• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 28 August To 03 Sept 2023 : ଏହି ସପ୍ତାହ କାହା ପାଇଁ କେମିତି ରହିବ ?

ଧନୁ, କୁମ୍ଭ, ମୀନ ଆଦି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ନୂତନ ସୁଯୋଗ । ସୋମବାର ଠାରୁ ଆରମ୍ଭ ହୋଇଥିବା ସପ୍ତାହ ଜ୍ୟୋତିଷ ଶାସ୍ତ୍ରରେ ସ୍ୱତନ୍ତ୍ର । ଏହି ସପ୍ତାହରେ ଗ୍ରହମାନଙ୍କର ପରିବର୍ତ୍ତନ ହେଉଛି ।

Leo

ସିଂହ

Monday 28 Aug 2023

 ସମ୍ମୁଖକୁ ଆସୁଥିବା ସବୁ ଆହ୍ୱାନର ଦୃଢ ମୁକାବିଲା କରିବେ । ବ୍ୟବସାୟରେ ଆସାଜନକ ଫଳ ପାଇବେ । ଘରକୁ ବନ୍ଧୁ ଆସିବେ । ଲେଖକଙ୍କ ଲାଗି ଭଲ ଦିନଟିଏ । ବୈବାହିକ ଜୀବନ ସବୁ ଦିନ ଅପେକ୍ଷା ଆଜି ଦିନଟା ସବୁଠୁ ଉତ୍ତମ ରହିବ । ମଦ୍ୟପାନ ତଥା ଧୁମ୍ରପାନ ଠାରୁ ନିଜକୁ ଦୂରରେ ରଖନ୍ତୁ, ନଚେତ ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହେବା ସହିତ ଆପଣଙ୍କର ଆର୍ଥିକ ଅବସ୍ଥା ମଧ୍ୟ ବିଗିଡ଼ି ଯିବ । ରାଜନୈତିକ କ୍ଷେତ୍ରରେ କୌଶଳ ରେ କାର୍ଯ୍ୟସିଦ୍ଧି କରିବେ ।

ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :