/odishatv-khabar/media/media_files/uploadimage/library/16_9/16_9_0/Horoscope_1722650611-276554.jpg)
ମେଷ-
ଅଶ୍ୱନୀ- ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ ।
ଦ୍ୱିଜା- ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ
କୃତିକା- ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ
କୃତିକା - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ।
ରୋହିଣୀ – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ୟ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ମୃଗଶିରା – ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି
ଆଦ୍ରା- ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରିବାରର ସପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।
ପୁନର୍ବସୁ- ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ
ପୁନର୍ବସୁ - ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।
ପୁଷ୍ୟା – ଆର୍ଥିକ କ୍ଷେତ୍ରରେ ଲାଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ
ଅଶ୍ଳେଷା - ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ମଘା- ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ କ୍ଷ ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।
ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ କ୍ଷ କାର୍ଯ୍ୟ କ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତି ଙ୍କୁ ଭଲ ସୁଯୋଗ ମିଳିବ ।
ଉ,ଫାଲଗୁନି- ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା
ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।
ହସ୍ତା – ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।
ଚିତ୍ରା – ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ୟ୍ୟରେ ସଫଳତା ପାଇବେ । ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ
ସ୍ୱାତୀ- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ
ବିଶାଖା- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତି କିଣିବାର ଯୋଗ ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା
ବିଶାଖା – ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।
ଅନୁରାଧା – ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ
ଜ୍ୟେଷ୍ଠା – ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ମୂଳା- ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ ।
ପୂ,ଷାଢା- କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ । ପଢାପଢିରେ ସମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ।
ଉ,ଷାଢା- ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାର୍ୟ୍ୟ ସହଯୋଗ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର
ଉ , ଷାଢା - ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ୟ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
ଶ୍ରବଣା – ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଧନିଷ୍ଠା – ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ପାରିବାରିକ ଜୀବନରେ ହସ ଖୁସି ଲାଗି ରହିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାର୍ଯ୍ୟ କରିବେ ।
ଶତଭିଷା- ବନ୍ଧୁ ମାନଙ୍କ ସହିତ ପୂର୍ବ ମାମଲା ସମାଧାନ କରିବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ
ପୂ,ଭାଦ୍ରପଦ- ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।ନିତିଦିଆ କାମ ସହଜରେ ପୂରା ହୋଇଯିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ
ପୂ, ଭାଦ୍ରପଦ- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ ।
ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ରେବତୀ- ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ
Today Panchang 21st December 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

Avatar 3 : ନୂଆ ଏକ ଦୁନିଆ , ପାଣି ନୁହେଁ ଏଥର ନିଆଁର ଆସର ... ମଜା ନେବେ ଦର୍ଶକ
KISS Faces Global Backlash: ଲମ୍ବୁଛି ‘କିସ୍’ କଳା କାହାଣୀ, ଖୋଲୁଛି ଅଚ୍ୟୁତଙ୍କ ମୁଖା

Big Calls by Selectors: ଶୁବମନ ଗିଲ୍ ଆଉଟ୍, ଇଶାନ କିଷାନ୍ ଇନ୍ ...T-20 ବିଶ୍ବକପ୍ ପାଇଁ ଭାରତୀୟ ଦଳ ଘୋଷଣା

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)