଭ ହେବ । ଏହି ସପ୍ତାହରେ କୈାଣସି ଶୁଭ ସମାଚାର ଶୁଣିବାକୁ ପାଇବେ ,ଆର୍ଥିକ ଲାଭ ତଥା ଭୂମି, ସୁନା ଆଦି ଲାଭ କରିବେ । କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୁଚନା ମିଳିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ଓ ପରିକ୍ଷାରେ କୃତକାର୍ଯ୍ୟ ହେବେ ।