• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 28 August To 03 Sept 2023 : ଏହି ସପ୍ତାହ କାହା ପାଇଁ କେମିତି ରହିବ ?

ଧନୁ, କୁମ୍ଭ, ମୀନ ଆଦି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ନୂତନ ସୁଯୋଗ । ସୋମବାର ଠାରୁ ଆରମ୍ଭ ହୋଇଥିବା ସପ୍ତାହ ଜ୍ୟୋତିଷ ଶାସ୍ତ୍ରରେ ସ୍ୱତନ୍ତ୍ର । ଏହି ସପ୍ତାହରେ ଗ୍ରହମାନଙ୍କର ପରିବର୍ତ୍ତନ ହେଉଛି ।

Pisces

ମୀନ

Monday 28 Aug 2023

ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ସହକର୍ମୀ ମାନେ କୈାଶଳ କରି ଆପଣଙ୍କ ଠାରୁ କାର‌୍ୟ୍ୟ ହାସଲ କରିବାରେ ସକ୍ଷମ ହେବେ । ବ୍ୟବସାୟରେ ପରିବର୍ତନ ଆଣିବା ସହିତ କିଛି ନୂତନ ବ୍ୟବସାୟ ମଧ୍ୟ ଆରମ୍ଭ କରିପାରନ୍ତି । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :