• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଭଲ କରିବେ, ଲାଭବାନ ହେବେ

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଅହୋରାତ୍ର । ତିଥି – ୧୨ଶୀ ଦିବା ୧୧.୪୩ ଗତେ ୧୩ଶୀ ।

Sagittarius

ଧନୁ

Saturday 04 Mar 2023

ମୂଳା – ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବେ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ ।

ପୂ, ଷାଢା – ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ରାଜନିତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।
ଉ, ଷାଢା – ମାଲିମକଦମା ସମସ୍ୟାର ସମାଧାନ କରିବେ । ମହିଳା ମାନଙ୍କୁ ସମ୍ମାନ ଦେବେ । ନୂଆ ଅଧ୍ୟାପନା ଲାଗି ସୁଯୋଗ ଆସିବ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ