• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 28 August To 03 Sept 2023 : ଏହି ସପ୍ତାହ କାହା ପାଇଁ କେମିତି ରହିବ ?

ଧନୁ, କୁମ୍ଭ, ମୀନ ଆଦି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ନୂତନ ସୁଯୋଗ । ସୋମବାର ଠାରୁ ଆରମ୍ଭ ହୋଇଥିବା ସପ୍ତାହ ଜ୍ୟୋତିଷ ଶାସ୍ତ୍ରରେ ସ୍ୱତନ୍ତ୍ର । ଏହି ସପ୍ତାହରେ ଗ୍ରହମାନଙ୍କର ପରିବର୍ତ୍ତନ ହେଉଛି ।

Gemini

ମିଥୁନ

Monday 28 Aug 2023

ଆପଣଙ୍କ ଚେଷ୍ଟା ସଫଳ ହେବ । ଦୀର୍ଘ ଦୀନରୁ ଲାଗିରହିଥିବା ଚିନ୍ତା କମ୍ ହେବ । ବନ୍ଧୁ ଓ ପରିବାର ଲୋକଙ୍କ ସହିତ ହସ ଖୁସିରେ ସମୟ ବିତିବ । ଅଫିସ୍ କାମ ଅତିଶୀଘ୍ର ସଂପୂର୍ଣ୍ଣ କରିବେ । କୌଣସି ବନ୍ଧୁ ଆପଣଙ୍କ ଘରକୁ ଆସିବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢିବ । ସମାଜରେ ମାନ ସମ୍ମାନ ବଢିବ । ବ୍ୟବସାୟରେ ଆଶାଠୁ ଅଧିକ ଲାଭ ପାଇବେ । ଗାୟକଙ୍କ ଲାଗି ଭଲ ଦିନଟିଏ ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :