Advertisment

Daily Horoscope 18th October 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ ।  ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।

undefined
Advertisment

ମେଷ-
ଅଶ୍ୱନୀ- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ ।  ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
ଦ୍ୱିଜା- ପ୍ରସାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।
କୃତିକା- ସମାଜ ସେବା କରିବାରେ ମନଭାବ ପୋଷଣ କରିବେ ।  ଗୃହ ନିର୍ମାଣ ବା ଯାନବାହ. ଭୂମି କ୍ରୟ କରି ପାରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କୈାଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତ

Advertisment

ବୃଷ-
କୃତିକା- ସ୍ୱାସ୍ଥ୍ୟ ସମ୍ବନ୍ଧିତ କିଛି ସମସ୍ୟା ମଧ୍ୟ ଦେଖା ଦେଇପାରେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ ।
ରୋହିଣୀ- ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।  ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।
ମୃଗଶିରା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ମୃଗଶିରା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି ।
ଆଦ୍ରା- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ ।
ପୁନର୍ବସୁ- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବଗଳାମୁଖିଙ୍କର ପୂଜା ପାଠ କରନ୍ତୁ

Advertisment

କର୍କଟ-
ପୁନର୍ବସୁ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ 
ପୁଷ୍ୟା- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ  ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ।
ଅଶ୍ଲେଷା- ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଜନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ମଘା- କୈାଣସି ରୋଗରେ ସାମାନ୍ୟ କଷ୍ଟ ପାଇ ପାରନ୍ତି । ଯୋଗାଯୋଗ ଅଭାବ ହେତୁ ସମ୍ପର୍କୀୟଙ୍କ  ମଧ୍ୟରେ ଦୂରତା ରହିପାରେ । ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ ।
ପୂ,ଫାଲଗୁନି- ସମ୍ପର୍କୀୟ ମାନଙ୍କର ସାହାର୍ଯ୍ୟ ପାଇବା କାରଣରୁ ଆର୍ଥିକ ଉନ୍ନତି ପାଇପାରିବେ ।  ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । 
ଉ,ଫାଲଗୁନି- ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Advertisment

କନ୍ୟା-
ଉ,ଫଳଗୁନି- ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ପ୍ରେମିଯୁଗଳ ଏକାନ୍ତରେ ସମୟ କାଟିବେ ।
ହସ୍ତା- ପ୍ରତିଯୋଗୀତାରେ ସଫଳ ହେବେ । ଉଚ୍ଚ ଶିକ୍ଷା ପାଇଁ ଭଲ ସୁଯୋଗ ପାଇବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ ।
ଚିତ୍ରା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।  ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ମିଠା ଖାଇ ଘରୁ ବାହରନ୍ତୁ

ତୁଳା-
ଚିତ୍ରା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।  
ସ୍ୱାତୀ- ବ୍ୟବସାୟୀ ମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଚାକିରି କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।
ବିଶାଖା- ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ବିଛା-
ବିଶାଖା- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ସାମାନ୍ୟ ଚିନ୍ତା ଦେଖାଦେବ। କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ  ନିଷ୍ପତି  ନେଇ ସଫଳ  ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ
ଅନୁରାଧା- କାର୍ଯ୍ୟଦକ୍ଷିତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ।  ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ 
ଜ୍ୟେଷ୍ଠା- ଆୟର ଉତ୍ସ ବୃଦ୍ଧି ପାଇବା ଫଳରେ , ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଧନୁ-
ମୂଳା- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ
ପୂ,ଷାଢା- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।
ଉ,ଷାଢା- ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର –  ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ଉ,ଷାଢା- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ଘରକୁ ବନ୍ଧୁ ଆସିପାରନ୍ତି କ୍ଷ  କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ  କାରବାରରେ ଆପଣଙ୍କର ବହୁତ ଲାଭ ହେବ।
ଶ୍ରବଣା- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ କ୍ଷ ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସ କାମରେ ବ୍ୟସ୍ତ ରହି ପାରନ୍ତି । 
ଧନିଷ୍ଠା- ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

କୁମ୍ଭ-
ଧନିଷ୍ଠା- ହଠାତ୍ ବାୟୁରୋଗ ଦେଖା ଦେଇପାରେ ।  ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରି ପାରବେ ନାହିଁ।  ସ୍ଥଗିତ ଥିବା କର୍ମଟି ପୂରଣ ହେବା ସହ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ ।
ଶତଭିଷା- ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ ।  ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି  ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ
ପୂ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ

ମୀନ-
ପୂ,ଭାଦ୍ରପଦ- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ
ଉ,ଭାଦ୍ରପଦ- ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ସରକାରୀ କାମରେ ସଫଳତା ପାଇବେ । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ
ରେବତୀ- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ