ଏହି ସପ୍ତାହରେ କୈାଣସି ନୂତନ ଯାନବାହନ କିଣି ପାରନ୍ତି । ପ୍ରେମ ଜୀବନ ଖୁବ ରୋଚକ ଓ ଆନନ୍ଦ ମୟ ରହିବ । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ । ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ ।
ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାଇ ପାରନ୍ତି। ନୂଆ ଲୋକଙ୍କ ସହିତ ସାକ୍ଷାତ ହୋଇପାରେ। ସ୍ୱାସ୍ଥ୍ୟ ପାଇଁ ଅର୍ଥ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭାବିଥିବା କୌଣସି ଜରୁରୀ କାମ ସମ୍ପୂର୍ଣ୍ଣ ହେବ।
ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର ଚନ୍ଦ୍ର – ବୃଷ ରାଶିର ଘାତ ଚନ୍ଦ୍ର- ମେଷ ରାତ୍ରି ୧୨/୧୨ ଗତେ ବିଛା ଘାତ ବାର – ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୫୦ ଗତେ ୧ପାଦ
ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ଅହୋରାତ୍ର ଘାତ ଚନ୍ଦ୍ର- ମେଷ ରାଶିର ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୧ ଗତେ ୧ପାଦ
ସୌର କନ୍ୟା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର। ଚନ୍ଦ୍ର–ବୃଷ ଅହୋରାତ୍ର। ଘାତ ଚନ୍ଦ୍ର- ଧନୁ ରାଶିର ଦିବା ୦୪/୫୧ ଗତେ ମେଷ, ଘାତ ବାର– ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ– ସନ୍ଧ୍ୟା ୦୬/୪୧ ଗତେ ୧ପାଦ । ଗୋସମ୍ପଦ-ନାଶ, ତିଳକାଞ୍ଚନ ଦାନ
ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର ଚନ୍ଦ୍ର – ମେଷ ରାଶିର ଘାତ ଚନ୍ଦ୍ର- ଧନୁ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୧୦ ଗତେ ୧ପାଦ । ଗୋସମ୍ପଦ-ନାଶ, ତିଳକାଞନ ଦାନ
ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ମଙ୍ଗଳବାର ଚନ୍ଦ୍ର –ମେଷ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ, ମୀନ ରାଶିର ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୦ ଗତେ ୧ପାଦ । କୃଷି-ଗୋପଶୁ ନାଶ ଶୁଭ ସମୟ- ଦିବା ୦୭/୧୫ ରୁ ୦୯/୩୬ ଦିବା ୧୦/୨୨ ରୁ ୦୭/୫୦ ସନ୍ଧ୍ୟା ୦୫/୦୦ ରୁ ୦୯/୧୦ ରାତ୍ରି ୧୧/୦୮ ରୁ ୦୧/୩୬ ରାତ୍ରି ୦୧/୩୬ ରୁ ୦୩/୧୪
ବ୍ୟବସାୟରେ ଲାଭବାନ ହେବେ। କର୍ମ କ୍ଷେତ୍ରରେ ସଫଳତା ମିଳିପାରେ। ପୂର୍ବ ଅଭିଳାଷ ପୂରଣ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ସୁଖ ଲାଭ କରିବେ।
ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର ଚନ୍ଦ୍ର – ମୀନ ରାଶିର ଘାତ ଚନ୍ଦ୍ର- ଧନୁ, ତୁଳା ରାଶିର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ରାତ୍ରି ୦୧/୩୯ ଗତେ ୧ପାଦ । ଗୋପଶୁ- ଅନ୍ନଦାନ
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ରବିବାର ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ , ତୁଳା ଘାତ ବାର –ମେଷ ରାଶିର ପୁଷ୍କର ଦୋଷ – ୧ ପାଦ ପୁଷ୍କର ଦୋଷ । କୃଷିନାଶ-ଭୂମିଦାନ
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର ଚନ୍ଦ୍ର – କୁମ୍ଭ ରାଶିର ଘାତ ଚନ୍ଦ୍ର- ମିଥୁନ, ମୀନ ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ପାଦ ସନ୍ଧ୍ୟା ୦୫/୦୮ ଗତେ ୧ ପାଦ, କୃଷି-ସମ୍ପଦନାଶ- ଭୂମି-ତିଳକାଞନ ଦାନ
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଘାତ ବାର – ବିଛା , ଧନୁ , ମୀନ ପୁଷ୍କର ଦୋଷ – ଦିବା ୦୭/୨୭ ଗତେ ୧ ପାଦ, ପଶୁସମ୍ପଦ-ନାଶ- ଅନ୍ନ- ତିଳକାଞନ ଦାନ
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର ଚନ୍ଦ୍ର – ମକର ରାଶିର ଘାତ ଚନ୍ଦ୍ର- ସିଂହ ରାଶିର ଘାତ ବାର – ତୁଳା, କୁମ୍ଭ ରାଶିର ପୁଷ୍କର ଦୋଷ – ଦିବା ୦୯/୪୧ ଗତେ ୧ ପାଦ , ପଶୁନାଶ- ଅନ୍ନଦାନ ।
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ଚନ୍ଦ୍ର – ମକର ଅହୋରାତ୍ର ଘାତ ଚନ୍ଦ୍ର- ସିଂହ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ - ନାସ୍ତି
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ରାଶିର, ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୨ପାଦ ରାତ୍ରି ୧୦/୫୧ ଗତେ ୧ ପାଦ, କୃଷି-ଗୋତ୍ର- ସମ୍ପଦନାଶ ।
ବନ୍ଧୁ ମିଳନ ହୋଇପାରେ । କର୍ମ କ୍ଷେତ୍ରରେ କିଛି ନୂଆ ଶିଖିବାର ସୁଯୋଗ ପାଇବେ । ରାଜନୀତିରେ ସହକର୍ମୀ ମାନେ ବିଶ୍ୱାସ ଭାଜନ ହେବେ ।
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ରାତ୍ରି ୧୨/୨୫ ଗତେ ୧ ପାଦ
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର ତିଥି –୭ମୀ ରାତ୍ରି ୦୬/୪୭ ଗତେ ୮ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା , କୁମ୍ଭ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬/୪୭ ଗତେ ୧ପାଦ-କୃଷିଦାନି-ଭୂମିଦାନ
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୧ ତାରିଖ ଶନିବାର ତିଥି –୬ଷ୍ଠୀ ରାତ୍ରି ୦୮/୪୭ ଗତେ ୭ମୀ ଚନ୍ଦ୍ର – ବିଛା ରାତ୍ରି ୦୩/୧୧ ଗତେ ଧନୁ ଘାତ ଚନ୍ଦ୍ର- ରାତ୍ରି ୦୩/୧୧ ଗତେ ତୁଳା , କୁମ୍ଭ ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮/୪୭ ଗତେ ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ
ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର, ତିଥି –୫ମୀ ରାତ୍ରି ୧୦/୩୫ ଗତେ ୬ଷ୍ଠୀ ଚନ୍ଦ୍ର – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ତିଥି –୪ର୍ଥୀ ରାତ୍ରି ୧୨/୦୯ ଗତେ ୫ମୀ ଚନ୍ଦ୍ର – ତୁଳା ରାତ୍ରି ୧୧/୨୩ ଗତେ ବିଛା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ତୁଳା, କୁମ୍ଭ ପୁଷ୍କର ଦୋଷ – ପ୍ରାତଃ ୦୫/୫୨ ଗତେ ୧ପାଦ କୁଟୁମ୍ଭହାନି-ତିଳକାଞନ ଦାନ ନିଶାନ୍ତ ୦୫/୧୨ ପର୍ଯ୍ୟନ୍ତ ୦୧/୦୭
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ବୁଧବାର ତିଥି – ୩ୟା ରାତ୍ରି ୦୧/୨୭ ଗତେ ୪ର୍ଥୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ନାସ୍ତି
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ତିଥି –୨ୟା ରାତ୍ରି ୦୨/୨୮ ଗତେ ୩ୟା ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬/୧୭ ଗତେ ତୁଳା ଘାତ ଚନ୍ଦ୍ର- ବୃଷ ସନ୍ଧ୍ୟା ୦୬/୧୭ ପର୍ଯ୍ୟନ୍ତ ଘାତ ବାର – ମକର ରାଶିର ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨/୨୮ ଗତେ ୧ ପାଦ -କୃଷିହାନି-ଭୂମିଦାନ
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର ତିଥି – ପ୍ରତିପଦ ରାତ୍ରି ୦୩/୦୮ ଗତେ ୨ୟା ଚନ୍ଦ୍ର – କନ୍ୟା ଅହୋରାତ୍ର ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ପ୍ରାତଃ ୦୫/୫୪ ପର୍ଯ୍ୟନ୍ତ, ତତ୍ପରେ ରାତ୍ରି ୦୩/୦୮ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ
କାହାରିକୁ କୌଣସି କଥା ବୁଝାଇବାରେ ଭୁଲ୍ ହୋଇଯିବ ।