• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ବାର୍ଷିକ ରାଶିଫଳ: କିପରି କଟିବ ୨୦୨୩,ଜାଣନ୍ତୁ ଏହି ବର୍ଷର ବାର୍ଷିକ ରାଶିଫଳ

ଏହି ବର୍ଷଟି ଆପଣଙ୍କ ପାଇଁ ଭଲ ରହିବ । ବୈାବାହିକ ଜୀବନ କ୍ଷେତ୍ରରେ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ, ପ୍ରେମ ସମ୍ପର୍କକୁ ଦୃଢ କରିବେ । ବ୍ୟବସାୟ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ ।

Aquarius

କୁମ୍ଭ

Sunday 01 Jan 2023

ସ୍ୱାସ୍ଥ୍ୟ:

ସ୍ୱାସ୍ଥ୍ୟରେ ଉନ୍ନତି ଆସିପାରେ । ଶୃଙ୍ଖଳିତ କର୍ମ , ସନ୍ତୁଳିତ ଖାଦ୍ୟ .ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ବର୍ଷର ୨ୟାର୍ଦ୍ଧରେ ପୁରାତନ ରୋଗର ପ୍ରକୋପ ବୃଦ୍ଧି ପାଇବା ସହିତ ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ ।

ବ୍ୟବସାୟ / କର୍ମ:

ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ବ୍ୟବସାୟ ସ୍ଥିର ରହିପାରେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ଆପଣ ଚାକିରି ବଦଳାଇବାକୁ ଚେଷ୍ଟା କରିପାରିବେ । କାର୍ଯ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ

ପାରିବାରିକ ଜୀବନ:

ଘରର ପରିବେଶ ଭଲ ରହିବ । ପାରିବାରିକ ସମ୍ପର୍କରେ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଭାଇଭଉଣୀଙ୍କ ସହିତ କୌଣସି ପ୍ରକାର ବିବାଦରୁ ଦୂରେଇ ରୁହନ୍ତୁ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ପରିବାରର ସମ୍ପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ

ବୈବାହିକ ଜୀବନ:

ଧୀରେ ଧୀରେ ଆପଣଙ୍କର ସମ୍ପର୍କ ପ୍ରେମରେ ପରିପୂର୍ଣ୍ଣ ହେବ । ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି । ପତୀ ପତ୍ନୀ ପରସ୍ପରର ନିକଟତର ହେବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ

ଧନ / ସମ୍ପତି:

ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ପୈତୃକ ସମ୍ପତିକୁ ନେଇ ପାରିବାରକ ଦ୍ୱନ୍ଦ ମେଣ୍ଟିଯିବ । ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ । ସଞ୍ଚିତ ଅର୍ଥରୁ କିଛି ଖର୍ଚ୍ଚ କରିପାରନ୍ତି । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ଶିକ୍ଷା / କ୍ୟାରିୟର:

.ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ । ଏକାଡେମିରେ ସଫଳତା ହାସଲ କରିବାକୁ ପ୍ରୟାସ କରିବେ । ଛାତ୍ରଛାତ୍ରୀମାନେ ସଫଳତାର ଏକ ସୁଯୋଗ ପାଇବେ । ଶିକ୍ଷାର୍ଥୀ ମାନଙ୍କୁ ବହୁତ ପରିଶ୍ରମ କରିବାକୁ ପଡିବ। ଅନୁସନ୍ଧାନ ପ୍ରୋଜେକ୍ଟରେ କାମ କରୁଛନ୍ତି ତେବେ ଆପଣ ଭଲ କରିବାକୁ ସମର୍ଥ ହେବେ । ବିଦେଶରେ ପାଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ

ପ୍ରତିକାର:

  • .ଦକ୍ଷିଣ କାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
  • .ଅସହାୟ ବ୍ୟକ୍ତି ବା ମହିଳା ମାନଙ୍କୁ କମ୍ବଳ ଦାନ କରନ୍ତୁ