• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 28 August To 03 Sept 2023 : ଏହି ସପ୍ତାହ କାହା ପାଇଁ କେମିତି ରହିବ ?

ଧନୁ, କୁମ୍ଭ, ମୀନ ଆଦି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ନୂତନ ସୁଯୋଗ । ସୋମବାର ଠାରୁ ଆରମ୍ଭ ହୋଇଥିବା ସପ୍ତାହ ଜ୍ୟୋତିଷ ଶାସ୍ତ୍ରରେ ସ୍ୱତନ୍ତ୍ର । ଏହି ସପ୍ତାହରେ ଗ୍ରହମାନଙ୍କର ପରିବର୍ତ୍ତନ ହେଉଛି ।

Aquarius

କୁମ୍ଭ

Monday 28 Aug 2023

ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ଭାତୃ ସଂପର୍କରେ ଉନ୍ନତି ଘଟିବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାର୍ଯ୍ୟରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :