• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଦୂରଭ୍ରମଣର ସୁଯୋଗ ଜୁଟିଯିବାର ସମ୍ଭାବନା ରହିଛି।

Taurus

ବୃଷ

Saturday 29 Mar 2025

ବୃଷ-
କୃତିକା- ପାରିବାରିକ  କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିସ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।
ରୋହିଣୀ- ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଉଚ୍ଚ କର୍ମ କର୍ତ୍ତାଙ୍କ ସୁ ଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଜିବ ନାହିଁ । 
ମୃଗଶିରା- ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ଯାନବାହାନର ନବୀକରଣ ପାଇଁ ଚିନ୍ତା କରି ପାରନ୍ତି । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।    
ପ୍ରତିକାର- ମାଛକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଦୂରଭ୍ରମଣର ସୁଯୋଗ ଜୁଟିଯିବାର ସମ୍ଭାବନା ରହିଛି।