• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଭଲ କରିବେ, ଲାଭବାନ ହେବେ

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଅହୋରାତ୍ର । ତିଥି – ୧୨ଶୀ ଦିବା ୧୧.୪୩ ଗତେ ୧୩ଶୀ ।

Taurus

ବୃଷ

Saturday 04 Mar 2023

କୃତିକା  - ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । ପାରିବାରିକ ଜୀବନ ହସଉଲ୍ଲାସରେ କଟିବ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ, ଭଉଣୀଙ୍କ ସହଯୋଗ ପାଇବେ ।

ରୋହିଣୀ – ରାଜନୈତିକ ସମର୍ଥନ ପାଇବେ । ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । 
ମୃଗଶିରା – ଅଦାଲତରେ ଜୟଯୁକ୍ତ ହେବେ । ଆପଣଙ୍କ କାମରେ ଜୀବନ ସାଥି ପ୍ରଶନ୍ନ ରହିବେ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ