• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଭଲ କରିବେ, ଲାଭବାନ ହେବେ

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଅହୋରାତ୍ର । ତିଥି – ୧୨ଶୀ ଦିବା ୧୧.୪୩ ଗତେ ୧୩ଶୀ ।

Cancer

କର୍କଟ

Saturday 04 Mar 2023

ପୁନର୍ବସୁ – ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସ୍‌ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ । 

ପୁଷ୍ୟା –  ରାଜନିତିରେ ନିଜକୁ ଦୃଢ ରଖିବେ । ଛାତ୍ରଛାତ୍ରୀମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ । କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଡାକ୍ତରୀ ଛାତ୍ରୀ କିଛି ନୂଆ ଶିଖିବେ । କାହାର ପ୍ରରୋଚନାରେ ପଡନ୍ତୁ ନାହିଁ ।
ଅଶ୍ଳେଷା -  କୋର୍ଟର ତାରିଖ ସ୍ଥିର ହେବ । ମହିଳା ମାନେ କର୍ମତତ୍ପର ରହିବେ । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ