Weekly Horoscope 28 August To 03 Sept 2023 : ଏହି ସପ୍ତାହ କାହା ପାଇଁ କେମିତି ରହିବ ?

ଧନୁ, କୁମ୍ଭ, ମୀନ ଆଦି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ନୂତନ ସୁଯୋଗ । ସୋମବାର ଠାରୁ ଆରମ୍ଭ ହୋଇଥିବା ସପ୍ତାହ ଜ୍ୟୋତିଷ ଶାସ୍ତ୍ରରେ ସ୍ୱତନ୍ତ୍ର । ଏହି ସପ୍ତାହରେ ଗ୍ରହମାନଙ୍କର ପରିବର୍ତ୍ତନ ହେଉଛି ।

Aries

ମେଷ

Monday 28 Aug 2023

ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂରହେବ । ପାଖଲୋକ ଆପଣଙ୍କ ଖୁସିକୁ ଦ୍ୱିଗୁଣା କରିଦେବେ । ଅଫିସରେ ଅଧିକ କାମ କଲେ ଯାଇ ଅବଶିଷ୍ଟ କାମ ପୂରା ହେବ । ବିରୋଧୀମାନେ ଆପଣଙ୍କ ସମ୍ମୁଖକୁ ଆସିବା ପାଇଁ ଭୟ କରିବେ । ବାଲ୍ୟବନ୍ଧୁ ସହିତ ମିଶିବା ପାଇଁ ମନକହିବ । ରାଜନେତାଙ୍କ ଲାଗି ଭଲ ଦିନଟିଏ । ଅଧିକାର ଜାହିର କରିବା ପ୍ରବୃତି ଉପରେ ନିୟତ୍ରଣ ରଖନ୍ତୁ ।

ପ୍ରତିକାର - ରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :