• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Yearly Horoscope 2024: ଜାନୁଆରୀ ୧ରୁ ଆରମ୍ଭ ହେବ ଏହି ରାଶିଙ୍କର ଶୁଭ ସମୟ...

ଘଣ୍ଟାରେ ୧୨ ବାଜିବ... କ୍ୟାଲେଣ୍ଡର୍ ବଦଳିବ... ଆଉ ଚାରିଆଡ଼େ ଶୁଭିବ ହାପି ନିୟୁ ଇୟର୍ । ସମସ୍ତେ ଚାହାନ୍ତି ନୂଆ ବର୍ଷ ନୂଆ ଆଶା ନେଇ ଆସୁ । ତେବେ ନୂଆବର୍ଷରେ ଗ୍ରହ ଚଳନରେ ପରିବର୍ତ୍ତନ ହେବଥିବାରୁ ୧୨ ରାଶି ପ୍ରଭାବିତ ହେବ । ଆସନ୍ତୁ ଜାଣିବା ସମସ୍ତ ୧୨ ରାଶି ପାଇଁ ଚଳିତ ବର୍ଷ କେମିତି କଟିବ...

Pisces

ମୀନ

Wednesday 20 Dec 2023

ମୀନ ରାଶିର ବ୍ୟକ୍ତିବିଶେଷ ମାନଙ୍କ ପାଇଁ ଏହି ବର୍ଷଟି ମଧ୍ୟମ ଧରଣର ହେବାର ସମ୍ଭାବନା ଅଛି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିବ । ଭଲ ଖାଦ୍ୟ ଖାଇବାକୁ ଚେଷ୍ଟା କରନ୍ତୁ । ବ୍ୟବସାୟକୁ ନୂତନ ଉଚ୍ଚତାକୁ ନେବାକୁ ଚେଷ୍ଟା କରିବେ । ଯେ କୌଣସି ବହୁ ରାଷ୍ଟ୍ରିୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ନିଜ କାର୍ଯ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣାରେ ସମୟ ଲାଗିବ । ନିଜର ପିଲାଙ୍କ ଉପରେ ନଜର ରଖିବା ଆବଶ୍ୟକ । ପିତାମାତାଙ୍କ ସହଯୋଗ ପାଇବେ । ଆପଣଙ୍କ ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ । ପ୍ରେମ ସମ୍ପର୍କ ଗାଢ଼ ହେବ । ଜୀବନସାଥୀଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରଶନ୍ନ ରହିବ । କ୍ୟାରିୟରରେ ଭଲ ଫଳାଫଳ ପାଇବେ । ଖେଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଶଂସା ଭାଜନ ହେବେ । ବିଦ୍ୟାର୍ଥୀମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିପାରନ୍ତି । ସରକାରୀ କ୍ଷେତ୍ରରୁ ଲାଭ ପାଇ ପାରିବେ । ପୈତୃକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ ହେବେ ।

ପ୍ରତିକାର- ସକାଳୁ ସବୁଦିନ ଗୁରୁଜନମାନଙ୍କୁ ପ୍ରଣାମ କରନ୍ତୁ । ମା ତାରାଙ୍କର କବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :