• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଭଲ କରିବେ, ଲାଭବାନ ହେବେ

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଅହୋରାତ୍ର । ତିଥି – ୧୨ଶୀ ଦିବା ୧୧.୪୩ ଗତେ ୧୩ଶୀ ।

Gemini

ମିଥୁନ

Saturday 04 Mar 2023

ମୃଗଶିରା  - ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ଆଦ୍ରା – ରାଜନିତିରେ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ବିଫଳ ହେବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । ଅଫିସ୍‌ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ଘରକୁ ବନ୍ଧୁଙ୍କ ଆଗମନ ହେବ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ ।
ପୁନର୍ବସୁ -  ଜମି-ବାଡିକୁ ନେଇ ଝମେଲା ଦେଖାଦେବ । ବେପାରରେ ବକେୟା ଅର୍ଥ ପାଇବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ