• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଭଲ କରିବେ, ଲାଭବାନ ହେବେ

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଅହୋରାତ୍ର । ତିଥି – ୧୨ଶୀ ଦିବା ୧୧.୪୩ ଗତେ ୧୩ଶୀ ।

Pisces

ମୀନ

Saturday 04 Mar 2023

ପୂ, ଭାଦ୍ରପଦ - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।

ଉ , ଭଦ୍ରପଦ - ନେତା ବା ଉଚ୍ଚପଦସ୍ଥ  ଅଧୀକାରୀଙ୍କ ସହିତ ରହିବାର  ସୁଯୋଗ  ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ ।  
ରେବତୀ – କୋର୍ଟରେ ଅପବ୍ୟବହାର ଦେଖାଇବେ । ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ । କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ