• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଭଲ କରିବେ, ଲାଭବାନ ହେବେ

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଅହୋରାତ୍ର । ତିଥି – ୧୨ଶୀ ଦିବା ୧୧.୪୩ ଗତେ ୧୩ଶୀ ।

Capricorn

ମକର

Saturday 04 Mar 2023

ଉ, ଷାଢା -  ଶାରିରୀକ ପିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ । ଘରର ବାତାବରଣ ଶାନ୍ତିମୟ ରହିବ ।

ଶ୍ରବଣା – ଛାତ୍ରମାନେ ମୈଳିକ ବୁଦ୍ଧିର ଉପଯୋଗ କରିବେ । ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । 
ଧନିଷ୍ଠା – ଜମି କ୍ରୟ କରି ଖୁସି ରହିବେ । ଧାର୍ମୀକ କାର୍ଯ୍ୟକ୍ରମରେ ସାମିଲ ହେବାର ସୁଯୋଗ ପାଇବେ । କୌଣସି କଥାକୁ ନେଇ ଭାବୁକ ରହିବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ