• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଭଲ କରିବେ, ଲାଭବାନ ହେବେ

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଅହୋରାତ୍ର । ତିଥି – ୧୨ଶୀ ଦିବା ୧୧.୪୩ ଗତେ ୧୩ଶୀ ।

Aries

ମେଷ

Saturday 04 Mar 2023

ଅଶ୍ୱନୀ – ଭାଗିଦାରି ବ୍ୟବସାୟୀ ଦ୍ୱାରା କିଛି ମାତ୍ରାରେ ଲାଭବାନ୍ ହେବେ । ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗଦେଇ ମନ ଖୁସି ରହିବ । ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । 

ଦ୍ୱିଜା – ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । କାର୍ଯ୍ୟ କ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ମହିଳା ମାନେମନରେ ନୂଆ ନୂଆ ବିଚାର ଆସିବ ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ ।

କୃତିକା – ଆୟନୀ , ଅଦାଲତରେ ଜଡିତ ରହିବେ । ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୌଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ