ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ତିଥି – ୧୩ ଶୀ ରାତ୍ରି ୦୨/୩୧ ଗତେ ୧୪ଶୀ, ଚନ୍ଦ୍ର - ସିଂହ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି
ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର। ତିଥି – ୧୨ ଶୀ ରାତ୍ରି ୦୧/୧୭ ଗତେ ୧୩ଶୀ ଚନ୍ଦ୍ର – କର୍କଟ ରାତ୍ରି ୦୨/୦୨ ଗତେ ସିଂହ ଘାତ ଚନ୍ଦ୍ର- ରାତ୍ରି ୦୨/୦୨ ଗତେ କର୍କଟ ଓ ମକର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧/୧୭ ପର୍ଯ୍ୟନ୍ତ
ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ତିଥି – ୧୧ ଶୀ ରାତ୍ରି ୧୧/୩୪ ଗତେ ୧୨ଶୀ ଚନ୍ଦ୍ର – କର୍କଟ ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ରାତ୍ରି ୧୧/୩୪ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।
ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ମଙ୍ଗଳବାର । ତିଥି – ୧୦ ମୀ ରାତ୍ରି ୦୯/୨୬ ଗତେ ୧୧ଶୀ, ଚନ୍ଦ୍ର – ମିଥୁନ ଦିବା ୦୨/୨୩ ଗତେ କର୍କଟ, ଘାତ ଚନ୍ଦ୍ର- କନ୍ୟା ରାଶିର ଦିବା ୦୨/୨୩ ପର୍ଯ୍ୟନ୍ତ, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ରାତ୍ରି ୦୯/୦୬ ଗତେ ୧ ପାଦ- କୃଷିହାନି- ଭୂମିଦାନ
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ତିଥି – ୯ମୀ ସନ୍ଧ୍ୟା ୦୭/୦୨ ଗତେ ୧୦ ମୀ, ଚନ୍ଦ୍ର – ମିଥୁନ ଅହୋରାତ୍ର, ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ସନ୍ଧ୍ୟା ୦୬/୧୦ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ
ଅପ୍ରତ୍ୟାଶିତ ସମ୍ପତି ପ୍ରାପ୍ତିର ଯୋଗ ରହିଛି । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର। ତିଥି – ୮ମୀ ଦିବା ୦୪/୩୩ ଗତେ ୯ମୀ ଚନ୍ଦ୍ର – ମିଥୁନ ଅହୋରାତ୍ର ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ - ୧ପାଦ - କୃଷିହାନି-ଭୂମିଦାନ
ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର ତିଥି – ୭ମୀ ଦିବା ୦୨/୧୪ ଗତେ ୮ମୀ ଚନ୍ଦ୍ର – ବୃଷ ରାତ୍ରି ୦୧/୪୪ ଗତେ ମିଥୁନ ଘାତ ଚନ୍ଦ୍ର- ବିଛା ରାଶିର ରାତ୍ରି ୦୧/୪୪ ଗତେ କନ୍ୟା ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ - ୨ ପାଦ-କୃଷି-ପଶୁହାନି– ଭୂମି ଓ ଅନ୍ନଦାନ ଦିବା ୦୨/୧୪ ଗତେ ୧ ପାଦ -କୃଷିହାନି-ଭୂମିଦାନ
ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର ତିଥି – ୬ଷ୍ଠୀ ଦିବା ୧୨/୧୯ ଗତେ ୭ମୀ ଚନ୍ଦ୍ର – ବୃଷ ଅହୋରାତ୍ର ଘାତ ଚନ୍ଦ୍ର- ବିଛା ଅହୋରାତ୍ର ଘାତ ବାର – ବିଛା , ଧନୁ, ମୀନ ରାଶିର ପୁଷ୍କର ଦୋଷ - ୧ ପାଦ-କୁଟୁମ୍ଭହାନି– ତିଳକାଞନ ଦାନ ଦିବା ୦୯/୫୬ ପର୍ଯ୍ୟନ୍ତ, ତତ୍ପରେ ଦିବା ୧୨/୧୯ ଗତେ ୧ପାଦ ପଶୁସମ୍ପଦ ନାଶ – ଅନ୍ନଦାନ
ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ତିଥି – ୫ମୀ ଦିବା ୧୧/୦୦ ଗତେ ୬ଷ୍ଠୀ ଚନ୍ଦ୍ର – ମେଷ ଦିବା ୦୨/୨୯ ଗତେ ବୃଷ ଘାତ ଚନ୍ଦ୍ର- ମେଷ ରାଶିର ଦିବା ୦୨/୨୯ ଗତେ ବିଛା ଘାତ ବାର – ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ - ଦିବା ୦୮/୦୫ ଗତେ ୧ ପାଦ-କୁଟୁମ୍ଭହାନି– ତିଳକାଞନ
ଶୁଭ ସମୟ- ପ୍ରାତଃ ୦୫/୩୭ ରୁ ୦୭/୧୪ ଦିବା ୧୦/୧୦ ରୁ ୧୧/୧୭ ଦିବା ୦୧/୪୩ ରୁ ୦୪/୫୮ ସନ୍ଧ୍ୟା ୦୬/୩୪ ରୁ ୧୦/୩୧ ରାତ୍ରି ୧୦/୪୦ ରୁ ୦୨/୩୯ ରାତ୍ରି ୦୪/୦୮ ରୁ ୦୫/୩୭ ଅଶୁଭ ସମୟ ଋାହୁକାଳ – ଦିବା ୧୧/୪୨ ରୁ ୦୧/୧୩ କାଳବେଳା - ଦିବା ୦୮/୩୯ ରୁ ୧୦/୧୦ ବାରବେଳା - ଦିବା ୧୧/୪୨ ରୁ ୦୧/୧୩ କାଳରାତ୍ରି - ରାତ୍ରି ୦୨/୩୯ ରୁ ୦୪/୦୮
ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ତିଥି – ୩ୟା ଦିବା ୧୦/୩୭ ଗତେ ୪ର୍ଥୀ ଚନ୍ଦ୍ର – ମୀନ ପ୍ରାତଃ ୦୬/୩୬ ଗତେ ମେଷ ଘାତ ଚନ୍ଦ୍ର- ଧନୁ ରାଶିର ପ୍ରାତଃ ୦୬/୩୬ ଗତେ ମେଷ ଘାତ ବାର – ମକର ରାଶିର ପୁଷ୍କର ଦୋଷ - ୧ ପାଦ - କୃଷିହାନି-ଭୂମିଦାନ
ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ତିଥି – ୨ୟା ଦିବା ୧୧/୩୫ ଗତେ ୩ ୟା ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦିବା ୧୧/୩୫ ପର୍ଯ୍ୟନ୍ତ
ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର ତିଥି – ପ୍ରତିପଦ ଦିବା ୦୧/୧୫ ଗତେ ୨ୟା ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ ପାଦ - କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୮/୦୨ ଗତେ ୧ପାଦ-କୃଷିହାନି-ଭୂମିଦାନ ଦିବା ୦୧/୧୫ ଗତେ ୨ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
ସୌର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ, ଶନିବାର। ତିଥି – ପୂର୍ଣ୍ଣିମା ଦିବା ୦୩/୨୮ ଗତେ ପ୍ରତିପଦ। ତିଥି – ପୂର୍ଣ୍ଣିମା ଦିବା ୦୩/୨୮ ଗତେ ପ୍ରତିପଦ ଚନ୍ଦ୍ର – କୁମ୍ଭ ରାତ୍ରି ୦୨/୨୩ ଗତେ ମୀନ ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୨/୨୩ ଗତେ ଧନୁ ଘାତ ବାର – ବୃଷ, ସିଂହ, କନ୍ୟା ରାଶିର ପୁଷ୍କର ଦୋଷ – ୧ପାଦ
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ତିଥି – ୧୪ ଶୀ ସନ୍ଧ୍ୟା ୦୬/୦୮ ଗତେ ପୂର୍ଣ୍ଣିମା ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର – ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ନାସ୍ତି
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର ତିଥି – ୧୩ ଶୀ ରାତ୍ରି ୦୯/୦୩ ଗତେ ୧୪ଶୀ ଚନ୍ଦ୍ର – ମକର ରାତ୍ରି ୧୨/୩୯ ଗତେ କୁମ୍ଭ ଘାତ ଚନ୍ଦ୍ର- ସିଂହ ରାଶିର , ରାତ୍ରି ୧୨/୩୯ ଗତେ ମିଥୁନ ଓ ମୀନ ରାଶିର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ –ନାସ୍ତି
ଏହି ସପ୍ତାହରେ କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ । ବ୍ୟବସାୟରେ ସଫଳତା ମିଳିବ । କୈାଣସି କାର୍ଯ୍ୟରେ ହଠାତ୍ ବାଧା ସୃଷ୍ଟି ହୋଇପାରେ । ପାରିବାରିକ ଜୀବନ ସୁଖ , ଶାନ୍ତିରେ କଟିବ । ମହିଳା ମାନେ ଅଧିକ ପରିଶ୍ରମ କରିବେ । ଶିକ୍ଷାର୍ଥି ମାନେ ପଢାରେ କୃତିତ୍ୱ ହାସଲ କରିବେ ।
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର। ତିଥି – ୧୨ ଶୀ ରାତ୍ରି ୧୨/୦୫ ଗତେ ୧୩ ଶୀ, ଚନ୍ଦ୍ର – ମକର ରାଶିର ଅହୋରାତ୍ର, ଘାତ ଚନ୍ଦ୍ର- ସିଂହ ଅହୋରାତ୍ର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ –୨ପାଦ- ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୦୪/୦୦ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନ ଦାନ ରାତ୍ରି ୧୨/୦୫ ପର୍ଯ୍ୟନ୍ତ
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ମଙ୍ଗଳବାର ତିଥି – ୧୦ ମୀ ପ୍ରାତଃ ୦୫/୫୪ ଗତେ ୧୧ ଶୀ ଚନ୍ଦ୍ର – ଧନୁ ରାତ୍ରି ୧୧/୩୭ ଗତେ ମକର ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ରାତ୍ରି ୧୧/୩୭ ଗତେ ସିଂହ ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ ସନ୍ଧ୍ୟା ୦୬/୦୯ ଗତେ ୨ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ରାତ୍ରି ୦୩/୦୫ ଗତେ ୩ ପାଦ- କୃଷି, ପଶୁ ଓ ବଂଶହାନି-ଭୂମି,ଅନ୍ନ ଓ ତିଳକାଞନ ଦାନ
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର ତିଥି – ୯ମୀ ଦିବା ୦୮/୨୮ ଗତେ ୧୦ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ନାସ୍ତି
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ତିଥି – ୮ମୀ ଦିବା ୧୦/୪୦ ଗତେ ୯ମୀ, ଚନ୍ଦ୍ର – ବିଛା ରାତ୍ରି ୦୯/୪୨ ଗତେ ଧନୁ, ଘାତ ଚନ୍ଦ୍ର- ରାତ୍ରି ୦୯/୪୨ ଗତେ ତୁଳା ଓ କୁମ୍ଭ, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ –୧ ପାଦ କୃଷିହାନି-ଭୂମିଦାନ
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଶନିବାର ତିଥି – ୭ମୀ ଦିବା ୧୨/୨୮ ଗତେ ୮ମୀ ଚନ୍ଦ୍ର – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର –ବିଛା, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ଦିବା ୧୨/୨୮ ଗତେ ୧ ପାଦ କୃଷିହାନି-ଭୂମିଦାନ
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ତିଥି –୬ଷ୍ଠୀ ଦିବା ୦୧/୫୧ ଗତେ ୭ମୀ ଚନ୍ଦ୍ର – ତୁଳା ସନ୍ଧ୍ୟା ୦୫/୫୫ ଗତେ ବିଛା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୧/୫୧ ଗତେ ୨ ପାଦ-ପଶୁ ୧ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୧/୪୬ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର ତିଥି – ୫ମୀ ଦିବା ୦୨/୪୯ ଗତେ ୬ଷ୍ଠୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ – ରାତ୍ରି ୧୨/୧୧ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ