• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 28 August To 03 Sept 2023 : ଏହି ସପ୍ତାହ କାହା ପାଇଁ କେମିତି ରହିବ ?

ଧନୁ, କୁମ୍ଭ, ମୀନ ଆଦି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ନୂତନ ସୁଯୋଗ । ସୋମବାର ଠାରୁ ଆରମ୍ଭ ହୋଇଥିବା ସପ୍ତାହ ଜ୍ୟୋତିଷ ଶାସ୍ତ୍ରରେ ସ୍ୱତନ୍ତ୍ର । ଏହି ସପ୍ତାହରେ ଗ୍ରହମାନଙ୍କର ପରିବର୍ତ୍ତନ ହେଉଛି ।

Capricorn

ମକର

Monday 28 Aug 2023

ଶରୀରରେ କିଛି ସମସ୍ୟା ଦେଖାଦେଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମୀମାନେ ବିରୋଧ କରିପାରନ୍ତି । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ନିଜର ପ୍ରିୟଙ୍କ ପୁରୁଣା କଥାକୁ କ୍ଷମା କରି ଆପଣ ନିଜର ଜୀବନକୁ ସୁଧାରି ପାରିବେ ।  ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :