• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଭଲ କରିବେ, ଲାଭବାନ ହେବେ

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଅହୋରାତ୍ର । ତିଥି – ୧୨ଶୀ ଦିବା ୧୧.୪୩ ଗତେ ୧୩ଶୀ ।

Libra

ତୁଳା

Saturday 04 Mar 2023

ଚିତ୍ରା – କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପିଡା ଭୋଗ କରି ପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । କ୍ୟାରିୟରରେ ସଫଳତା ମିଳିବ ।

ସ୍ୱାତୀ – ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । 
ବିଶାଖା – ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ବାକି କାମରେ ବନ୍ଧୁ ସାହାର୍ଯ୍ୟ କରିବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ