ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଗୁରୁବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ।ଚନ୍ଦ୍ର- ମିଥୁନ ରାତ୍ରି ୧୨.୦୩ ଗତେ କର୍କଟ, ତିଥି- ୭ମୀ ରାତ୍ରି ୦୧.୧୯ ଗତେ ୮ମୀ,ଘାତଚନ୍ଦ୍ର- କନ୍ୟା ରାଶିର , ରାତ୍ରି ୧୨.୦୩ ପର୍ଯ୍ୟନ୍ତ ,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଅସଲି ଖଡ଼ିରତ୍ନ ପଞ୍ଜିକାରେ ଅକ୍ଟୋବରରେ ବାତ୍ୟା ନେଇ ଉଲ୍ଲେଖ ରହିଛି। ଏପରିକି କେଉଁ ତାରିଖରେ ବାତ୍ୟା ହେବ ଏବଂ କେଉଁ କେଉଁ ଅଞ୍ଚଳ ପ୍ରଭାବିତ ହେବ ତାହା ମଧ୍ୟ ପଞ୍ଜିକାରେ ଗଣନା କରାଯାଇଥିଲା।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୧.୨୯ ଗତେ ୭ମୀଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ରଘାତବାର- ମକର ରାଶି,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୨୯ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନ ଦାନ ନିଶାନ୍ତ ୦୫.୩୮ ଗତେ ପୁନର୍ବସୁ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ ।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୬ଷ୍ଠୀ ରାତ୍ରି ୦୧.୨୯ ଗତେ ୭ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର।
ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।
ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର। ଚନ୍ଦ୍ର- ବୃଷ ସନ୍ଧ୍ୟା ୦୬.୧୫ ଗତେ ମିଥୁନ। ତିଥି- ୫ମୀ ରାତ୍ରି ୦୨.୨୯ ଗତେ ୬ । ଘାତଚନ୍ଦ୍ର- ବୃଷ ରାଶିର , ସନ୍ଧ୍ୟା ୦୬.୧୫ ଗତେ କନ୍ୟା । ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।
ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ ।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ରବିବାର । ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୩ୟା ପ୍ରାତଃ ୦୬.୪୬ ଗତେ ୪ର୍ଥୀ ରାତ୍ରି ୦୪.୧୭ ଗତେ ୫ମୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦିବା ୦୮.୩୨ ଗତେ ୧ ପାଦ-କୃଷିହାନି-ଭୂମିଦାନ।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ପ୍ରତିପଦ ଦିବା ୦୧.୧୫ ଗତେ ୨ୟା ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ଦିବା ୦୧.୧୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।
ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଦିବା ୦୪.୨୦ ଗତେ ମେଷ, ତିଥି- ପୂର୍ଣ୍ଣିମା ଦିବା ୦୪.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୪.୨୦ ଗତେ ମେଷ ରାଶିର, ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି ।
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।
ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୮ ଗତେ ମୀନ ତିଥି- ୧୩ଶୀ ରାତ୍ରି ୧୨.୧୯ ଗତେ ୧୪ଶୀ, ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ଦିବା ୦୪.୪୮ ଗତେ ଧନୁ ରାଶିର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୭ ଗତେ ୧ ପାଦ-କୃଷିହାନି-ଭୂମିଦାନ
ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ମଙ୍ଗଳବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।
ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।
ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୧୧ଶୀ ପ୍ରାତଃ ୦୬.୪୧ ଗତେ ୧୨ଶୀ । ରାତ୍ରି ୦୩.୪୨ ଗତେ ୧୩ଶୀ ।