Astrospeak
  • Live TV
  • Read In English

Daily Horoscope 29th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଦୂରଭ୍ରମଣର ସୁଯୋଗ ଜୁଟିଯିବାର ସମ୍ଭାବନା ରହିଛି।

Aries

ମେଷ

Saturday 29 Mar 2025

କନ୍ୟା-
ଉ,ଫାଲଗୁନି- ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଶତୃ ମାନେ ପରାଜିତ ହେବେ । ଘରୋଇ ବ୍ୟବସାୟରେ  ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ପ୍ରେମିକ ପ୍ରେମିକା ମାନେ ଗୁପ୍ତ ପ୍ରେମରେ ସଫଳ ହେବେ ।
ହସ୍ତା- ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ନୂତନ କାର୍ଯ୍ୟ ଆରମ୍ଭ କଲେ କ୍ଷତିରେ ପଡିବେ ।
ଚିତ୍ରା- ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ । ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି।
ପ୍ରତିକାର- ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଦୂରଭ୍ରମଣର ସୁଯୋଗ ଜୁଟିଯିବାର ସମ୍ଭାବନା ରହିଛି।