Advertisment

Daily Horoscope 10th March 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ –  ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।

author-image
Deepak Acharya
undefined

ମେଷ
ଅଶ୍ୱନୀ –  ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । 
ଦ୍ୱିଜା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ  ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।
କୃତିକା – ଏକାଡେମିକ୍ କାର୍ଯ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଆୟରଉତ୍ସ ବୃଦ୍ଧି ପାଇବା ଫଳରେ , ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

Advertisment

ବୃଷ-
କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ ।  କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।  
ରୋହିଣୀ- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ ।
ମୃଗଶିରା- ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ ପାରନ୍ତି । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ
ମୃଗଶିରା  -  ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ  । ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
ଆଦ୍ରା -  ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ ।  ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ ।
ପୁନର୍ବସୁ -  ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

Advertisment

କର୍କଟ-
ପୁନର୍ବସୁ- ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।
ପୁଷ୍ୟା- ରାଜନୀତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ ।
ଅଶ୍ଲେଷା- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ
ମଘା – ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ ।  ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ ।
ପୂ , ଫାଲଗୁନୀ - ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । 
ଉ ,ଫାଲଗୁନୀ – କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ ।  ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।  ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ 

କନ୍ୟା-
ଉ,ଫଳଗୁନି- ବିଶେଃଷ ସୂତ୍ରରୁ ଅର୍ଥ ଲାଭ କରିବେ । ରକ୍ତ ସମ୍ପର୍କୀୟ ଜଣେ ବନ୍ଧୁଙ୍କ ସାହାଯ୍ୟର ପ୍ରତିଶ୍ରୁତି ଦେବେ , ସୁଯୋଗ ପାଇ କାମ ହାସଲ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ ।
ହସ୍ତା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ଛାତ୍ରଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ ।
ଚିତ୍ରା- ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ  

ତୁଳା -
ଚିତ୍ରା – ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ବିଦେଶରେ ଥିବା ସପଂର୍କୀୟଙ୍କ ସହିତ କଥା ହେବା ପାଇଁ ସୁଯୋଗ ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ ।
ସ୍ୱାତୀ – ପାରିବାରରେ ସୁସ୍ଥ ବାତାବରଣ ଜାରି  ରହିବ। ସହିତ ଭାତୃ ସଂପର୍କରେ ଉନ୍ନତି ଘଟିବ ।  ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି ।
ବିଶାଖା – ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ

ବିଛା-
ବିଶାଖା- ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ ।  ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।
ଅନୁରାଧା- ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ ।
ଜ୍ୟେଷ୍ଠା- କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ ।  ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ
ମୂଳା – ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ ।
ପୂ , ଷାଢା – ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।  
ଉ , ଷାଢା – ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ମକର-
ଉ,ଷାଢା- ମାନସିକ ସ୍ତରରେ ଉନ୍ନତି ଆସିବ । କାର‌୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।  
ଶ୍ରବଣା- ରାଜନିତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ ।  
ଧନିଷ୍ଠା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ୫ରହିବେ ।  ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ
ଧନିଷ୍ଠା –  ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ଶତଭିଷା – ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି ।  ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ ।
ପୂ , ଭାଦ୍ରପଦ  – ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ 

ମୀନ-
ପୂ,ଭାଦ୍ରପଦ- ଶାରିରୀକ ଉନ୍ନତି ଆସିବ ।  କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଉ,ଭାଦ୍ରପଦ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ
ରେବତୀ-ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ। ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Horoscope
Advertisment
Related Articles
Advertisment