ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର...ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର – ତୁଳା ଓ କୁମ୍ଭ
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଚନ୍ଦ୍ର – ମକର ଦିବା ୧୦.୧୮ ଗତେ କୁମ୍ଭ । ତିଥି – ୧୪ଶୀ ଦିବା ୧୦.୫୮ ଗତେ ପୂର୍ଣମା । ଘାତ ଚନ୍ଦ୍ର - ସିଂହ ରାଶି, ଦିବା ୧୦.୧୮ ଗତେ ମିଥୁନ ଓ ମୀନ । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଜାଣନ୍ତୁ ଆପଣଙ୍କ ଶୁଭ ଅଶୁଭ ସମୟ...
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୩ଶୀ ଦିବା ୦୨.୪୮ ଗତେ ୧୪ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ଧନୁ, କୁମ୍ଭ, ମୀନ ଆଦି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ନୂତନ ସୁଯୋଗ । ସୋମବାର ଠାରୁ ଆରମ୍ଭ ହୋଇଥିବା ସପ୍ତାହ ଜ୍ୟୋତିଷ ଶାସ୍ତ୍ରରେ ସ୍ୱତନ୍ତ୍ର । ଏହି ସପ୍ତାହରେ ଗ୍ରହମାନଙ୍କର ପରିବର୍ତ୍ତନ ହେଉଛି ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର । ଚନ୍ଦ୍ର – ଧନୁ ଦିବା ୧୦.୩୮ ଗତେ ମକର ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର । ଚନ୍ଦ୍ର – ଧନୁ ଦିବା ୧୦.୩୮ ଗତେ ମକର । ତିଥି – ୧୨ଶୀ ସନ୍ଧ୍ୟା ୦୬.୨୩ ଗତେ ୧୩ଶୀ । ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ରାଶିର ଦିବା ୧୦.୩୮ ଗତେ ସିଂହ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୨.୪୨ ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି-୧୧ଶୀ ରାତ୍ରି ୦୯.୩୨ ଗତେ ୧୨ଶୀ । ଘାତ ଚନ୍ଦ୍ର-ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତ ବାର – ମେଷ
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର- ବିଛା ଦିବା ୦୮.୩୬ ଗତେ ଧନୁ ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର-ବିଛା ଦିବା ୦୮.୩୬ ଗତେ ଧନୁ । ତିଥି-୧୦ ମୀ ରାତ୍ରି ୧୨.୦୮ ଗତେ ୧୧ଶୀ । ଘାତ ଚନ୍ଦ୍ର-ଦିବା ୦୮.୩୬ ଗତେ ତୁଳା ଓ କୁମ୍ଭ । ଘାତ ବାର-ବୃଷ ,ସିଂହ ଓ କନ୍ୟା ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର...ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି - ୯ମୀ ରାତ୍ରି ୦୨.୦୨ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ନାସ୍ତି
ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର। ଜାଣନ୍ତୁ, ଆଜିର ଶୁଭ ଓ ଅଶୁଭ ସମୟ...
ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର। ଚନ୍ଦ୍ର – ବିଛା ଅହୋରାତ୍ର ତିଥି - ୮ମୀ ରାତ୍ରି ୦୩.୧୦ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି ଘାତବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳ କାଞନ ଦାନ ଦିବା ୦୯.୦୨
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୩ ଗତେ ବିଛା । ତିଥି – ୭ମୀ ରାତ୍ରି ୦୩.୩୧ ଗତେ ୮ମୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ-ପଶୁ ସମ୍ପଦ । ନାଶ-ଅନ୍ନ ଦାନ ଦିବା ୦୮.୦୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୩୧ ଗତେ ୧ ପାଦ-କୁଟୁମ୍ବ ହାନି - ତିଳକାଞ୍ଚନ ଦାନ ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର । ଚନ୍ଦ୍ର – ତୁଳା ରାତ୍ରି ୦୨.୫୩ ଗତେ ବିଛା । ତିଥି – ୭ମୀ ରାତ୍ରି ୦୩.୩୧ ଗତେ ୮ମୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ-ପଶୁ ସମ୍ପଦ । ନାଶ-ଅନ୍ନ ଦାନ ଦିବା ୦୮.୦୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୩୧ ଗତେ ୧ ପାଦ-କୁଟୁମ୍ବ ହାନି - ତିଳକାଞ୍ଚନ ଦାନ ।
ସୌର ସିଂହମାସ ଶ୍ରାବଣ( ଶୁଦ୍ଧ) ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଜାଣନ୍ତୁ ଆଜି କେଉଁ ରାଶିର ରହିଛି ଘାତ ବାର...
ସୌର ସିଂହମାସ ଶ୍ରାବଣ( ଶୁଦ୍ଧ) ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୬ ଷ୍ଠୀ ରାତ୍ରି ୦୩.୦୬ ଗତେ ୭ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୩.୦୬ ଗତେ ୨ ପାଦ- କୃଷି ଓ ପଶୁହାନୀ-ଭୂମି ଓ ଅନ୍ନଦାନ ।
ନିର୍ମାଣ କାର୍ଯ୍ୟ, ମାଲିମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ । ସହକର୍ମୀମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଜାଣନ୍ତୁ ଆଜି ଆପଣଙ୍କ ଶୁଭ ଅଶୁଭ ସମୟ
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୫.୩୦ ଗତେ ତୁଳା । ତିଥି – ୫ମୀ ରାତ୍ରି ୦୨.୦୦ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ବୃଷ ରାଶିର ସନ୍ଧ୍ୟା ୦୫.୩୦ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ନାସ୍ତି ।
ସୈାର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୨୦ ତାରିଖ ରବିବାର । ଚନ୍ଦ୍ର-କନ୍ୟା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୨.୨୨ ଗତେ ୫ ମୀ, ଘାତ ଚନ୍ଦ୍ର- ବୃଷ ରାଶି ର ଅହୋରାତ୍ର, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ