ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଦୂରଭ୍ରମଣର ସୁଯୋଗ ଜୁଟିଯିବାର ସମ୍ଭାବନା ରହିଛି।
ତୁଳା-
ଚିତ୍ରା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ନୂତନ ବ୍ୟବସାୟ କରିବାକୁ ଯୋଜନା କରୁଛନ୍ତି, ସେଥିରେ ସଫଳତା ପାଇବେ । ନିଜର କର୍ମ ଦ୍ୱାରା ସମାଜରେ ମାନ ସମ୍ମାନ ମଧ୍ୟ ଅର୍ଜିତ କରିପାରିବେ
ସ୍ୱାତୀ-ଅଫିସ୍ରେ ପଦୋନ୍ନତିର ସୁଯୋଗ ପାଇବେ । କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ । କୌଣସି ଜରୁରୀ କାମରେ ବାହାରକୁ ଯାତ୍ରା କରିପାରନ୍ତି
ବିଶାଖା- ସମାଜ ସେବା କରିବାରେ ମନଭାବ ପୋଷଣ କରିବେ । ଗୃହ ନିର୍ମାଣ ବା ଯାନବାହ. ଭୂମି କ୍ରୟ କରି ପାରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଦୂରଭ୍ରମଣର ସୁଯୋଗ ଜୁଟିଯିବାର ସମ୍ଭାବନା ରହିଛି।