ବାବା ଭେଙ୍ଗାଙ୍କ ୮୫ ପ୍ରତିଶତ ଭବିଷ୍ୟବାଣୀ ସତ୍ୟ ପ୍ରମାଣିତ ହୋଇଛି। ଭ୍ଲାଦିମିର ପୁଟିନଙ୍କୁ ହତ୍ୟା କରିବାର ଉଦ୍ୟମକୁ ବାବା ଭେଙ୍ଗା ପୂର୍ବାନୁମାନ କରିଥିଲେ, ଯାହା ଏତେ ସତ୍ୟ ପ୍ରମାଣିତ ହୋଇଛି। ତେବେ ଆସନ୍ତୁ ୨୦୨୪ ଶେଷ ହେବା ପୂର୍ବରୁ ଏହି ମସିହାରେ ବାବା ଭେଙ୍ଗାଙ୍କର କେଉଁ ସବୁ ଭବିଷ୍ୟବାଣୀ ସତ୍ୟ ପ୍ରମାଣିତ ହୋଇଛି ତାହା ଜାଣିବା।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର ।ଚନ୍ଦ୍ର-ସିଂହ ଦିବା ୧୨.୫୬ ଗତେ କନ୍ୟା,ତିଥି-୭ମୀ ଦିବା ୦୨.୩୨ ଗତେ ୮ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୧୨.୫୬ ଗତେ ବୃଷ ରାଶିର,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୨.୩୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶନିବାର । ଚନ୍ଦ୍ର-ସିଂହ ଅହୋରାତ୍ର,ତିଥି-୬ଷ୍ଠୀ ଦିବା ୧୨.୨୧ ଗତେ ୭ମୀ,ଘାତଚନ୍ଦ୍ର-କର୍କଟ ଓ ମକର ରାଶିର ଅହୋରାତ୍ର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୨.୨୧ ଗତେ ୨ ପାଦ-କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ନିଶାନ୍ତ ୦୬.୧୪ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶନିବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର-ସିଂହ ଅହୋରାତ୍ର,ତିଥି-୫ମୀ ଦିବା ୧୦.୪୯ ଗତେ ୬ଷ୍ଠୀ,ଘାତଚନ୍ଦ୍ର-କର୍କଟ ଓ ମକର ରାଶିର ଅହୋରାତ୍ର,ପୁଷ୍କର ଦୋଷ- ନାସ୍ତି ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର-କର୍କଟ ରାତ୍ରି ୦୨.୦୦ ଗତେ ସିଂହ,ତିଥି-୪ର୍ଥୀ ଦିବା ୧୦.୦୩ ଗତେ ୫ମୀ,ଘାତଚନ୍ଦ୍ର- ରାତ୍ରି ୨.୦୦ ଗତେ କର୍କଟ ଓ ମକର ରାଶିର,ପୁଷ୍କର ଦୋଷ- ନାସ୍ତି
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର । ଚନ୍ଦ୍ର-କର୍କଟ ଅହୋରାତ୍ର,ତିଥି-୩ୟା ଦିବା ୧୦.୦୬ ଗତେ ୪ର୍ଥୀ ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ନାସ୍ତି
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ବାବା ଭେଙ୍ଗା ହେଉଛନ୍ତି ସେଇ ମହିଳା ଯିଏ ୯/୧୧ ଆତଙ୍କବାଦୀ ଆକ୍ରମଣ ଓ ରାଜକୁମାରୀ ଡାଏନାଙ୍କ ମୃତ୍ୟୁ ସଂପର୍କରେ ଭବିଷ୍ୟବାଣୀ କରିଥିଲେ । ସେ ଭବିଷ୍ୟବାଣୀ କରିବା ସମୟରେ ସେତେବେଳେ ଅଧିକାଂଶ ଲୋକ ବିଶ୍ୱାସ କରିନଥିଲେ । କିନ୍ତୁ ଯେତେବେଳେ ତାଙ୍କ କଥା ସତ୍ୟ ପ୍ରମାଣିତ ହେଲା, ତାଙ୍କୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା ହେଲା । ଏଇ ଚର୍ଚ୍ଚିତ ମହିଳା ଏବେ ପୁଣି କରିଛନ୍ତି ଭବିଷ୍ୟବାଣୀ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଚନ୍ଦ୍ର-ମିଥୁନ ସନ୍ଧ୍ୟା ୦୬.୪୮ ଗତେ କର୍କଟ,ତିଥି-୨ୟା ଦିବା ୧୦.୫୬ ଗତେ ୩ୟା,ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୬.୪୮ ପର୍ଯ୍ୟନ୍ତ,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦିବା ୧୦.୫୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ଏହି ସପ୍ତାହରେ ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ,ଆକସ୍ମିକ ଧନ ଲାଭ ହେବ । ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପୁରୁଣା କଥାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ।
ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ପୁଷ୍କର ଦୋଷ- ଦିବା ୧୨.୨୭ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।
ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର-ବୃଷ ଦିବା ୦୩.୦୪ଗତେ ମିଥୁନ,ତିଥି-ପୂର୍ଣ୍ଣିମା ଦିବା ୦୨.୩୧ଗତେ ପ୍ରତିପଦ, ଘାତଚନ୍ଦ୍ର- ବିଛା ରାଶିର, ଦିବା ୦୩.୦୪ ଗତେ କନ୍ୟା ରାଶିର,ଘାତବାର-ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର-ବୃଷ ଅହୋରାତ୍ର,ତିଥି-୧୪ଶୀ ଦିବା ୦୪.୫୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତବାର- ବୃଷ, ସଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ଦିବା ୦୧.୧୯ ଗତେ ବୃଷ । ତିଥି-୧୩ଶୀ ରାତ୍ରି ୦୭.୪୦ ଗତେ ୧୪ଶୀ।
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ଦିବା ୦୧.୧୯ ଗତେ ବୃଷ । ତିଥି-୧୩ଶୀ ରାତ୍ରି ୦୭.୪୦ ଗତେ ୧୪ଶୀ।
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।
ନୂଆ ବର୍ଷକୁ ସ୍ୱାଗତ କରିବା ପାଇଁ ଅନେକ ଆଶା ଓ ଉନ୍ମାଦନା ଭିତରେ ୨୦୨୫କୁ ନେଇ ଭୟଙ୍କର ଭବିଷ୍ୟତବାଣୀ କରିଛନ୍ତି ଭବିଷ୍ୟବକ୍ତା ନୋଷ୍ଟ୍ରାଦମସ୍ । ଜ୍ୟୋତିଷ ତଥା ଚିକିତ୍ସକ ମିସେଲ ଡି ନୋଷ୍ଟ୍ରାଦମସ୍ ଆଡଲଫ୍ ହିଟଲରର ଉଦୟ, ଜଳବାୟୁ ପରିବର୍ତ୍ତନ, କ୍ରାନ୍ତି, ଯୁଦ୍ଧ, ଆମେରିକାର ୯/୧୧ ଆକ୍ରମଣ ଏବଂ କରୋନା ମହାମାରୀ ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ସମ୍ପର୍କରେ ଭବିଷ୍ୟବାଣୀ କରିଥିଲେ, ଯାହା ସତ୍ୟ ପ୍ରମାଣିତ ହୋଇଛି ।
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର- ମୀନ ଦିବା ୧୧.୪୭ ଗତେ ମେଷ। ତିଥି-୧୧ ଶୀ ରାତ୍ରି ୦୧.୦୯ ଗତେ ୧୨ଶୀ। ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୧.୪୭ ଗତେ ମେଷ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୧.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।