• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଭଲ କରିବେ, ଲାଭବାନ ହେବେ

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଅହୋରାତ୍ର । ତିଥି – ୧୨ଶୀ ଦିବା ୧୧.୪୩ ଗତେ ୧୩ଶୀ ।

Leo

ସିଂହ

Saturday 04 Mar 2023

ମଘା – ମାନସିକ ମଧ୍ୟମ ଧରଣର ଲାଭ ପାଇବେ । ପରିବାରରେ ପୁତ୍ର ସନ୍ତାନର ଲାଭ ମିଳିବ । ବ୍ୟବସାୟରେ ଉନ୍ନତି କରିବେ । ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ ।

ପୂ, ଫାଲଗୁନୀ -  ରାଜନିତିରେ ଦୁର୍ବଳ ରହିବେ । ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ବାହନ କିଣିବା ଲାଗି ଆଗ୍ରହ ବଢିବ । ଚାକିରିରେ ପଦୋନ୍ନତି ମିଳିପାରେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।
ଉ, ଫାଲଗୁନୀ – ପୌତୃକ ସମ୍ପତିକୁ ନେଇ ଭାଗ ଦେଖାଦେବ । ମହିଳା ମାନେ ବନ୍ଧୁ ପରିଜନଙ୍କ ସହିତ ସମୟ ବିତାଇବେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର୍ଯ୍ୟରେ ଲାଗି ରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ