• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଭଲ କରିବେ, ଲାଭବାନ ହେବେ

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଅହୋରାତ୍ର । ତିଥି – ୧୨ଶୀ ଦିବା ୧୧.୪୩ ଗତେ ୧୩ଶୀ ।

Aquarius

କୁମ୍ଭ

Saturday 04 Mar 2023

ଧନିଷ୍ଠା – ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର୍ଯ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ । ପ୍ରଶାସନିକ କାମ ଧୈର‌୍ୟ୍ୟର ସହ କରନ୍ତୁ

ଶତଭିଷା – ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ରାଜନୀତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।
ପୂ, ଭାଦ୍ରପଦ  – ଆୟିନୀର ଦ୍ୱାରସ୍ଥ ହେବେ ।  ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ