Advertisment

Daily Horoscope 17th January 2026: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ଆପଣଙ୍କ  ମନରେ ଏଭଳି ବିଚାର ଆସିବ  ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।

undefined

Horoscope Photograph: (OTV)

Advertisment

ମେଷ-
ଅଶ୍ୱନୀ- ଆପଣଙ୍କ  ମନରେ ଏଭଳି ବିଚାର ଆସିବ  ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । 
ଦ୍ୱିଜା- ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।
କୃତିକା- ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

Advertisment

ବୃଷ-    
କୃତିକା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାନିଙ୍ଗ କରି ପାରନ୍ତି, ଯାହା ଆପଣଙ୍କୁ ସଫଳତା ଆଣିଦେବ ।        
ରୋହିଣୀ- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।
ମୃଗଶିରା- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 

ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ ।  ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଆଦ୍ରା- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ଚାକିରିରେ ପଦ ମର‌୍ୟ୍ୟଦା ପ୍ରାପ୍ତ ହୋଇପାରେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ ।
ପୁନର୍ବସୁ- କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ ।  ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ଅନେକ ଗୁଡିଏ କାମ ଅଟକି ଯାଇଥିବାରୁ ଅନ୍ୟମନସ୍କ ରହିବେ ।
ପୁଷ୍ୟା- ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ଋଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
ଅଶ୍ଳେଷା- ଉପରିସ୍ଥ କର୍ମଚାରୀ ମାନଙ୍କ  ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- କିଛି ମିଠା ଖାଇ ଘରୁ ବାହାରନ୍ତୁ

ସିଂହ-
ମଘା- ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ । ସନ୍ଧ୍ୟା ସମୟରେ ପରିବାର ଲୋକଙ୍କ ସହିତ ସମୟ ବିତାଇବେ ।
ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ।  ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ଉ,ଫାଲଗୁନି- ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

Advertisment

କନ୍ୟା-
ଉ- ଫାଲ୍‌ଗୁନୀ- ଦେହପିଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।
ହସ୍ତା- କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ ।
ଚିତ୍ରା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ । ନିଜ ପରିସରରେ ଜଣେ ବନ୍ଧୁ ସାହାର‌୍ୟ୍ୟର ପ୍ରତିଶୃତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ତୁଳା-
ଚିତ୍ରା- ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।
ସ୍ୱାତୀ- ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି ।
ବିଶାଖା- ଅନ୍‌ଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ଖେଳକୁଦରେ ମନ ଦେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ବିଛା-
ବିଶାଖା- ସ୍ୱାସ୍ଥ୍ୟ  କ୍ଷେତ୍ରରେ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।  କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ ।
ଅନୁରାଧା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଜ୍ୟୋଷ୍ଠା- ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି ।  କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-
ମୂଳା- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।      
ପୂ,ଷାଢା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ । ନିଜର ଦୋଷ ତୃଟି ସ୍ୱକାର କରିବେ ।
ଉ,ଷାଢା- କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ମକର-
ଉ, ଷାଢା- ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।
ଶ୍ରବଣା-– ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ । 
ଧନିଷ୍ଠା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-
ଧନିଷ୍ଠା- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ ।
ଶତଭିଷା- ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।  ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ ।    
ପୂ,ଭାଦ୍ରପଦ- ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ । କୈାଣସି ଅସ୍ଥାୟୀ କାର‌୍ୟ୍ୟ ସ୍ଥାୟୀ ହୋଇପାରେ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ପୂ, ଭାଦ୍ରପଦ- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।
ଉ, ଭାଦ୍ରପଦ- ବ୍ୟବସାୟରେ ଭାଗ୍ୟର ସହଯୋଗ  ପାଇବେ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ ।
ରେବତୀ- ମହିଳା  ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ।  ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ