ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର । ଚନ୍ଦ୍ର- ବିଛା ଦିବା ୦୮.୨୫ ଗତେ ଧନୁ,ତିଥି- ୧୨ଶୀ ରାତ୍ରି ୦୮.୫୫ ଗତେ ୧୩ଶୀ,ଘାତଚନ୍ଦ୍ର- ଦିବା ୦୮.୨୫ ଗତେ ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୮.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ରବିବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
୨୦୨୫ ପାଇଁ ଏପରି ଭୟଙ୍କର ପୂର୍ବାନୁମାନ ସହ ଅନେକ ଭଲ କଥା ମଧ୍ୟ ନିକୋଲସ କହିଛନ୍ତି । ସେ କହିଛନ୍ତି, ଏହି ବର୍ଷ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବଡ ଧରଣର ପ୍ରଗତି ଆସିବ । ପରିବେଶକୁ ନେଇ ବିପଦ ଏବଂ ରାଜନୈତିକ ଅସ୍ଥିରତା ମଧ୍ୟ ଦେଖା ଦେବ । ତେବେ ନିକୋଲସ କ’ଣ ଭବିଷ୍ୟବାଣୀ କରିଛନ୍ତି, ଆସନ୍ତୁ ବିସ୍ତୃତ ତଥ୍ୟ ଜାଣିବା ।
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୧ଶୀ ରାତ୍ରି ୦୮.୩୨ ଗତେ ୧୨ଶୀ,ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୩୨ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୦ମୀ ସନ୍ଧ୍ୟା ୦୭.୨୫ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ନାସ୍ତି ।
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ୧୦ମୀ ସନ୍ଧ୍ୟା ୦୭.୨୫ ଗତେ ୧୧ଶୀ। ଘାତଚନ୍ଦ୍ର- ନାସ୍ତି। ପୁଷ୍କର ଦୋଷ- ନାସ୍ତି।
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ରାତ୍ରି ୧୦.୩୧ ଗତେ ବିଛା, ତିଥି- ୯ମୀ ସନ୍ଧ୍ୟା ୦୫.୩୭ ଗତେ ୧୦ମୀ,ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୫.୦୮ ପର୍ଯ୍ୟନ୍ତ
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
୨୦୨୫ରେ ଏମିତି ବହୁତ ଅବସର ଆସିବ ଯେଉଁଠି ଆପଣଙ୍କୁ ଧୈର୍ଯ୍ୟର ସହ କାମ କରିବାକୁ ପଡିବ । ଏହି ତାରିଖରେ ଜନ୍ମିତ ବ୍ୟକ୍ତିଙ୍କ ଭାଗ୍ୟ ୨୦୨୫ରେ ଏକ ପ୍ରକାର ଚମକି ଉଠିବ । ଅନେକ ଅସମ୍ପୂର୍ଣ୍ଣ କାମ ଆପେ ଆପେ ସମ୍ପୂର୍ଣ୍ଣ ହୋଇଯିବ । କ୍ୟାରିଅର ଦୃଷ୍ଟିରୁ ଦେଖିଲେ, ଆପଣଙ୍କ ପାଇଁ ବର୍ଷର ଆରମ୍ଭରୁ ହିଁ ବୃତ୍ତିଗତ ଜୀବନର ସଫଳତା ଉପରମୁହାଁ ହେବ । ଖୁବ ପ୍ରଶଂସା ଏବଂ ସମ୍ମାନ ପାଇବେ ।
କାଣି ଆଙ୍ଗୁଠି ଓ ଅନାମିକା ଆଙ୍ଗୁଠି ମଧ୍ୟରେ ଥିବା ରେଖାରୁ କୌଣସି ବ୍ୟକ୍ତି ମାନସିକ ଭାବରେ କିଭଳି ତାହା ଜଣା ପଡିଥାଏ। କାଣି ଆଙ୍ଗୁଠିର ଶୀର୍ଷ ଓ ଅନାମିକା ଆଙ୍ଗୁଠିର ଅନ୍ତିମ ରେଖା ମଧ୍ୟରେ ଥିବା ଦୂରତାରୁ ଏହା ନିର୍ଦ୍ଧାରଣ କରାଯାଏ।
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୮ମୀ ଦିବା ୦୩.୧୮ ଗତେ ୯ମୀ,ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ରାତ୍ରି ୦୨.୩୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଦିବା ୧୦.୦୩ ଗତେ ତୁଳା । ତିଥି- ୭ମୀ ଦିବା ୧୨.୪୦ ଗତେ ୮ମୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୧୦.୦୩ ପର୍ଯ୍ୟନ୍ତ । ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୧୨.୪୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଦିବା ୧୦.୦୩ ଗତେ ତୁଳା । ତିଥି- ୭ମୀ ଦିବା ୧୨.୪୦ ଗତେ ୮ମୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୧୦.୦୩ ପର୍ଯ୍ୟନ୍ତ । ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୧୨.୪୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।
ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ଅନୁଭବ କରିବେ । ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହଁ । ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ପୈତୃକ ସମ୍ପତ୍ତିର ସମାଧାନ ହୋଇଯିବ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳାମାନେ ଉତ୍ସାହିତ ରହିବେ।
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୬ଷ୍ଠୀ ଦିବା ୦୯.୫୮ ଗତେ ୭ମୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ପୁଷ୍କର ଦୋଷ- ଦିବା ୦୯.୫୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୫ମୀ (ମଳ) ପ୍ରାତଃ ୦୭.୩୧ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୩୦ ଗତେ ୧ ପାଦ-କୃଷିହାନି-ଭୂମିଦାନ
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ବାବା ଭେଙ୍ଗା ଯେଉଁ ୫ଟି ରାଶିର ଭାଗ୍ୟୋଜ୍ଜ୍ୱଳ ହେବ ବୋଲି କହିଛନ୍ତି ତା ଭତରେ ଅଛନ୍ତି ମିଥୁନ ରାଶିର ବ୍ୟକ୍ତି । ୨୦୨୫ରେ ମିଥୁନ ରାଶି ଲୋକଙ୍କର ପ୍ରଚୁର ଲାଭ ହେବ । ଚଳିତ ବର୍ଷ ବେଶ ଭଲ ରୋଜଗାର କରିବାର ସୁଯୋଗ ଏମାନଙ୍କ ପାଇଁ ଆସିବ । ବିଜନେସ ଏବଂ କମ୍ୟୁନିକେଶନ କ୍ଷେତ୍ରରେ ମିଥୁନ ରାଶି ବ୍ୟକ୍ତିଙ୍କୁ ବେଶ ଫାଇଦା ମିଳିବ । ଏହି ଲୋକଙ୍କ ପାଖରେ ସହଜରେ ନେଟୱର୍କ ତିଆରି କରିବାର କ୍ଷମତା ଥାଏ । ଯଦ୍ୱାରା ସେମାନେ ଅନ୍ୟମାନଙ୍କୁ ପ୍ରଭାବିତ କରିପାରନ୍ତି ।
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶନିବାର । ଚନ୍ଦ୍ର- ସିଂହ ରାତ୍ରି ୦୯.୨୯ ଗତେ କନ୍ୟା,ତିଥି- ୫ମୀ ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ରାତ୍ରି ୦୯.୨୯ ଗତେ ବୃଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୫୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ଶନିବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ନିଜର ଜୀବନ ସାଥିଙ୍କୁ ସମୟ ଦେବେ । କାର୍ଯ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଅଫିସରେ ଉଚ୍ଚ କର୍ମଚାରୀଙ୍କଠାରୁ ଆପଣ କାମ ଶିଖିବେ । ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ ।
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର ।ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୪ର୍ଥୀ ନିଶାନ୍ତ ୦୫.୩୦ ଗତେ ୫ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ପୁଷ୍କର ଦୋଷ- ନାସ୍ତି ।